Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆନ୍ତଃମହାବିଦ୍ୟାଳୟସ୍ତରୀୟ କ୍ରୀଡା ମହୋତ୍ସବ ଆରମ୍ଭ 
ଆଜିର ଖବର

ଆନ୍ତଃମହାବିଦ୍ୟାଳୟସ୍ତରୀୟ କ୍ରୀଡା ମହୋତ୍ସବ ଆରମ୍ଭ 

December 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ମାଁ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟର ଆୟୋଜନରେ ଆନ୍ତଃ ମହାବିଦ୍ୟାଳୟ ସ୍ତରୀୟ କ୍ରୀଡ଼ା ଉତ୍ସବ। ଏହି କ୍ରୀଡ଼ା ଉତ୍ସବରେ ପଚାଶ ଗୋଟି ମହାବିଦ୍ୟାଳୟ ଏବଂ ପ୍ରାୟ ୨୫୦ କ୍ରୀଡ଼ାବିତ ଭାଗ ନେଇଛନ୍ତି।

ଉଦ୍ଘାଟନୀ ଉତ୍ସବରେ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଡ. ନିବେଦିତା ନାଥ ମୁଖ୍ୟ ଅତିଥି ରୂପେ ଯୋଗଦାନ କରି କ୍ରୀଡ଼ା ପ୍ରତିଯୋଗିତାକୁ ଉଦଘାଟନ କରିଥିଲେ। ଅଧ୍ୟାପକ ହରିହର ବେସରା ଏବଂ ଛାତ୍ରମାନେ ପ୍ରଭୁ କୋଶଳେଶ୍ୱରଙ୍କଠାରୁ ବିଜୟ ମଶାଲ କୁଳପତି ମହୋଦୟାଙ୍କୁ ପ୍ରଦାନ ପୂର୍ବକ କ୍ରୀଡା ମହୋତ୍ସବ ଆରମ୍ଭ ହୋଇଥିଲା। ବିଶ୍ୱବିଦ୍ୟାଳୟର କ୍ରୀଡ଼ା ନିର୍ଦ୍ଦେଶକ ଡ଼.ଘନଶ୍ୟାମ ବେହେରା ସମ୍ମାନିତ ଅତିଥି ଭାବରେ ଯୋଗଦାନ କରି ଥିଲେ।

ମହାବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଡ଼ ରଣବୀର ସିଂ ମହାବିଦ୍ୟାଳୟର କ୍ରୀଡ଼ାଭିତ୍ତିକ ଗୌରବପୂର୍ଣ୍ଣ ବିବରଣୀ ପ୍ରଦାନ କରିଥିଲେ। କ୍ରୀଡା ବିଭାଗ ଅଧ୍ୟାପକ ଡ଼ ସରୋଜ କୁମାର ପଣ୍ଡା କ୍ରୀଡା ଉତ୍ସବ ପ୍ରାରମ୍ଭ କରିଥିଲେ। କୁଳପତି ଡ଼ ନିବେଦିତା ନାଥ ଏବଂ ଡ଼ ଘନଶ୍ୟାମ ବେହେରାଙ୍କୁ ମହାବିଦ୍ୟାଳୟ କ୍ରୀଡା ସଂସଦ ତରଫରୁ ସଂମ୍ମାନ ଫଳକ ଭାରପ୍ରାପ୍ତ ଅଧ୍ୟକ୍ଷ ଡ଼ ରଣବୀର ସିଂହ, ଡ଼. ତରୁଣ କୁମାର ପ୍ରଧାନ ଓ ଅଧ୍ୟାପକ ସୁନୀଲ କୁମାର ଯୋଗ ଦେଇଥିଲେ।

କ୍ରୀଡ଼ା ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଓରାଙ୍ଗଉଟାନ ଶିଶୁଙ୍କ ଚିକିତ୍ସା ଓ ସୁରକ୍ଷା ପାଇଁ ଗଠିତ ହେଲା ବୈଷୟିକ କମିଟି

September 13, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.