Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଲଚିକି ଲିପିର ସ୍ରଷ୍ଟା ରଘୁନାଥ ମୁର୍ମୁଙ୍କର ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆଜିର ଖବର

ଅଲଚିକି ଲିପିର ସ୍ରଷ୍ଟା ରଘୁନାଥ ମୁର୍ମୁଙ୍କର ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

December 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଭୁବନେଶ୍ବର ନିଳାଦ୍ରୀ ବିହାରଠାରେ ଅଲଚିକି ଲିପିର ସ୍ରଷ୍ଟା ରଘୁନାଥ ମୁର୍ମୁଙ୍କର ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ରାଷ୍ଟ୍ରପତି ଆଦିମ ଓୱାର ଜର୍ପା ଜାହେଦର ଆଦିବାସୀ ଦେବସ୍ଥଳଠାରେ ପୂଜାର୍ଚ୍ଚନା କରିଛନ୍ତି। ଉନ୍ମୋଚନ କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ଥିଲେ।

ରାଷ୍ଟ୍ରପତି ଆଜି ରାଜଭବନରେ ରାତ୍ରିଯାପନ କରିବା ପରେ ସେ ଆସନ୍ତାକାଲି ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ ତମ ବାର୍ଷିକ ଉତ୍ସବରେ ଯୋଗଦେବେ। ପୁରୀର ବ୍ଲୁ ଫ୍ଲାଗ ବିଚରେ ଆସନ୍ତାକାଲି ଅନୁଷ୍ଠିତ ହେବାକୁ ଥିବା ନୌସେନା ଦିବସର ପରାକ୍ରମ ପ୍ରଦର୍ଶନ ଉତ୍ସବରେ ଯୋଗଦେବେ।

ଆସନ୍ତା ୪ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ବରରେ ଓଡିଶା ବୈଷୟିକ ଓ କୃଷି ବିଶ୍ବବିଦ୍ୟାଳୟର ୪୦ ତମ ଦୀକ୍ଷାନ୍ତ ସମାରୋହରେ ଯୋଗଦେବା ସହ ନ୍ୟାୟିକ କମ୍ପ୍ଲ୍ସେକୁ ଉଦଘାଟନ କରିବେ। ମୟୁରଭଞ୍ଜର ରାଇରଙ୍ଗପୁର ଗସ୍ତ କରି ଅନେକ ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ କରିବେ। ୭ ତାରିଖରେ ରାଷ୍ଟ୍ରପତି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ।

ଭୁବନେଶ୍ବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ତ୍ତ ବିଭାଗ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

April 5, 2026

ଏପ୍ରିଲ ପାଞ୍ଚ ତାରିଖରେ ଏହି ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 5, 2026

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026

ସଡ଼କ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ଅତିରିକ୍ତ ଡିସିପିଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିଲେ ଡିଜିପି

April 4, 2026
Latest News

ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ପାଳିତ

April 5, 2026

ବାଣପୁର ଶିକ୍ଷା ମଣ୍ଡଳ ସ୍ତରୀୟ ଖଡ଼ିଛୁଆଁ ପର୍ବ ପାଳିତ

April 5, 2026

ପୂର୍ତ୍ତ ବିଭାଗ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

April 5, 2026

ଏପ୍ରିଲ ପାଞ୍ଚ ତାରିଖରେ ଏହି ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

April 5, 2026

ରାଜ୍ୟସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡିଛୁଆଁ କାର୍ଯ୍ୟକ୍ରମରେ ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.