Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବରଙ୍ଗପୁର ଜିଲ୍ଲାର କଳା, ସାହିତ୍ୟ, ସଂସ୍କୃତି ଉତ୍ସବ ମଣ୍ଡେଇ ୨୦୨୪ ଉଦଘାଟିତ
ଆଜିର ଖବର

ନବରଙ୍ଗପୁର ଜିଲ୍ଲାର କଳା, ସାହିତ୍ୟ, ସଂସ୍କୃତି ଉତ୍ସବ ମଣ୍ଡେଇ ୨୦୨୪ ଉଦଘାଟିତ

December 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ନବରଙ୍ଗପୁର ଜିଲ୍ଲାର କଳା, ସାହିତ୍ୟ, ସଂସ୍କୃତି ଉତ୍ସବ ମଣ୍ଡେଇ ୨୦୨୪ ଉଦଘାଟିତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାର କଳା, ସାହିତ୍ୟ, ସଂସ୍କୃତି ତଥା ଐତିହ୍ୟ ଓ ଭାଇଚାରାର ଭବ୍ୟ ମହୋତ୍ସବ ମଣ୍ଡେଇ-୨୦୨୪ ମହାସମାରୋହରେ ଉଦଘାଟିତ ହୋଇଛି।

ଏହି  ପାଞ୍ଚ ଦିନିଆ ମହୋତ୍ସବରେ ଉଦଘାଟନୀ ଉତ୍ସବରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଜନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ ରାଜ୍ୟସଭା ସାଂସଦ ମଜିବୁଲ୍ଲା ଖାନ, ବିଧାୟକ  ମନୋହର ରନ୍ଧାରୀ  ବିଧାୟକ, ଗୌରୀଶଙ୍କର ମାଝୀ, ବିଧାୟକ ନରସିଂହ ଭତରା ପ୍ରମୁଖ ଉପସ୍ଥିତ ଥିଲେ।

ଅପରାହ୍ନ ରେ ନବରଙ୍ଗପୁର ର ଅଧିଷ୍ଠାତ୍ରୀ ଦେବୀ ମାଁ ଭଣ୍ଡାର ଘରଣୀ ଙ୍କ ପୀଠ ରେ ପୂଜାର୍ଚ୍ଚନା ପରେ ଆଜ୍ଞାମାଳ ବାହାରିଥିଲା। ପରେ ଏକ ବିରାଟ ସାଂସ୍କୃତିକ ଶୋଭାଯାତ୍ରା ମଣ୍ଡେଇ ପଡିଆ ଅଭିମୁଖେ ବାହାରିଥିଲା। ପାରମ୍ପରିକ ନୃତ୍ୟ ଗୀତ ସହ ବେଶ ଭୁଷା ରେ ସଜ୍ଜିତ ହୋଇ କଳାକାର ମାନେ ସହର ପରିକ୍ରମା କରିଥିଲେ। ଶୋଭାଯାତ୍ରା ମଣ୍ଡେଇ ପଡିଆ ରେ ପହଂଚିବା ପରେ ପାରମ୍ପରିକ ରୀତିନୀତି ରେ ପୂଜାର୍ଚ୍ଚନା କରାଯାଇଥିଲା।

ମଣ୍ଡେଇ ଉତ୍ସବର ପ୍ରଥମ ସନ୍ଧ୍ୟା ରେ ଓଡ଼ିଶୀ ନୃତ୍ୟ ପ୍ରଥମେ ପ୍ରଦର୍ଶିତ ହୋଇଥିଲା।ଢ଼େମଶା ନୃତ୍ୟ, ଲାବଣୀ ନୃତ୍ୟ, ଦୁଲଦୁଲି ନୃତ୍ୟ ଗୋଣ୍ଡି ନୃତ୍ୟ, ରଣପ୍ପା ନୃତ୍ୟ ଅର୍କେଷ୍ଟ୍ରା ପ୍ରଦର୍ଶିତ ହୋଇଥିଲା।

ନବରଙ୍ଗପୁର ଉତ୍ସବ ମଣ୍ଡେଇ
Share. Facebook Twitter LinkedIn Email WhatsApp Copy Link

Related Posts

ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀକୁ ଉଦଘାଟନ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

August 24, 2025

ଆମେ କେବଳ କ୍ରମିକ ପରିବର୍ତ୍ତନ ନୁହେଁ, ଏକ ବିରାଟ ଲମ୍ଫ ଲକ୍ଷ୍ୟ ନେଇ ଆଗକୁ ବଢ଼ୁଛୁ: ପ୍ରଧାନମନ୍ତ୍ରୀ

August 24, 2025

ବିଧାୟକ ପ୍ରକାଶ ସେଠୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାହିଁକି କହିଲେ ‘ଇଙ୍ଗିଲସ ଏମଏଲଏ’

August 24, 2025

ଗୋରୁ ବୋଝେଇ ଗାଡ଼ିକୁ ଧରିଲା ବଜରଙ୍ଗ ଦଳ: ବାଣପୁର ଥାନାରେ ମାମଲା ରୁଜୁ

August 24, 2025
Latest News

ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀକୁ ଉଦଘାଟନ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

August 24, 2025

ଆମେ କେବଳ କ୍ରମିକ ପରିବର୍ତ୍ତନ ନୁହେଁ, ଏକ ବିରାଟ ଲମ୍ଫ ଲକ୍ଷ୍ୟ ନେଇ ଆଗକୁ ବଢ଼ୁଛୁ: ପ୍ରଧାନମନ୍ତ୍ରୀ

August 24, 2025

ଗମ୍ଭାରୀମୁଣ୍ଡାରେ ରୋଟାରୀ କ୍ଲବ୍ ପକ୍ଷରୁ ମାଗଣା ଚକ୍ଷୁ ଓ ସ୍ୱାସ୍ଥ୍ୟ ଶିବିର

August 24, 2025

ରଙ୍କନାଥ ଦେବ ପିଠର ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଆଇନ ମନ୍ତ୍ରୀ

August 24, 2025

ବିଧାୟକ ପ୍ରକାଶ ସେଠୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାହିଁକି କହିଲେ ‘ଇଙ୍ଗିଲସ ଏମଏଲଏ’

August 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.