Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଳବାୟୁ ପରିବର୍ତ୍ତନ ଜନିତ ବିସ୍ଥାପିତମାନଙ୍କ ନିମେନ୍ତ ସ୍ବତନ୍ତ୍ର ଥଇଥାନ ନୀତି ପ୍ରଣୟନ ପାଇଁ ରଞ୍ଜନ ପଣ୍ଡାଙ୍କ ଦାବି
ଆଜିର ଖବର

ଜଳବାୟୁ ପରିବର୍ତ୍ତନ ଜନିତ ବିସ୍ଥାପିତମାନଙ୍କ ନିମେନ୍ତ ସ୍ବତନ୍ତ୍ର ଥଇଥାନ ନୀତି ପ୍ରଣୟନ ପାଇଁ ରଞ୍ଜନ ପଣ୍ଡାଙ୍କ ଦାବି

July 8, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳ ବିଶେଷକରି ପୁରୀ ଜିଲ୍ଲା, ଅସ୍ତରଙ୍ଗ ବ୍ଲକର ଉଦୟକଣି, ତଣ୍ଡାହାର ତଥା କେନ୍ଦ୍ରାପଡ଼ାର ବଗପାଟିଆ କଲୋନିରେ ରହୁଥିବା ଜଳବାୟୁ ପରିବର୍ତ୍ତନ ଜନିତ ବିସ୍ଥାପିତ ଲୋକମାନଙ୍କ ଅବସ୍ଥାରେ ଉନ୍ନତି ଆଣିବା ପାଇଁ ଓ୍ବାଟର ଇନିସିଏଟିଭ୍‌ ଓଡ଼ିଶାର ଆବାହକ ରଞ୍ଜନ ପଣ୍ଡା ମୁଖ୍ୟମନ୍ତ୍ରୀଙ୍କ ପାଖରେ ଦାବି କରିଛନ୍ତି । ଜଳବାୟୁ ପରିବର୍ତ୍ତନ ଜନିତ ବିସ୍ଥାପିତ ମାନଙ୍କ ପାଇଁ ସ୍ବତନ୍ତ୍ର ନୀତି ପ୍ରଣୟନ ହେବା ନେଇ ଏକ  ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଚିଠି ଲେଖିଛନ୍ତି ରଞ୍ଜନ କୁମାର ପଣ୍ଡା । ଏହି ଚିଠିରେ ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକର ସିସୁଅ ପଞ୍ଚାୟତର ଉଦୟକଣି ଗ୍ରାମବାସୀମାନେ ସମ୍ମୁଖୀନ ହେଉଥିବା ସମସ୍ୟା ବିଷୟରେ ଉଲ୍ଲେଖ ଅଛି । ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାର ବଗପାଟିଆ ଥଇଥାନ କଲୋନିର ବର୍ତ୍ତମାନ ପରିସ୍ଥିତି ବିଷୟରେ ମଧ୍ୟ ଏହି ଚିଠି ଜରିଆରେ ଉଲ୍ଲେଖ କରିଛନ୍ତି ପଣ୍ଡା। ସେହିପରି ବିସ୍ଥାପିତମାନଙ୍କର ସମସ୍ୟାକୁ ମଧ୍ୟ ଏହି ଚିଠିରେ ବର୍ଣ୍ଣନା କରିବା ସହିତ ଏହା ଉପରେ ମୁଖ୍ୟମନ୍ତ୍ରୀ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ନିପୁଣ ଓଡ଼ିଶା ମିଶନ ସମ୍ବନ୍ଧୀୟ ରାଜ୍ୟସ୍ତରୀୟ ସମୀକ୍ଷା ଓ ଦିଗଦର୍ଶନ କର୍ମଶାଳା

February 12, 2026

OSDMA ର ୩୮ତମ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ

February 12, 2026

ଆଜି ଫେବୃୟାରୀ ୧୨ ତାରିଖ ଗୁରୁବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

February 12, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026
Latest News

ନିପୁଣ ଓଡ଼ିଶା ମିଶନ ସମ୍ବନ୍ଧୀୟ ରାଜ୍ୟସ୍ତରୀୟ ସମୀକ୍ଷା ଓ ଦିଗଦର୍ଶନ କର୍ମଶାଳା

February 12, 2026

OSDMA ର ୩୮ତମ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ

February 12, 2026

ଆଜି ଫେବୃୟାରୀ ୧୨ ତାରିଖ ଗୁରୁବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

February 12, 2026

ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 11, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.