Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ୱରରେ ନ୍ୟାୟିକ ଅଦାଲତର ନୂଆ ଅଟ୍ଟାଳିକାକୁ ଉଦଘାଟନ କରିବେ ରାଷ୍ଟ୍ରପତି
ଆଜିର ଖବର

ଆଜି ଭୁବନେଶ୍ୱରରେ ନ୍ୟାୟିକ ଅଦାଲତର ନୂଆ ଅଟ୍ଟାଳିକାକୁ ଉଦଘାଟନ କରିବେ ରାଷ୍ଟ୍ରପତି

December 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଆଜି ଓଡିଶା ଗସ୍ତର ତୃତୀୟ ଦିନ। ଗତକାଲି ଅର୍ଥାତ ଦ୍ଵିତୀୟ ଦିନରେ ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ ତମ ବାର୍ଷିକ ଉତ୍ସବରେ ଯୋଗଦେଇଥିଲେ। ଏହାପରେ ପୁରୀର ବ୍ଲୁ ଫ୍ଲାଗ ବିଚରେ ଅନୁଷ୍ଠିତ ନୌସେନା ଦିବସର ପରାକ୍ରମ ପ୍ରଦର୍ଶନ ଉତ୍ସବରେ ଯୋଗଦେଇଥିଲେ।

ତେବେ ଆଜି ଅର୍ଥାତ ତୃତୀୟ ଦିନରେ ରାଷ୍ଟ୍ରପତି ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ, ଭୁବନେଶ୍ୱରର ୪୦ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ଏହାପରେ ସେ ଭୁବନେଶ୍ୱରରେ ନ୍ୟାୟିକ ଅଦାଲତର ନୂଆ ଅଟ୍ଟାଳିକାକୁ ଉଦଘାଟନ କରିବେ।

ଡିସେମ୍ବର ୬ ତାରିଖରେ ରାଷ୍ଟ୍ରପତି ଉପରବେଡାଠାରେ ଛାତ୍ରଛାତ୍ରୀ ଓ ଗ୍ରାମବାସୀଙ୍କ ସହ ମତବିନିମୟ କରିବେ। ସେହିଦିନ ରାଇରଙ୍ଗପୁରଠାରେ ସେ ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷୟିତ୍ରୀମାନଙ୍କ ସହ କଥା ହେବେ।

ଡିସେମ୍ବର ୭ ତାରିଖରେ ରାଷ୍ଟ୍ରପତି ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁରମରା-ଚକୁଳିଆ; ଏବଂ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳ ଲାଇନ୍; ଆଦିବାସୀ ଗବେଷଣା ଓ ବିକାଶ କେନ୍ଦ୍ର, ରାଇରଙ୍ଗପୁର; ଦାଣ୍ଡବୋଷ ବିମାନ ବନ୍ଦର, ରାଇରଙ୍ଗପୁର ଏବଂ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ସମେତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ/ଉଦଘାଟନ କରିବେ।

ଦ୍ରୌପଦୀ ମୁର୍ମୁ ନ୍ୟାୟିକ ଅଦାଲତ ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମ ସମ୍ପର୍କୀତ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା

July 20, 2026

ବିଶ୍ୱର ସର୍ବବୃହତ ଦହି ଉତ୍ପାଦନ କାରଖାନାର ଭୂମି ପୂଜନ କଲେ ଅମିତ ଶାହ

July 20, 2026

ଓଡ଼ିଶାର ନୂଆ ଉପକୂଳ ରାଜପଥ: ଆଧ୍ୟାତ୍ମିକ ଯାତ୍ରା ଏବଂ ଉପକୂଳ ପର୍ଯ୍ୟଟନର ମାର୍ଗ

July 20, 2026

ଲୋକ ଭବନଠାରେ ରାଜ୍ୟପାଳଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ସାକ୍ଷାତ

July 20, 2026
Latest News

୧୬ ବର୍ଷ ପରେ ବିଶ୍ୱ ଚାମ୍ପିଅନ୍ ହେଲା ସ୍ପେନ: ଫିଫା ବିଶ୍ୱକପ୍ ଫାଇନାଲରେ ପରାସ୍ତ ହେଲା ଆର୍ଜେଣ୍ଟିନା

July 20, 2026

ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମ ସମ୍ପର୍କୀତ ବିଜେପିର ରାଜ୍ୟସ୍ତରୀୟ କର୍ମଶାଳା

July 20, 2026

ବିଶ୍ୱର ସର୍ବବୃହତ ଦହି ଉତ୍ପାଦନ କାରଖାନାର ଭୂମି ପୂଜନ କଲେ ଅମିତ ଶାହ

July 20, 2026

ଓଡ଼ିଶାର ନୂଆ ଉପକୂଳ ରାଜପଥ: ଆଧ୍ୟାତ୍ମିକ ଯାତ୍ରା ଏବଂ ଉପକୂଳ ପର୍ଯ୍ୟଟନର ମାର୍ଗ

July 20, 2026

ପଶ୍ଚିମବଙ୍ଗର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ଅମିତ ଶାହ

July 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.