Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇପିଏସ ଡି ଏସ କୁଟ୍ଟେଙ୍କୁ କେନ୍ଦ୍ର ସରକାର ଦେଲେ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ, ହେବେ ବିଏସଏଫ ଆଇଜି
ଆଜିର ଖବର

ଆଇପିଏସ ଡି ଏସ କୁଟ୍ଟେଙ୍କୁ କେନ୍ଦ୍ର ସରକାର ଦେଲେ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ, ହେବେ ବିଏସଏଫ ଆଇଜି

December 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଶେଷରେ ଆଇପିଏସ ଡି ଏସ କୁଟ୍ଟେଙ୍କୁ କେନ୍ଦ୍ର ସରକାର ଦେଲେ ନିଯୁକ୍ତି, ହେବେ ବିଏସଏଫ ଆଇଜି

ଭୁବନେଶ୍ବର: ଶେଷରେ ବରିଷ୍ଠ ଆଇପିଏସ ଡି ଏସ କୁଟ୍ଟେଙ୍କୁ କେନ୍ଦ୍ର ସରକାର ନିଯୁକ୍ତି ଦେଇଛନ୍ତି। ସେ ବର୍ତ୍ତମାନ ବର୍ଡର ସିକ୍ୟୁରିଟ ଫୋର୍ସର ଆଇଜି ଭାବେ କାର୍ଯ୍ୟ କରିବେ। ଏ ନେଇ ବିଧିବଧ ଭାବେ କେନ୍ଦ୍ର ସରକାରଙ୍କ ତରଫରୁ ରାଜ୍ୟକୁ ଚିଠି କରାଯାଇଛି। ଏଥିରେ ରାଜ୍ୟ ସରକାର ତାଙ୍କୁ ତୁରନ୍ତ ରିଲିଭ କରିବା ପାଇଁ କୁହାଯାଇଛି।

ଗତ ନିର୍ବାଚନରେ ଡି ଏସ କୁଟ୍ଟେ ବିଜେଡି ପାଇଁ କାର୍ଯ୍ୟ କରୁଛନ୍ତି ବୋଲି ଅଭିଯୋଗ କରାଯାଇ ତାଙ୍କୁ ନିଲମ୍ବନ କରାଯାଇଥିଲା। ଏହାପରେ ତାଙ୍କର ନିଲମ୍ବନ ହଟାଇ ରାଜ୍ୟ ସରକାରଙ୍କ ଓଏସଡି ଭାବେ ବସେଇ ଦିଆଯାଇଥିଲା। ତାଙ୍କୁ କୌଣସି ପଦବୀରେ କାର୍ଯ୍ୟ କରିବା ପାଇଁ ସୁଯୋଗ ଦିଆଯାଇ ନ ଥିଲା।

ତାଙ୍କର ଭବିଷ୍ୟତ କଣ ହେବ ସେ ନେଇ ବିଭିନ୍ନ ମହଲରେ ସନ୍ଦେହ ପ୍ରକଟ କରାଯାଇଥିଲା। ହେଲେ ଶେଷରେ କେନ୍ଦ୍ର ସରକାର ତାଙ୍କୁ ନିଜ ଅଧିନକୁ ନେବା ସହିତ ଗୁରୁତ୍ବ ପୂର୍ଣ୍ଣ ପଦବୀରେ ନିଯୁକ୍ତି ଦେଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ନିପୁଣ ଓଡ଼ିଶା ମିଶନ ସମ୍ବନ୍ଧୀୟ ରାଜ୍ୟସ୍ତରୀୟ ସମୀକ୍ଷା ଓ ଦିଗଦର୍ଶନ କର୍ମଶାଳା

February 12, 2026

OSDMA ର ୩୮ତମ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ

February 12, 2026

ଆଜି ଫେବୃୟାରୀ ୧୨ ତାରିଖ ଗୁରୁବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

February 12, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026
Latest News

ନିପୁଣ ଓଡ଼ିଶା ମିଶନ ସମ୍ବନ୍ଧୀୟ ରାଜ୍ୟସ୍ତରୀୟ ସମୀକ୍ଷା ଓ ଦିଗଦର୍ଶନ କର୍ମଶାଳା

February 12, 2026

OSDMA ର ୩୮ତମ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ

February 12, 2026

ଆଜି ଫେବୃୟାରୀ ୧୨ ତାରିଖ ଗୁରୁବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

February 12, 2026

ଚିଲିକା: ଭିବି ରାମଜି ଅଧୀନରେ ବ୍ଲକ୍ ସ୍ତରୀୟ ସାଧାରଣ ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

February 11, 2026

ପୁଣି ଆଇଏଏସ ସ୍ତରରେ ଅଦଳବଦଳ, ବାତିଲ ହେଲା ସ୍ମାର୍ଟ ସିଟି ଓ ବିଡିଏ ଉପାଧ୍ୟକ୍ଷ ନିଯୁକ୍ତି

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.