Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି କଟକ ରେଳ ଷ୍ଟେସନ ପୂର୍ବ ପାର୍ଶ୍ୱ ଷ୍ଟେସନ ଭବନ ଉଦ୍ଘାଟନ କରିବେ ରେଳ ମନ୍ତ୍ରୀ
ଆଜିର ଖବର

ଆଜି କଟକ ରେଳ ଷ୍ଟେସନ ପୂର୍ବ ପାର୍ଶ୍ୱ ଷ୍ଟେସନ ଭବନ ଉଦ୍ଘାଟନ କରିବେ ରେଳ ମନ୍ତ୍ରୀ

December 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅଶ୍ୱିନୀ ବୈଷ୍ଣବ
ଆରଆରବି ନିଯୁକ୍ତି ପ୍ରକ୍ରିୟାର ସମୀକ୍ଷା କଲେ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର: ଆଜି ଓଡ଼ିଶା ଗସ୍ତ ସମୟରେ ରେଳ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କଟକ ରେଳ ଷ୍ଟେସନରେ ନୂତନ ପୂର୍ବ ପାର୍ଶ୍ୱ ଷ୍ଟେସନ୍ ଭବନର ଉଦଘାଟନ କରିବେ।

କଟକ ରେଳ ଷ୍ଟେସନର ପୂର୍ବ ପାର୍ଶ୍ୱ ଷ୍ଟେସନ ଭବନ ସିଧାସଳଖ ଜାତୀୟ ରାଜପଥ ପାର୍ଶ୍ୱରୁ ଯାତ୍ରୀମାନଙ୍କ ନିରବଚ୍ଛିନ୍ନ ଯାତ୍ରାରେ ସହଜ ହେବ। ସହଜ ଯାତାୟାତ, ଜନସାଧାରଣଙ୍କ ସୁବିଧା ଏବଂ ଯାତ୍ରୀଙ୍କ ଅଭିଜ୍ଞତାକୁ ସୁଗମ କରିବା ପାଇଁ ଏହି ବିକାଶ ଲକ୍ଷ୍ୟ ରଖିଛି।

କଟକ ଷ୍ଟେସନ ଠାରେ ପୂର୍ବ ପାର୍ଶ୍ୱ ଷ୍ଟେସନ୍ ଭବନର ଉଦ୍ଘାଟନ ଯାତ୍ରୀଙ୍କ ସୁବିଧା ଏବଂ ନିରାପତ୍ତାକୁ ବହୁଗୁଣିତ କରିବ। ଓଡିଶାରେ ରେଳ ଭିତ୍ତିଭୂମି ବିକାଶରେ ଏହା ଏକ ନୂତନ ଅଧ୍ୟାୟ ଚିହ୍ନିତ କରୁଛି ଯାହାକି ବିଶ୍ୱ ସ୍ତରୀୟ ରେଳ ନେଟୱାର୍କ ନିର୍ମାଣର ଦୃଷ୍ଟିକୋଣ ସହିତ ସମାନ ଅଟେ।

ଓଡିଶାରେ ତାଙ୍କର କାର୍ଯ୍ୟକ୍ରମ ପରେ ଅଶ୍ୱିନୀ ବୈଷ୍ଣବ ୮ ଡିସେମ୍ବର ୨୦୨୪ ଦିନ ସକାଳେ ଭୁବନେଶ୍ୱରରୁ ବାରଣାସୀ ମାର୍ଗ ଦେଇ ନୂଆଦିଲ୍ଲୀ ଫେରିବେ। ରେଳ ମନ୍ତ୍ରୀଙ୍କ ଏହି ଗସ୍ତରେ ପୂର୍ବାଞ୍ଚଳ କ୍ଷେତ୍ରରେ ବିଶେଷ ଧ୍ୟାନ ଦେଇ ଭିତ୍ତିଭୂମି ସୁଦୃଢ଼ କରିବା ସହ ଯାତ୍ରୀମାନଙ୍କ ଯାତାୟାତର ସୁବିଧାରେ ଉନ୍ନତି ଆଣିବା ପାଇଁ ସରକାରଙ୍କ ପ୍ରତିବଦ୍ଧତା ଉପରେ ଆଲୋକପାତ କରାଯାଇଛି।

ଅଶ୍ବିନୀ ବୈଷ୍ଣବ ଓଡିଶା ଗସ୍ତ କଟକ ରେଳ ଷ୍ଟେସନ ରେଳ ମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

କାହା ବିରୁଦ୍ଧରେ ଟିମ୍ ଇଣ୍ଡିଆ ପରବର୍ତ୍ତୀ ସିରିଜ?: ପଢନ୍ତୁ ଜୁନ୍ ଏବଂ ଜୁଲାଇ ମାସର ସଂପୂର୍ଣ୍ଣ କାର୍ଯ୍ୟସୂଚୀ

June 22, 2026

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026

ବିସ୍ତୃତ ରାଶିଫଳ: ଜୁନ ୨୨ ତାରିଖ ସାତୋଟି ରାଶିର ଲୋକେ ହେବେ ଲକ୍ଷପତି

June 22, 2026
Latest News

କାହା ବିରୁଦ୍ଧରେ ଟିମ୍ ଇଣ୍ଡିଆ ପରବର୍ତ୍ତୀ ସିରିଜ?: ପଢନ୍ତୁ ଜୁନ୍ ଏବଂ ଜୁଲାଇ ମାସର ସଂପୂର୍ଣ୍ଣ କାର୍ଯ୍ୟସୂଚୀ

June 22, 2026

ବର୍ଷା ଆସିଲେ କାହିଁକି କେଶ ବେଶି ଝଡେ ? ଏହି ୫ଟି ସରଳ ଅଭ୍ୟାସ ରଖିବ ଆପଣଙ୍କ କେଶକୁ ସୁସ୍ଥ

June 22, 2026

ରାମ ମନ୍ଦିରରେ ଦାନ ଚୋରି ମାମଲା: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କଲେ ଶଙ୍କରାଚାର୍ଯ୍ୟ

June 22, 2026

ଟ୍ରେଣ୍ଡସ ରଜ ଫ୍ୟାସନ ଆଇକନ ଗ୍ରାଣ୍ଡ ଫିନାଲେ: ବିଜେତାମାନେ ପିନ୍ଧିଲେ ମୁକୁଟ

June 22, 2026

ଉନବିଂଶତମ ମୁମ୍ବାଇ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ ଉଦଯାପିତ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.