Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିଖୋଜ ଶିଶୁମାନଙ୍କ ପାଇଁ ସ୍ଵତନ୍ତ୍ର ଅଭିଯାନ: ରାଜ୍ୟ ବାହାରୁ ୩୩୪ ଶିଶୁ ଉଦ୍ଧାର
ଆଜିର ଖବର

ନିଖୋଜ ଶିଶୁମାନଙ୍କ ପାଇଁ ସ୍ଵତନ୍ତ୍ର ଅଭିଯାନ: ରାଜ୍ୟ ବାହାରୁ ୩୩୪ ଶିଶୁ ଉଦ୍ଧାର

December 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଡ଼ିଶା ରାଜ୍ୟ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା, ଭୁବନେଶ୍ବର ତରଫରୁ ଆମ ରାଜ୍ୟରେ ଆଜି ପର୍ଯନ୍ତ ନିଖୋଜ ଥିବା ଶିଶୁ ମାନଙ୍କୁ ଉଦ୍ଧାର କରିବା ପାଇଁ ଏକ ସ୍ଵତନ୍ତ୍ର ଅଭିଯାନ ଗତ ନଭେମ୍ବର ୧୮ ରୁ ୨୩ ତାରିଖ ପର୍ଯନ୍ତ ଆୟୋଜନ କରାଯାଇଥିଲା। ଉକ୍ତ ସମୟ ମଧ୍ୟ ରେ ସର୍ବମୋଟ ୩୩୪ ନିଖୋଜ ଶିଶୁ ଯାହାଙ୍କ ମଧ୍ୟରେ ୩୦୬ ବାଳିକା ଓ ୨୮ ବାଳକ ଆମ ରାଜ୍ୟ ତଥା ରାଜ୍ୟ ବାହାରୁ ଉଦ୍ଧାର କରାଯାଇ ସେମାନଙ୍କ ପରିବାର ଜନଙ୍କୁ ହସ୍ତାନ୍ତର କରାଯାଇଛି।

ଉକ୍ତ ସ୍ଵତନ୍ତ୍ର ଅଭିଯାନକୁ ସମସ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ବଳିଷ୍ଠ ଉଦ୍ୟମରେ ଓ ରାଜ୍ୟ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା, ଭୁବନେଶ୍ବରଙ୍କ ତତ୍ୱାବଧାନରେ ସମାପନ କରାଯାଇଅଛି। ସମଗ୍ର ରାଜ୍ୟରେ ଭଦ୍ରକ ଜିଲ୍ଲା ପୁଲିସ ସର୍ବମୋଟ ୬୫ ନିଖୋଜ ଶିଶୁଙ୍କୁ ଉଦ୍ଧାର କରି ସର୍ବୋତ୍କୃଷ୍ଟ ଜିଲ୍ଲାର ମାନ୍ୟତା ହାସଲ କରିଛି।

ସ୍ଵତନ୍ତ୍ର ଅଭିଯାନ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.