Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୬ ତମ ଜନଜାତି ଯୁବ ଆଦାନ ପ୍ରଦାନ କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟ ଶୁଭାରମ୍ଭ
ଆଜିର ଖବର

୧୬ ତମ ଜନଜାତି ଯୁବ ଆଦାନ ପ୍ରଦାନ କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟ ଶୁଭାରମ୍ଭ

December 3, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭବାନୀପାଟଣା: କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରଣାଳୟର ନେହେରୁ ଯୁବ କେନ୍ଦ୍ର (ମାଇଁ ଭାରତ) କଳାହାଣ୍ଡି ଶାଖା ଓ ୬୪ ବାଟାଲିୟନ କେନ୍ଦ୍ରୀୟ ରିଜର୍ବ ପୁଲିସ ବଳ ପକ୍ଷରୁ କଳାହାଣ୍ଡି ଜିଲ୍ଲା ୬୪ ବାଟାଲିୟନ କେନ୍ଦ୍ରୀୟ ରିଜର୍ବ ପୁଲିସ ବଳ ଅଟାଙ୍ଗଗୁଡା ସ୍ଥିତ କ୍ୟାମ୍ପ ପରିସରରେ ୧୬ ତମ ଜନଜାତି ଯୁବ ଆଦାନ ପ୍ରଦାନ କାର୍ଯ୍ୟକ୍ରମ ଯାତ୍ରାର ପ୍ରଥମ ପର୍ଯ୍ୟାୟର ଶୁଭାରମ୍ଭ ହୋଇଛି। ଆୟୋଜିତ କାର୍ଯ୍ୟକ୍ରମରେ କଳାହାଣ୍ଡି ଜିଲ୍ଲାର ଭବାନୀପାଟଣାବ୍ଲକ ର ମାଓ ପ୍ରବଣ ତଥା ଆଦିବାସୀ ଅଧ୍ୟୁଷିତ ଯୁଗସାଇପାଟଣା ଅଂଚଳରୁ ୩୦ ଜଣ ଯୁବକ ଯୁବତୀ ମୁମ୍ବାଇ କୁ ଯାତ୍ରା କରିଛନ୍ତି। ସେଠାରେ ଚଳିତ ମାସ ୪ ରୁ ୧୦ ତାରିଖ ପର୍ଯ୍ୟନ୍ତ ଏକ ଶିବିରର ଆୟୋଜନ କରାଯାଇଛି।

ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ୬୪ ବାଟାଲିୟନ କେନ୍ଦ୍ରୀୟ ରିଜର୍ବ ପୁଲିସ ବଳ କମାଡେଣ୍ଟ ପଙ୍କଜ ଚୌଧୁରୀ, ଉପ କମାଣ୍ଡେଣ୍ଟ ସଚ୍ଚିଦାନନ୍ଦ ପାତ୍ର ତଥା ନେହେରୁ ଯୁବ କେନ୍ଦ୍ରର ଜିଲ୍ଲା ଯୁବ ଅଧିକାରୀ ପ୍ରସନ୍ନ କୁମାର ମେହେର ପ୍ରମୁଖ ଯୋଗ ଦେଇ ଶିବିରର ବିଭିନ୍ନ କାର୍ଯ୍ୟକ୍ରମରେ କିଭଳି ଭାବେ ଶୃଙ୍ଖଳା ରକ୍ଷା କରି ଜିଲ୍ଲାର କଳା ସଂସ୍କୃତିକୁ ପରିବେଷଣ କରି ମାଟିକୁ ସୁନାମ ଆଣିପାରିବେ ସେନେଇ ସୂଚନା ଦେଇଥିଲେ। ପରେ ୬୪ ବାଟାଲିୟନ କେନ୍ଦ୍ରୀୟ ରିଜର୍ବ ପୁଲିସ ବଳ କମାଡେଣ୍ଟ ପଙ୍କଜ ଚୌଧୁରୀ ଓ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ପତାକା ଦେଖାଇ ଏହି ଯାତ୍ରାର ଶୁଭାରମ୍ଭ କରିଥିଲେ।

କଳାହାଣ୍ଡି ଜିଲ୍ଲାର କଳା ଓ ସଂସ୍କୃତି ପରମ୍ପରା କ୍ରୀଡା ଓ ଦର୍ଶନୀୟ ସ୍ଥାନ ମାନଙ୍କ ସମ୍ପର୍କରେ ନିଜ ଅନୁଭୂତି କୁ ଅନ୍ୟ ରାଜ୍ୟର ଯୁବକ ଯୁବତୀ ମାନଙ୍କ ମଧ୍ୟରେ ବାଣ୍ଟିବା ଓ ସେମାନଙ୍କ ରାଜ୍ୟ କଳା ସଂସ୍କୃତି ଓ ପରମ୍ପରା କ୍ରୀଡା ଓ ଦର୍ଶନୀୟ ସ୍ଥାନ ମାନଙ୍କ ସମ୍ପର୍କରେ ଜ୍ଞାନ ଆହରଣ କରିବା ପାଇଁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ପଙ୍କଜ ଚୌଧୁରୀ ୬୪ ବାଟାଲିୟନ କେନ୍ଦ୍ରୀୟ ରିଜର୍ବ ପୁଲିସ ବଳ ଏଥର ମୁମ୍ବାଇକୁ ଯାତ୍ରା କରୁଥିବା ଯୁବକ ଯୁବତୀ ମାନେ ଉତ୍ସ।ହିତ ଥିବା ସହ ଏହି କାର୍ଯ୍ୟକ୍ରମ ତାଙ୍କ ଦକ୍ଷତା ବୃଦ୍ଧିରେ ଏନେକ ସହାୟକ୍ ହେବ ବୋଲି କହନ୍ତି ଶିବିର।ର୍ଥୀ ବନ୍ଦୀନି ମାଝୀ।

କେନ୍ଦ୍ର ସରକାର କ୍ରୀଡ଼ା ମନ୍ତ୍ରଣାଳୟ ଭବାନୀପାଟଣା ମାଇଁ ଭାରତ
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.