Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପର୍ଯ୍ୟଟନରେ ଅନେକ ଲୋକଙ୍କ ଜୀବନରେ ସମୃଦ୍ଧି ଆଣିବାର ସାମର୍ଥ୍ୟ ରହିଛି: ପ୍ରଧାନମନ୍ତ୍ରୀ
ଆଜିର ଖବର

ପର୍ଯ୍ୟଟନରେ ଅନେକ ଲୋକଙ୍କ ଜୀବନରେ ସମୃଦ୍ଧି ଆଣିବାର ସାମର୍ଥ୍ୟ ରହିଛି: ପ୍ରଧାନମନ୍ତ୍ରୀ

November 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପର୍ଯ୍ୟଟନ କ୍ଷେତ୍ରରେ ଅନେକ ଲୋକଙ୍କ ଜୀବନରେ ସମୃଦ୍ଧତା ଆଣିବାର ସାମର୍ଥ୍ୟ ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁତ୍ୱାରୋପ କରି କହିଛନ୍ତି ଯେ, ସରକାର ଭାରତର ପର୍ଯ୍ୟଟନ ଭିତ୍ତିଭୂମିର ବିକାଶକୁ ପ୍ରାଥମିକତା ଦେବା ଜାରି ରଖିବେ। ଯାହା ଦ୍ୱାରା ଅଧିକରୁ ଅଧିକ ଲୋକ ଅବିଶ୍ୱସନୀୟ ଭାରତର ଚମତ୍କାର ଅନୁଭବର ଆନନ୍ଦ ନେଇପାରିବେ।

ଏକ୍ସରେ କେନ୍ଦ୍ର ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତଙ୍କ ପୋଷ୍ଟରେ ଉତ୍ତର ଦେଇ ଶ୍ରୀ ମୋଦୀ କହିଛନ୍ତି :

“ପର୍ଯ୍ୟଟନରେ ଅନେକ ଲୋକଙ୍କ ଜୀବନରେ ସମୃଦ୍ଧି ଆଣିବାର ସାମର୍ଥ୍ୟ ରହିଛି। ଆମ ସରକାର ଭାରତର ପର୍ଯ୍ୟଟନ ଭିତ୍ତିଭୂମି ଢ଼ାଞ୍ଚାକୁ ଅଧିକ ଉନ୍ନତ କରିବା ଉପରେ ଗୁରୁତ୍ୱ ଦେବା ଜାରି ରଖିବ, ଯାହାଦ୍ୱାରା ଅଧିକରୁ ଅଧିକ ଲୋକ ଅବିଶ୍ୱସନୀୟ ଭାରତର ଆଶ୍ଚର୍ଯ୍ୟଚକିତ କରୁଥିବା ଅନୁଭବର ଆନନ୍ଦ ନେଇପାରିବେ।”

ଗଜେନ୍ଦ୍ର ସିଂ ଶେଖାୱତ ନରେନ୍ଦ୍ର ମୋଦୀ ପର୍ଯ୍ୟଟନ କ୍ଷେତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.