Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୩୩ ତମ ସର୍ବଭାରତୀୟ ୱାଇ.ଏମ.ସି. କପ୍ କ୍ରିକେଟ୍ ପ୍ରସ୍ତୁତି 
ଆଜିର ଖବର

୩୩ ତମ ସର୍ବଭାରତୀୟ ୱାଇ.ଏମ.ସି. କପ୍ କ୍ରିକେଟ୍ ପ୍ରସ୍ତୁତି 

December 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ନୂଆପଡ଼ା ମିନି ଷ୍ଟାଡିୟମ ଠାରେ ୩୩ ତମ ସର୍ବ ଭାରତୀୟ ୱାଇ.ଏମ.ସି. କପ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ପ୍ରସ୍ତୁତି ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ଆସନ୍ତା ଜାନୁଆରୀ ୬ରୁ ୧୨, ସାତ ଦିନ ବ୍ୟାପି କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହେବ ବୋଲି କୁହାଯାଇଛି। ନୂଆପଡା ଜିଲ୍ଲା କ୍ରିକେଟ ସଂଘ ସଭାପତି ପ୍ରକାଶ କୁମାର ସାହୁ, ସମ୍ପାଦକ ତଥା ୱାଇ.ଏମ. ସି. କନଭେନର ସରୋଜ କୁମାର ସାହୁ (ଭୈରବ), ୱାଇ.ଏମ. ସି. ସଭlପତି ଅମରେଶ ଦାସ, ସମ୍ପାଦକ ତପନ ବଗର୍ତ୍ତି ଉପସ୍ଥିତ ଥିଲେ।

ଚଳିତ ବର୍ଷ ଛତିଶଗଡ଼ ରାଜ୍ୟରୁ ବିଲାସପୁର ଓ ଭିଳାଇ ଦଳ, ମହାରାଷ୍ଟ୍ରରୁ ନାଗପୁର ଓ ରାଜ୍ୟରୁ କଟକ, ଭୁବନେଶ୍ୱର, ଝାରସୁଗୁଡ଼ା, ରାଉଲକେଲା ଓ ସମ୍ବଲପୁର ବିଭିନ୍ନ ସୁନାମଧନ୍ୟ କ୍ରିକେଟ ଦଳକୁ ନେଇ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହେବ। ଚମ୍ପିୟାନ ଦଳକୁ ଟ୍ରଫି ସହ ଆର୍ଥିକ ୮୫ ହଜାର ଟଙ୍କା ଓ ରନରସ ଅପ ଦଳକୁ ଟ୍ରଫି ସହ ୪୫ ହଜାର ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯିବା ନିଷ୍ପତି ହୋଇଅଛି। ପ୍ରତିଦିନ ମ୍ୟାନ ଅଫ ଦି ମ୍ୟାଚକୁ ୨ ହଜାର ଓ ଫାଇନାଲରେ ମ୍ୟାନ ଅଫ ଦି ମ୍ୟାଚକୁ ୫ ହଜାର ଟଙ୍କା ପୁରସ୍କୃତ ରାଶି ପ୍ରଦାନ କରାଯିବ।

କ୍ରିକେଟ ଟୁର୍ଣ୍ଣାମେଣ୍ଟ ସାମ୍ବାଦିକ ସମ୍ମିଳନୀ
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନରେ ଆକାଶଛୁଆଁ ପେଟ୍ରୋଲ ଓ ଗ୍ୟାସର ମୂଲ୍ୟ: ଜାଣନ୍ତୁ ଭାରତଠାରୁ କେତେ ପାର୍ଥକ୍ୟ?

March 23, 2026

IPL ପାଇଁ PSL ଛାଡିଥିବା ଖେଳାଳିମାନଙ୍କ ବିରୁଦ୍ଧରେ PCB କଠୋର: କାର୍ଯ୍ୟାନୁଷ୍ଠାନ ଚେତାବନୀ

March 23, 2026

କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

March 23, 2026

ନୟାଗଡ଼ରେ ଭାରତର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ

March 23, 2026
Latest News

ପାକିସ୍ତାନରେ ଆକାଶଛୁଆଁ ପେଟ୍ରୋଲ ଓ ଗ୍ୟାସର ମୂଲ୍ୟ: ଜାଣନ୍ତୁ ଭାରତଠାରୁ କେତେ ପାର୍ଥକ୍ୟ?

March 23, 2026

IPL ପାଇଁ PSL ଛାଡିଥିବା ଖେଳାଳିମାନଙ୍କ ବିରୁଦ୍ଧରେ PCB କଠୋର: କାର୍ଯ୍ୟାନୁଷ୍ଠାନ ଚେତାବନୀ

March 23, 2026

କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

March 23, 2026

ନୟାଗଡ଼ରେ ଭାରତର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ

March 23, 2026

“କେରଳରେ ହେବ ତ୍ରିକୋଣୀୟ ପ୍ରତିଯୋଗିତା”: ବିଜେପି ବିଷୟରେ ଭବିଷ୍ୟବାଣୀ କଲେ ସିପିଆଇ ନେତା

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.