Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଲ୍ଲା ଓପନ ଚେସ ଟୁର୍ଣ୍ଣାମେଣ୍ଟ ଉଦଯାପିତ 
ଆଜିର ଖବର

ଜିଲ୍ଲା ଓପନ ଚେସ ଟୁର୍ଣ୍ଣାମେଣ୍ଟ ଉଦଯାପିତ 

December 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ନୟାଗଡ଼ ଜିଲ୍ଲା ଓପନ ଚେସ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଛି। ଏଥିରେ ଜୁନିଅର ବିଭାଗରେ ଅମ୍ରିତ ପ୍ରଧାନ ସର୍ବାଧିକ ପଏଣ୍ଟ ପାଇ ଚାମ୍ପିୟନ ହୋଇଥିବା ବେଳେ ସିନିଅର ବିଭାଗରେ ଦାସ ଜିତେନ୍ଦ୍ର କୁମାର ଚମ୍ପିୟାନ ହୋଇଛନ୍ତି। ଗତ ଦୁଇଦିନରେ ୬ ରାଉଣ୍ଡ ପ୍ରତିଯୋଗିତା ଅନୁଷ୍ଠିତ ହୋଉଥିଲା। ଜୁନିଅର ବିଭାଗରେ ଅଂଶ ଗ୍ରହଣ କରିଥିବା ୨୧ଜଣ ପ୍ରତିଯୋଗୀଙ୍କ ମଧ୍ୟରୁ ୫ ଜଣ ଏବଂ ସିନିଅର ବିଭାଗରେ ଅଂଶ ଗ୍ରହଣ କରିଥିବା ୨୨ ଜଣ ପ୍ରତିଯୋଗୀଙ୍କ ମଧ୍ୟରୁ ୫ ଜଣ ସର୍ବାଧିକ ପଏଣ୍ଟ ହାସଲ କରି ପୁରସ୍କୃତ ହୋଇଛନ୍ତି।

ଜୁନିଅର ବିଭାଗରୁ ଅମ୍ରିତ ପ୍ରଧାନଙ୍କ ସମେତ ଚିତ୍ତ ରଞ୍ଜନ ଦାସ, ସ୍ୱସ୍ତିକ ମହାପାତ୍ର, ଶଙ୍କର ମାହାତୋ, ଆୟସ୍କନ୍ତ ମହାପାତ୍ର ଏବଂ ସିନିଅର ବିଭାଗରୁ ଜିତେନ୍ଦ୍ରଙ୍କ ସମେତ ଜୟପ୍ରକାଶ ବଇରୀ ଗଞ୍ଜନ,ଦିବାକର ନାୟକ, ସ୍ୱୟଂ ପ୍ରକାଶ ସାହୁ ଏବଂ ପ୍ରକାଶ ନାରାୟଣ ଦାଶ ପ୍ରମୁଖ ପୁରସ୍କୃତ ହୋଉଛନ୍ତି। ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ କେସି କ୍ଳବ ନୟାଗଡ଼ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ଚେସ ଟୁର୍ଣ୍ଣାମେଣ୍ଟର ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଚେସ ଆସୋସିଏସନ ସମ୍ପାଦକ ଇଂ ଦେବବ୍ରତ ଭଟ୍ଟ ଏବଂ କେସି କ୍ଳବ ଯୁଗ୍ମ ସମ୍ପାଦକ ଚନ୍ଦନ ମହାପାତ୍ର ସମ୍ମାନିତ ଅତିଥି ଭାବେ ଯୋଗଦାନ କରି ବିଜୟୀ ଖେଳାଳିଙ୍କୁ ପୁରସ୍କୃତ କରିଥିଲେ।

ଟୁର୍ଣ୍ଣାମେଣ୍ଟକୁ ଆର୍ବିଟର ତାପସ କୁମାର ମହାନ୍ତି ପରିଚାଳନା କରିଥିବା ବେଳେ ଜିଲ୍ଲା ସଭାପତି ଶ୍ରୀଧର ସାହୁ, ସମ୍ପାଦକ ରିତେଶ ରଥ, କୋଷାଧକ୍ଷ ତାରୁନ ଖାଁ, ଉପସଭାପତି ବାଲାରସେନ ପାତ୍ର ଏବଂ ମିଡି଼ଆ ସଂଯୋଜକ ଲକ୍ଷ୍ମୀଧର ସାହୁ ପ୍ରମୁଖ ସହଯୋଗ କରିଥିଲେ।

ନୟାଗଡ଼ ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ଦଶହରାରେ ଏହି ଚାରିଟି ଜିନିଷ ଦେଖିଲେ ବର୍ଷ ସାରା ହୋଇଥାଏ ମଙ୍ଗଳ

October 17, 2026

ଏଫ୍‌ଆଇଏଚ୍ ପ୍ରୋ ଲିଗ୍ ୨୦୨୬-୨୭ କାର୍ଯ୍ୟସୂଚୀ ଘୋଷିତ: ଫେବୃଆରୀରେ ଭାରତର ଘରୋଇ ମ୍ୟାଚ୍‌

October 17, 2026

ଶତ୍ରୁରୁ ମୁକ୍ତି ପାଇବା ପାଇଁ ସପ୍ତମ ଦିନରେ ମା’ କାଳରାତ୍ରୀଙ୍କୁ କରନ୍ତୁ ପୂଜା ଜାଣନ୍ତୁ ପୂଜା ବିଧି

October 17, 2026

ଇଂରାଜୀ ସ୍ନାତକତ୍ତୋର ଶିକ୍ଷକଙ୍କ ନିମନ୍ତେ ଆୟୋଜିତ ତାଲିମ୍ କାର୍ଯ୍ୟକ୍ରମ ଉଦଯାପିତ

October 17, 2026
Latest News

ଦଶହରାରେ ଏହି ଚାରିଟି ଜିନିଷ ଦେଖିଲେ ବର୍ଷ ସାରା ହୋଇଥାଏ ମଙ୍ଗଳ

October 17, 2026

ଏଫ୍‌ଆଇଏଚ୍ ପ୍ରୋ ଲିଗ୍ ୨୦୨୬-୨୭ କାର୍ଯ୍ୟସୂଚୀ ଘୋଷିତ: ଫେବୃଆରୀରେ ଭାରତର ଘରୋଇ ମ୍ୟାଚ୍‌

October 17, 2026

ଶତ୍ରୁରୁ ମୁକ୍ତି ପାଇବା ପାଇଁ ସପ୍ତମ ଦିନରେ ମା’ କାଳରାତ୍ରୀଙ୍କୁ କରନ୍ତୁ ପୂଜା ଜାଣନ୍ତୁ ପୂଜା ବିଧି

October 17, 2026

୭୦ ବର୍ଷ ପରେ ଆଇଏମ୍‌ଏଫ୍ ଓ ବିଶ୍ୱବ୍ୟାଙ୍କ ବୋର୍ଡର ଅଧ୍ୟକ୍ଷତା କରିବ ପାକିସ୍ତାନ

October 17, 2026

ବାଂଲାଦେଶରେ ଉତ୍ତେଜନା : ଜଗନ୍ନାଥ ମନ୍ଦିର ସାମ୍ନାରେ ଗୋମାଂସ ରାନ୍ଧିଲେ ମୁସଲିମ୍ ଛାତ୍ର

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.