Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରୟାଗ ରାଜ ମହାକୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ 
ଆଜିର ଖବର

ପ୍ରୟାଗ ରାଜ ମହାକୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ଦେଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ 

December 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଆସନ୍ତା ବର୍ଷ ପ୍ରୟାଗରାଜରେ ଅନୁଷ୍ଠିତ ହେଉଥିବା ମହା କୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ ଦେଇଛନ୍ତି।

ଆଜି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ଉତ୍ତର ପ୍ରଦେଶର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଅନୀଲ ରାଜଭର ଏବଂ ଖାଦ୍ୟ ଓ ଯୋଗାଣ ରାଷ୍ଟ୍ର ମନ୍ତ୍ରୀ ଶ୍ରୀ ସତୀଶ ଚନ୍ଦ୍ର ଶର୍ମା ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କୁ ତାଙ୍କ ବାସ ଭବନରେ ଭେଟି ମହାକୁମ୍ଭ ରେ ଯୋଗ ଦେବା ପାଇଁ ନିମନ୍ତ୍ରଣ ଦେଇଥିଲେ।

ମହା କୁମ୍ଭ ୨୦୨୫ ଜାନୁଆରୀ ୧୩ ତାରିଖରୁ ଫେବୃଆରୀ ୨୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।

ଏହି ମନ୍ତ୍ରୀ ଦୁଇ ଜଣ ମୁଖ୍ୟମନ୍ତ୍ରୀଙ୍କୁ ଗଙ୍ଗା ଜଳରେ ପରିପୂର୍ଣ ଏକ ଶୁଭ କଳସ ଏବଂ ମହାକୁମ୍ଭର ଏକ ଲୋଗୋ ମଧ୍ୟ ପ୍ରଦାନ କରିଥିଲେ।

ହି ନିମନ୍ତ୍ରଣ ସମୟରେ ରାଜ୍ୟ ଭାଷା, ସାହିତ୍ୟ ଓ ସଂସ୍କୃତି, ଉଚ୍ଚ ଶିକ୍ଷା ତଥା କ୍ରୀଡା ମନ୍ତ୍ରୀ ଶ୍ରୀ ସୂରଜ୍ ସୂର୍ଯ୍ୟବଂଶୀ ଉପସ୍ଥିତ ଥିଲେ।

Mahakumbh mohan charan majhi Prayagaraj yogi adityanath
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବ ରାଜନୈତିକ ଶତ୍ରୁତାରୁ ଯୁବକଙ୍କୁ ଗୁଳିମାଡ଼, ଅଭିଯୁକ୍ତ ଫେରାର

October 21, 2026

ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ନଭେମ୍ବର ୩୦ ସୁଦ୍ଧା ସିସିଟିଭି ସଂଯୋଗ ବାଧ୍ୟତାମୂଳକ

October 21, 2026

ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା: କୋଟିଆ ବିବାଦର ସମାଧାନ ନିମନ୍ତେ ସରକାର ପ୍ରତିଶ୍ରୁତିବଦ୍ଧ

October 21, 2026

ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ

October 21, 2026
Latest News

ପୂର୍ବ ରାଜନୈତିକ ଶତ୍ରୁତାରୁ ଯୁବକଙ୍କୁ ଗୁଳିମାଡ଼, ଅଭିଯୁକ୍ତ ଫେରାର

October 21, 2026

ଯୁକ୍ତ ଦୁଇ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ନଭେମ୍ବର ୩୦ ସୁଦ୍ଧା ସିସିଟିଭି ସଂଯୋଗ ବାଧ୍ୟତାମୂଳକ

October 21, 2026

ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା: କୋଟିଆ ବିବାଦର ସମାଧାନ ନିମନ୍ତେ ସରକାର ପ୍ରତିଶ୍ରୁତିବଦ୍ଧ

October 21, 2026

ରାଜ୍ୟ ପୋଲିସ ମୁଖ୍ୟାଳୟରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ

October 21, 2026

Govinda in Puri: ପୁରୀରେ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କଲେ ବଲିଉଡର ପ୍ରଖ୍ୟାତ ଅଭିନେତା ଗୋବିନ୍ଦା, କହିଲେ..

October 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.