Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଡକ ଦୁର୍ଘଟଣାରେ ସ୍କୁଟି ଚାଳକ ମୃତ ଓ ଜଣେ ଆହତ
ଆଜିର ଖବର

ସଡକ ଦୁର୍ଘଟଣାରେ ସ୍କୁଟି ଚାଳକ ମୃତ ଓ ଜଣେ ଆହତ

December 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ଥାନା ଅର୍ନ୍ତଗତ ଚୈତନ୍ୟପଡା ପେଟ୍ରୋଲ ପମ୍ପ ନିକଟରେ ଆସ୍କା ଅଭିମୁଖେ ଯାଉଥିବା ଏକ ଗ୍ୟାସ ବୋଝେଇ ଗାଡ଼ିର ମୁହାଁମୁହିଁ ଧକ୍କା ଫଳରେ ବ୍ରହ୍ମପୁର ଫେରୁଥିବା ସ୍କୁଟି ଚାଳକ ଗୟା ଦାସ ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ପଛରେ ବସିଥିବା ପିଣ୍ଟୁ ପ୍ରଧାନ ନାମକ ଜଣେ ଯୁବକ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ଖବର ପାଇ ହିଞ୍ଜିଳି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଗାଡ଼ି ଜବତ ସହ ମୃତ ଗୟାଙ୍କ ଶବକୁ ଉଦ୍ଧାର କରିଛି। ଗୁରୁତର ପିଣ୍ଟୁକୁ ଚିକିତ୍ସା ପାଇଁ ଡାକ୍ତରଖାନାକୁ ପଠାଇ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣା ପରେ ଗ୍ୟାସ ବୋଝେଇ ଗାଡ଼ି ଚାଳକ ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିବା ଜଣାପଡ଼ିଛି।

ସଡକ ଦୁର୍ଘଟଣା ସ୍କୁଟି ଚାଳକ ମୃତ ହିଞ୍ଜିଳି ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.