Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚଳିତ ବର୍ଷ ନକ୍ସଲ ମୁକାବିଲାରେ ବିଏସଏଫର ସଫଳତା
ଆଜିର ଖବର

ଚଳିତ ବର୍ଷ ନକ୍ସଲ ମୁକାବିଲାରେ ବିଏସଏଫର ସଫଳତା

December 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଏସଏଫ
ସୁଦୃଢ଼ ​​କରାଯିବ ଭାରତ-ପାକିସ୍ତାନ ସୀମା, ବିଏସଏଫ ର ଅପରେସନ୍ 'ସର୍ଦ୍ଦ ହାୱା' ଜାରି

ଭୁବନେଶ୍ୱର: ଓଡ଼ିଶାର ନକ୍ସଲ ପ୍ରବଣ ଅଞ୍ଚଳରେ ସୀମା ସୁରକ୍ଷା ବଳ (ବିଏସଏଫ) ଧନଜୀବନ ସୁରକ୍ଷା ପାଇଁ ସମର୍ପିତ ହୋଇ କାର୍ଯ୍ୟ କରୁଛି । ବିଏସଏଫର ସଫଳତାକୁ ନେଇ ଆଜି ମହାନିରୀକ୍ଷକ ସିଡି ଅଗ୍ରୱାଲ ଏକ ସମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।

ସେ କହିଛନ୍ତି, ବିଏସଏଫ ଚଳିତ ବର୍ଷ ୩ଜଣ କୁଖ୍ୟାତ ନକ୍ସଲଙ୍କୁ ନିପାତ କରିଛି। ସେହିପରି ୨୪ ଜଣ ହାର୍ଡକୋର ନକ୍ସଲଙ୍କୁ ଆତ୍ମସମର୍ପଣ କରିବା ପାଇଁ ବାଧ୍ୟ କରିଛି । ବିଏସଏଫର ସର୍ଚ୍ଚ ଅପରେସନରେ ୩୪ଟି ଆଇଡିଡି, ୧୧୭ଟି ଗ୍ରେନେଡ୍‌ ଏବଂ ବହୁ ପରିମାଣରେ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ଜବତ କରାଯାଇଛି । ବିଏସଏଫର ସହଯୋଗରେ ମାଲକାନଗିରି ଜିଲ୍ଲାର ବିଚ୍ଛିନ୍ନାଞ୍ଚଳ ଏବେ ରାଜ୍ୟର ମୁଖ୍ୟଧାରା ସହ ଯୋଡ଼ି ହୋଇଛି ।

ଗୁରୁପ୍ରିୟା ସେତୁ ଦ୍ୱାରା ୧୫୧ଟି ଗାଁର ୩୧ ହଜାର ବାସିନ୍ଦା ଉପକୃତ ହୋଇଛନ୍ତି । କେନ୍ଦ୍ର ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଆହ୍ୱାନକ୍ରମେ ୨୦୨୬ ସୁଦ୍ଧା ଓଡ଼ିଶାରୁ ନକ୍ସଲବାଦର ବିଲୋପ ପାଇଁ ବିଏସଏଫ ସଂକଳ୍ପବଦ୍ଧ ବୋଲି ଆଇଜି ଶ୍ରୀ ଅଗ୍ରୱାଲ କହିଛନ୍ତି ।

ଓଡିଶା ନକ୍ସଲ
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ସାହିତ୍ୟ ସମାଜର ବାର୍ଷିକୋତ୍ସବ: ଶତାଧିକ କବିଙ୍କ ସ୍ଵରଚିତ କବିତା ଆବୃତ୍ତି

March 1, 2026

ମଦୁରାଇରେ ୪,୪୦୦ କୋଟିରୁ ଅଧିକ ମୂଲ୍ୟର ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 1, 2026

୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦ୍‌ଯାପିତ

March 1, 2026

ପୁରୀରେ ଏଚପିଭି ଟିକାକରଣର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

March 1, 2026
Latest News

ଚମକିଲେ ସଞ୍ଜୁ: ୱେଷ୍ଟଇଣ୍ଡିଜକୁ ହରାଇ ଷଷ୍ଠ ଥର ପାଇଁ ବିଶ୍ଵକପ ସେମିଫାଇନାଲରେ ପହଞ୍ଚିଲା ଭାରତ

March 1, 2026

ଚ଼ିଲିକା ସାହିତ୍ୟ ସମାଜର ବାର୍ଷିକୋତ୍ସବ: ଶତାଧିକ କବିଙ୍କ ସ୍ଵରଚିତ କବିତା ଆବୃତ୍ତି

March 1, 2026

ମଦୁରାଇରେ ୪,୪୦୦ କୋଟିରୁ ଅଧିକ ମୂଲ୍ୟର ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 1, 2026

୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦ୍‌ଯାପିତ

March 1, 2026

ପୁରୀରେ ଏଚପିଭି ଟିକାକରଣର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

March 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.