Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ନିଷ୍ପତ୍ତି: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ରାଜ୍ୟରେ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ନିଷ୍ପତ୍ତି: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

December 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଓଡିଶାରେ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରୀୟ ଆର୍ଥିକ ବ୍ୟାପାର କ୍ୟାବିନେଟ କମିଟି ମଞ୍ଜୁରୀ ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଦେଶର ଶିକ୍ଷା ବ୍ୟବସ୍ଥା ସୁଦୃଢ ହେଉଛି। ଏହି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଗୁଡିକ ଦ୍ୱାରା ଓଡିଶାର ଆହୁରି ଅନେକ ଛାତ୍ରଛାତ୍ରୀ ଗୁଣାତ୍ମକ ଶିକ୍ଷା ଲାଭ କରି ନିଜ ପ୍ରତିଭାର ବିକାଶ କରିବା ସହିତ ଦେଶର ବିକାଶରେ ଯୋଗଦାନ ରଖିବାର ସାମର୍ଥ୍ୟ ହାସଲ କରିପାରିବେ। ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ନୂତନ ଶିକ୍ଷା ନୀତି- ୨୦୨୦ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରତିଭାର ବିକାଶ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି କରିଛି।

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶାରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ମନ୍ତ୍ରୀ ସ୍ୱତନ୍ତ୍ର ଧ୍ୟାନ ରଖିଛନ୍ତି। ଜାତୀୟ ଶିକ୍ଷା ନୀତି ଆଧାରରେ ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ମନ୍ତ୍ରୀ ସଫଳତାର ସହ ପଦକ୍ଷେପ ନେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଗୁଡିକ କୁଚିଣ୍ଡା, ତାଳଚେର, ଆଠମଲ୍ଲିକ, କାମାକ୍ଷାନଗର, ଆଇ.ଟି.ବି.ପି. ଖୋର୍ଦ୍ଧା, ଜୟପୁର, ଟିଟିଲାଗଡ ଓ ପାଟଣାଗଡରେ ସ୍ଥାପନ କରାଯିବ।

କେନ୍ଦ୍ରୀୟ ବିଦ୍ୟାଳୟ କ୍ୟାବିନେଟ କମିଟି ମଞ୍ଜୁରୀ
Share. Facebook Twitter LinkedIn Email WhatsApp Copy Link

Related Posts

ବଡବାହାଳ ଉଚ୍ଚ ପ୍ରାଥମିକ ସ୍କୁଲର ମୁଖ୍ୟ ଗେଟ୍ ରେ ତାଲା: ଧାରଣାରେ ସ୍କୁଲ କମିଟି ଓ ଗ୍ରାମବାସୀ

August 4, 2025

କାରରୁ ମିଳିଲା ଦକ୍ଷିଣ କୋରିଆର ଅଭିନେତା ସୋଙ୍ଗ ୟଙ୍ଗ-କ୍ୟୁଙ୍କ ମୃତଦେହ: କାରଣ ଅସ୍ପଷ୍ଟ

August 4, 2025

ଭାରତର ନେତୃତ୍ୱରେ ସାର୍କ ଅଞ୍ଚଳରେ ଗୁରୁତ୍ୱପୂର୍ଣ୍ଣ ମତ୍ସ୍ୟଚାଷ ପ୍ରକଳ୍ପ: ଓଡ଼ିଆ ବୈଜ୍ଞାନିକଙ୍କ ଅଗ୍ରଣୀ ଭୂମିକା

August 4, 2025

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025
Latest News

ବଡବାହାଳ ଉଚ୍ଚ ପ୍ରାଥମିକ ସ୍କୁଲର ମୁଖ୍ୟ ଗେଟ୍ ରେ ତାଲା: ଧାରଣାରେ ସ୍କୁଲ କମିଟି ଓ ଗ୍ରାମବାସୀ

August 4, 2025

କାରରୁ ମିଳିଲା ଦକ୍ଷିଣ କୋରିଆର ଅଭିନେତା ସୋଙ୍ଗ ୟଙ୍ଗ-କ୍ୟୁଙ୍କ ମୃତଦେହ: କାରଣ ଅସ୍ପଷ୍ଟ

August 4, 2025

ଭାରତର ନେତୃତ୍ୱରେ ସାର୍କ ଅଞ୍ଚଳରେ ଗୁରୁତ୍ୱପୂର୍ଣ୍ଣ ମତ୍ସ୍ୟଚାଷ ପ୍ରକଳ୍ପ: ଓଡ଼ିଆ ବୈଜ୍ଞାନିକଙ୍କ ଅଗ୍ରଣୀ ଭୂମିକା

August 4, 2025

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025

ଇଂଲଣ୍ଡ ମୁହଁରୁ ବିଜୟ ଛଡାଇ ଆଣିଲା ଭାରତ: ସିରିଜ୍ ୨-୨ ରେ ବରାବର

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.