Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବରଙ୍ଗପୁର ଜିଲ୍ଲାର କଳା, ସାହିତ୍ୟ, ସଂସ୍କୃତି ଉତ୍ସବ ମଣ୍ଡେଇ ୨୦୨୪ ଉଦଘାଟିତ
ଆଜିର ଖବର

ନବରଙ୍ଗପୁର ଜିଲ୍ଲାର କଳା, ସାହିତ୍ୟ, ସଂସ୍କୃତି ଉତ୍ସବ ମଣ୍ଡେଇ ୨୦୨୪ ଉଦଘାଟିତ

December 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ନବରଙ୍ଗପୁର ଜିଲ୍ଲାର କଳା, ସାହିତ୍ୟ, ସଂସ୍କୃତି ଉତ୍ସବ ମଣ୍ଡେଇ ୨୦୨୪ ଉଦଘାଟିତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାର କଳା, ସାହିତ୍ୟ, ସଂସ୍କୃତି ତଥା ଐତିହ୍ୟ ଓ ଭାଇଚାରାର ଭବ୍ୟ ମହୋତ୍ସବ ମଣ୍ଡେଇ-୨୦୨୪ ମହାସମାରୋହରେ ଉଦଘାଟିତ ହୋଇଛି।

ଏହି  ପାଞ୍ଚ ଦିନିଆ ମହୋତ୍ସବରେ ଉଦଘାଟନୀ ଉତ୍ସବରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଜନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ ରାଜ୍ୟସଭା ସାଂସଦ ମଜିବୁଲ୍ଲା ଖାନ, ବିଧାୟକ  ମନୋହର ରନ୍ଧାରୀ  ବିଧାୟକ, ଗୌରୀଶଙ୍କର ମାଝୀ, ବିଧାୟକ ନରସିଂହ ଭତରା ପ୍ରମୁଖ ଉପସ୍ଥିତ ଥିଲେ।

ଅପରାହ୍ନ ରେ ନବରଙ୍ଗପୁର ର ଅଧିଷ୍ଠାତ୍ରୀ ଦେବୀ ମାଁ ଭଣ୍ଡାର ଘରଣୀ ଙ୍କ ପୀଠ ରେ ପୂଜାର୍ଚ୍ଚନା ପରେ ଆଜ୍ଞାମାଳ ବାହାରିଥିଲା। ପରେ ଏକ ବିରାଟ ସାଂସ୍କୃତିକ ଶୋଭାଯାତ୍ରା ମଣ୍ଡେଇ ପଡିଆ ଅଭିମୁଖେ ବାହାରିଥିଲା। ପାରମ୍ପରିକ ନୃତ୍ୟ ଗୀତ ସହ ବେଶ ଭୁଷା ରେ ସଜ୍ଜିତ ହୋଇ କଳାକାର ମାନେ ସହର ପରିକ୍ରମା କରିଥିଲେ। ଶୋଭାଯାତ୍ରା ମଣ୍ଡେଇ ପଡିଆ ରେ ପହଂଚିବା ପରେ ପାରମ୍ପରିକ ରୀତିନୀତି ରେ ପୂଜାର୍ଚ୍ଚନା କରାଯାଇଥିଲା।

ମଣ୍ଡେଇ ଉତ୍ସବର ପ୍ରଥମ ସନ୍ଧ୍ୟା ରେ ଓଡ଼ିଶୀ ନୃତ୍ୟ ପ୍ରଥମେ ପ୍ରଦର୍ଶିତ ହୋଇଥିଲା।ଢ଼େମଶା ନୃତ୍ୟ, ଲାବଣୀ ନୃତ୍ୟ, ଦୁଲଦୁଲି ନୃତ୍ୟ ଗୋଣ୍ଡି ନୃତ୍ୟ, ରଣପ୍ପା ନୃତ୍ୟ ଅର୍କେଷ୍ଟ୍ରା ପ୍ରଦର୍ଶିତ ହୋଇଥିଲା।

ନବରଙ୍ଗପୁର ଉତ୍ସବ ମଣ୍ଡେଇ
Share. Facebook Twitter LinkedIn Email WhatsApp Copy Link

Related Posts

“ମହାରାଷ୍ଟ୍ରରେ କିଛି ବଡ଼ ଘଟଣା ଘଟିବାକୁ ଯାଉଛି”: ସିନ୍ଦେଙ୍କ ଦିଲ୍ଲୀ ଗସ୍ତ ଉପରେ କଂଗ୍ରେସର ଦାବି

March 18, 2026

ଅବସରଗ୍ରହଣ କରିବାକୁ ଯାଉଥିବା ରାଜ୍ୟସଭା ସଦସ୍ୟମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

March 18, 2026

ଦିଲ୍ଲୀରେ ଅବୈଧ ଏଲପିଜି ସିଲିଣ୍ଡର କାରବାର: ବଡ଼ ରାକେଟର ପର୍ଦ୍ଦାଫାସ କଲା ପୋଲିସ

March 18, 2026

କେନ୍ଦ୍ରାପଡ଼ାର କୁସୁନପୁରରେ ଉଦ୍ଘାଟିତ ହେଲା ସିଏସଆଇଆର ‘ସ୍ମାର୍ଟ ଭିଲେଜ’

March 18, 2026
Latest News

“ମହାରାଷ୍ଟ୍ରରେ କିଛି ବଡ଼ ଘଟଣା ଘଟିବାକୁ ଯାଉଛି”: ସିନ୍ଦେଙ୍କ ଦିଲ୍ଲୀ ଗସ୍ତ ଉପରେ କଂଗ୍ରେସର ଦାବି

March 18, 2026

ଅବସରଗ୍ରହଣ କରିବାକୁ ଯାଉଥିବା ରାଜ୍ୟସଭା ସଦସ୍ୟମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

March 18, 2026

ଦିଲ୍ଲୀରେ ଅବୈଧ ଏଲପିଜି ସିଲିଣ୍ଡର କାରବାର: ବଡ଼ ରାକେଟର ପର୍ଦ୍ଦାଫାସ କଲା ପୋଲିସ

March 18, 2026

କେନ୍ଦ୍ରାପଡ଼ାର କୁସୁନପୁରରେ ଉଦ୍ଘାଟିତ ହେଲା ସିଏସଆଇଆର ‘ସ୍ମାର୍ଟ ଭିଲେଜ’

March 18, 2026

ନୋରା ଫତେହିଙ୍କ ବିବାଦୀୟ ଗୀତ ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.