Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନଙ୍କ ଜନ୍ମଦିନରେ ଛୁଟିଲା ଶୁଭେଚ୍ଛାର ସୁଅ
ଆଜିର ଖବର

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନଙ୍କ ଜନ୍ମଦିନରେ ଛୁଟିଲା ଶୁଭେଚ୍ଛାର ସୁଅ

December 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ‌‌ର ବିଧାୟକ ତଥା ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନଙ୍କ ଜନ୍ମଦିନ। ଏହି ଅବସରରେ ଶ୍ରୀ ହରିଚନ୍ଦନଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି।

ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ‌‌ ତଥା ଓଡ଼ିଶାର ବିଭିନ୍ନ ଅଞ୍ଚଳରୁ ବ୍ୟକ୍ତିବିଶେଷ ମାନେ ତାଙ୍କ ସରକାରୀ ବାସଭବନକୁ ଆସି ସାକ୍ଷାତ କରି ଜନ୍ମଦିନର ଶୁଭେଚ୍ଛା ଓ ଶୁଭକାମନା ଜଣାଇବା ସହ ପୋଡ଼ପିଠା ଖୁଆଇ ଜନ୍ମ ଦିନ ପାଳନ କରିଥିଲେ।  ତତସହିତ ଓଡ଼ିଶା ସଚ୍ଚିବାଳୟର ମନ୍ତ୍ରୀଙ୍କ ପ୍ରକୋଷ୍ଠରେ ବିଧାୟକମାନେ, ଅବକାରୀ କମିଶନର ଏବଂ ଅନ୍ୟ ସରକାରୀ ଅଧିକାରୀମାନେ ସାକ୍ଷାତ କରି ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ।

ସମସ୍ତ ଶୁଭେଚ୍ଛୁ ଗଣ ମନ୍ତ୍ରୀଙ୍କ ସୁଦୀର୍ଘ ଓ ନିରାମୟ ଜୀବନ କାମନା କରିବା ସହ ଯଶସ୍ବୀ ହୁଅନ୍ତୁ ବୋଲି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଥିଲେ।

ଏହି ଅବସରରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଦେବଦୁର୍ଲଭ କାର୍ଯ୍ୟକର୍ତ୍ତା, ନେତା, ବିଧାୟକ ଏବଂ ଅଧିକାରୀମାନଙ୍କୁ ଗଭୀର କୃତଜ୍ଞତା ଜ୍ଞାପନ କରିଥିଲେ। ତେବେ ଆଜି ଦିନତମାମ ମନ୍ତ୍ରୀଙ୍କ ବାସଭବନରେ ବିଶେଷ କରି ଚିଲିକା ନିର୍ବାଚନମଣ୍ଡଳୀର କାର୍ଯ୍ୟକର୍ତାଙ୍କ ସୁଅ ଛୁଟିବାରେ ଲାଗିଛି।

ଓଡିଶା ସରକାର ଚିଲିକା ନିର୍ବାଚନ ମଣ୍ଡଳୀ ଜନ୍ମଦିନ ପୃଥ୍ୱୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

‘ଓଡ଼ିଶା ପୌର ନିୟମାବଳୀ, ୧୯୫୩’ରେ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କଲେ ରାଜ୍ୟ ସରକାର

March 27, 2026

ଆଜି ମାର୍ଚ୍ଚ ୨୭ ତାରିଖ ଶୁକ୍ରବାରର ସକାଳୁ ଏହି ରାଶିଗୁଡିକର ଖୋଲିଲା ଭାଗ୍ୟ

March 27, 2026

ଏନ୍ଏଚ୍ଆରସି ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକଙ୍କ ଏମ୍ସ ଭୁବନେଶ୍ୱର ପରିଦର୍ଶନ

March 26, 2026

ମା’ ଭବବତୀଙ୍କ ପୀଠରେ ଅଶୋକାଷ୍ଟମୀ ଚଇତି ପର୍ବ: ବର୍ଷର ଶେଷ ପର୍ବରେ ଦକ୍ଷିଣାୟନ ଯାତ୍ରା କଲେ ମା

March 26, 2026
Latest News

ପଶ୍ଚିମ ଏସିଆ ଘଟଣାବଳୀକୁ ଦୃଷ୍ଟିରେ ରଖି ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କିତ ଅପଡେଟ୍

March 27, 2026

‘ଓଡ଼ିଶା ପୌର ନିୟମାବଳୀ, ୧୯୫୩’ରେ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କଲେ ରାଜ୍ୟ ସରକାର

March 27, 2026

ଆଜି ମାର୍ଚ୍ଚ ୨୭ ତାରିଖ ଶୁକ୍ରବାରର ସକାଳୁ ଏହି ରାଶିଗୁଡିକର ଖୋଲିଲା ଭାଗ୍ୟ

March 27, 2026

ଏନ୍ଏଚ୍ଆରସି ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକଙ୍କ ଏମ୍ସ ଭୁବନେଶ୍ୱର ପରିଦର୍ଶନ

March 26, 2026

ମା’ ଭବବତୀଙ୍କ ପୀଠରେ ଅଶୋକାଷ୍ଟମୀ ଚଇତି ପର୍ବ: ବର୍ଷର ଶେଷ ପର୍ବରେ ଦକ୍ଷିଣାୟନ ଯାତ୍ରା କଲେ ମା

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.