Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାପି ବାର୍ଥ ଡେ ପ୍ରିନ୍ସ ଅଫ୍‌ କୋଲକାତା
ଆଜିର ଖବର

ହାପି ବାର୍ଥ ଡେ ପ୍ରିନ୍ସ ଅଫ୍‌ କୋଲକାତା

July 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତୀୟ କ୍ରିକେଟର ପ୍ରିନ୍ସ ତଥା ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି 47 ବର୍ଷରେ ପଦାର୍ପଣ କରିଛନ୍ତି । ଜୁଲାଇ ; 1972 ମସିହାରେ ପଶ୍ଚିମବଙ୍ଗର କଲିକତାରେ ଜନ୍ମଗ୍ରହଣ କରିଥିଲେ ସୌରଭ । ଭାରତୀୟ କ୍ରିକେଟ୍‌କୁ ଏକ ନୂତନ ଦିଶା ପ୍ରଦାନ କରିଥିବା ଗାଙ୍ଗୁଲି ଭାରତୀୟ ଅଧିନାୟକ ଭାବରେ ବିଦେଶରେ ଭଲ ପ୍ରଦର୍ଶନ କରିଥିଲେ । ନିଜ କ୍ୟାରିୟରରେ ଗାଙ୍ଗୁଲି 113ଟି ଟେଷ୍ଟ, 311ଟି ଦିନିକିଆ ମ୍ୟାଚ୍‌ ଖେଳିଛନ୍ତି । 113 ଟେଷ୍ଟରୁ 42.17ର ହାରାହାରି ସହିତ 7212 ରନ୍ ସଂଗ୍ରହ କରିଥିବା ବେଳେ ତନ୍ମଧ୍ୟରେ 16ଟି ଶତକ ଏବଂ 35ଟି ଅର୍ଦ୍ଧଶତକ ସାମିଲ ରହିଛି । ସେହିପରି ଦିନିକିଆରେ ଗାଙ୍ଗୁଲି 311ଟି ଦିନିକିଆରୁ 11363 ରନ୍‌ ସଂଗ୍ରହ କରିଛନ୍ତି । 41.02 ହାରାହାରି ସହିତ 22ଟି ଶତକ ଏବଂ 72 ଅର୍ଦ୍ଧଶତକ ହାସଲ କରିଛନ୍ତି ଗାଙ୍ଗୁଲି । ଟେଷ୍ଟରେ ଗାଙ୍ଗୁଲି 32ଟି ଓ୍ବିକେଟ୍‌ ହାସଲ କରିଥିବା ବେଳେ ଦିନିକିଆରେ 100 ଓ୍ବିକେଟ ହାସଲ କରିଛନ୍ତି । ନିଜ ଅଧିନାୟକତ୍ବରେ ଭାରତକୁ ଉଭୟ ଟେଷ୍ଟ ଏବଂ ଦିନିକିଆରେ ଏକ ନମ୍ବର ସ୍ଥାନକୁ ନେଇଥିଲେ ଗାଙ୍ଗୁଲି 2004ରେ ତାଙ୍କୁ ଭାରତ ସରକାରଙ୍କ ପକ୍ଷରୁ ପଦ୍ମ ବିଭୂଷଣରେ ସମ୍ମାନିତ କରାଯାଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ନିପୁଣ ଓଡ଼ିଶା ମିଶନ ସମ୍ବନ୍ଧୀୟ ରାଜ୍ୟସ୍ତରୀୟ ସମୀକ୍ଷା ଓ ଦିଗଦର୍ଶନ କର୍ମଶାଳା

February 12, 2026

OSDMA ର ୩୮ତମ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ

February 12, 2026

ଆଜି ଫେବୃୟାରୀ ୧୨ ତାରିଖ ଗୁରୁବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

February 12, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026
Latest News

ନିପୁଣ ଓଡ଼ିଶା ମିଶନ ସମ୍ବନ୍ଧୀୟ ରାଜ୍ୟସ୍ତରୀୟ ସମୀକ୍ଷା ଓ ଦିଗଦର୍ଶନ କର୍ମଶାଳା

February 12, 2026

OSDMA ର ୩୮ତମ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ

February 12, 2026

ଆଜି ଫେବୃୟାରୀ ୧୨ ତାରିଖ ଗୁରୁବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

February 12, 2026

ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 11, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.