Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ନୂଆପଡ଼ା ଜିଲ୍ଲାପାଳ
ଆଜିର ଖବର

ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଇଲେ ନୂଆପଡ଼ା ଜିଲ୍ଲାପାଳ

December 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସ ଖଡିଆଳ କେନ୍ଦ୍ରୀୟ ବିଦ୍ୟାଳୟକୁ ପରିଦର୍ଶନ କରି ଛାତ୍ର ଛାତ୍ରୀଙ୍କୁ ପାଠ ପଢ଼ାଇଲେ। ପ୍ରଥମରେ ନବମ ଶ୍ରେଣୀ ବିଦ୍ୟାର୍ଥୀଙ୍କ ଶ୍ରେଣୀ ଗୃହକୁ ପରିଦର୍ଶନ କରି ଗଣିତ ପାଠ ପଢ଼ାଇ ଶୂନର ମୂଲ୍ୟ ଏବଂ ଏ ସ୍କ୍ଵର ବି ସ୍କ୍ୱର୍ ସମାଧାନ କରି ମୂଲ୍ୟ ପଢ଼ାଇବା ସହ ବାଇଲୋଜି ବିଷୟରେ ମନୁଷ୍ୟ ବାହାର କରିବାକୁ କହିଥିଲେ। ମନୁଷ୍ୟ ଏବଂ ପ୍ରାଣୀ ମଧ୍ୟରେ ପାର୍ଥକ୍ୟ ପଚାରିଥିଲେ।

ସେହିପରି ୧୦ମ ଶ୍ରେଣୀ ବିଦ୍ୟାର୍ଥୀଙ୍କୁ ପରୀକ୍ଷା ଏକ ପର୍ବ ରୂପେ ପାଳନ କରିବାକୁ ଆହ୍ବାନ କରିବା ସହ ନିଜ ଲକ୍ଷ ହାସଲ ପାଇଁ କଠିନ ପରିଶ୍ରମ ଦ୍ବାରା ସମ୍ଭବ ବୋଲି ପ୍ରକାଶ କରିଥିଲେ।

ଏହି ସମୟରେ ବିଦ୍ୟାଳୟ ଅଧ୍ୟକ୍ଷ ସଂଜୀବ କୁମାର ସାହୁ, ଓଏଭି ସୁନିଲ କୁମାର ସାହୁ, ପରିଚାଳନା ସଦସ୍ୟ ତପନ ଦାସ, ବିନ୍ଦିଆ ଅଗ୍ରୱାଲ, ଆଦିତ୍ୟ ଯୋଷୀ, ଅରୁଣ ପାତ୍ର, ସୁକେଶ ପଟ୍ଟନାୟକ, ରାଜା ଆର୍ତ୍ତତ୍ରାଣ ହାଇସ୍କୁଲ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ପଣ୍ଡା, ବିଦ୍ୟାଳୟ ସମସ୍ତ ଶିକ୍ଷକ ଯୋଗ ଦେଇଥିଲେ।

ମଧୁସୂଦନ ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026
Latest News

‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା’ର ଶୁଭାରମ୍ଭ: ବିବାହ ମଣ୍ଡପରେ କର୍ତ୍ତା ଭାବେ ବସିଲେ ମୁଖ୍ୟମନ୍ତ୍ରୀ

February 3, 2026

ଆମେରିକୀୟ କୃଷକଙ୍କୁ ସମୃଦ୍ଧ କରିବ ବାଣିଜ୍ୟ ଚୁକ୍ତି: ଆମେରିକା ସଚିବଙ୍କ ଦାବିର ଜବାବ ଦେଲା ଭାରତ

February 3, 2026

ବର୍ତ୍ତମାନ କେଉଁ ଦେଶ ଉପରେ ରହିଛି ସର୍ବାଧିକ ଆମେରିକା ଶୁଳ୍କ: କେଉଁଠି ଭାରତର ସ୍ଥାନ?

February 3, 2026

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.