Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ: ନୌସେନା ଦିବସର ପରାକ୍ରମ ପ୍ରଦର୍ଶନ ଉତ୍ସବରେ ଦେବେ ଯୋଗ
ଆଜିର ଖବର

ଆଜି ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ: ନୌସେନା ଦିବସର ପରାକ୍ରମ ପ୍ରଦର୍ଶନ ଉତ୍ସବରେ ଦେବେ ଯୋଗ

December 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
draupadi murmu
ଅକ୍ଟୋବର ୨୧ ରୁ ୨୪ ପର୍ଯ୍ୟନ୍ତ କେରଳ ଗସ୍ତ କରିବେ ରାଷ୍ଟ୍ରପତି: ଜାଣନ୍ତୁ କାର୍ଯ୍ୟକ୍ରମ

ଭୁବନେଶ୍ଵର: ରାଷ୍ଟ୍ରପତି ଆଜି ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ ତମ ବାର୍ଷିକ ଉତ୍ସବରେ ଯୋଗଦେବେ। ପୁରୀର ବ୍ଲୁ ଫ୍ଲାଗ ବିଚରେ ଅନୁଷ୍ଠିତ ହେବାକୁ ଥିବା ନୌସେନା ଦିବସର ପରାକ୍ରମ ପ୍ରଦର୍ଶନ ଉତ୍ସବରେ ଯୋଗଦେବେ।

ଆସନ୍ତା ଡିସେମ୍ବର ୫ ତାରିଖରେ ରାଷ୍ଟ୍ରପତି ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ, ଭୁବନେଶ୍ୱରର ୪୦ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସେହିଦିନ ସେ ଭୁବନେଶ୍ୱରରେ ନ୍ୟାୟିକ ଅଦାଲତର ନୂଆ ଅଟ୍ଟାଳିକାକୁ ଉଦଘାଟନ କରିବେ।

ଡିସେମ୍ବର ୬ ତାରିଖରେ ରାଷ୍ଟ୍ରପତି ଉପରବେଡାଠାରେ ଛାତ୍ରଛାତ୍ରୀ ଓ ଗ୍ରାମବାସୀଙ୍କ ସହ ମତବିନିମୟ କରିବେ। ସେହିଦିନ ରାଇରଙ୍ଗପୁରଠାରେ ସେ ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷୟିତ୍ରୀମାନଙ୍କ ସହ କଥା ହେବେ।

ଡିସେମ୍ବର ୭ ତାରିଖରେ ରାଷ୍ଟ୍ରପତି ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁରମରା-ଚକୁଳିଆ; ଏବଂ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳ ଲାଇନ୍; ଆଦିବାସୀ ଗବେଷଣା ଓ ବିକାଶ କେନ୍ଦ୍ର, ରାଇରଙ୍ଗପୁର; ଦାଣ୍ଡବୋଷ ବିମାନ ବନ୍ଦର, ରାଇରଙ୍ଗପୁର ଏବଂ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ସମେତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ/ଉଦଘାଟନ କରିବେ।

ନୌସେନା ଦିବସ ପୁରୀ ବ୍ଲୁ ଫ୍ଲାଗ ବିଚ ମହାପ୍ରଭୁଙ୍କୁ ଦର୍ଶନ ଶ୍ରୀମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026
Latest News

ଯଦି ନୀତିଶ କୁମାର ରାଜ୍ୟସଭାକୁ ଯାଆନ୍ତି, ତେବେ କିଏ ହେବେ ବିହାରର ମୁଖ୍ୟମନ୍ତ୍ରୀ?: ନିଶାନ୍ତଙ୍କୁ…..

March 4, 2026

ରାଜ୍ୟସଭାକୁ ଯିବେ କି ନୀତିଶ କୁମାର?: ବିହାରର ବିଭିନ୍ନ ରାଜନୈତିକ ଦଳରୁ ଆସିଲା ପ୍ରତିକ୍ରିୟା

March 4, 2026

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026

Holi Festival 2026: ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.