Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜସୁନାଖଳା ମହୋତ୍ସବ କାଉଁରୀର ଦ୍ଵିତୀୟ ସନ୍ଧ୍ୟାରେ ମନମୋହିଲା ଢୋଲ ମହୁରୀ
ଆଜିର ଖବର

ରାଜସୁନାଖଳା ମହୋତ୍ସବ କାଉଁରୀର ଦ୍ଵିତୀୟ ସନ୍ଧ୍ୟାରେ ମନମୋହିଲା ଢୋଲ ମହୁରୀ

December 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଷଷ୍ଠ ରାଜସୁନାଖଳା ମହୋତ୍ସବ ‘କାଉଁରୀ-୨୦୨୪’ ଦ୍ଵିତୀୟ ସନ୍ଧ୍ୟାରେ ମାନମୋହିଲା ଢୋଲ ମହୁରୀ ନାଚରେ ଦର୍ଶକ ବିଭୋର ହୋଇଛନ୍ତି। ଏହି ଦ୍ଵିତୀୟ ସନ୍ଧ୍ୟା କାର୍ଯ୍ୟକ୍ରମରେ ସ୍ଥାନୀୟ ରଣପୁର ବିଧାୟକ ତଥା ରାଜ୍ୟ ବିଧାନସଭାର ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବରେ ପ୍ରଶାନ୍ତ କୁମାର ଜଗଦ୍ଦେବ, ମୁଖ୍ୟ ବକ୍ତା ଭାବେ କୋରେଇ ବିଧାୟକ ତଥା ସିନେ ତାରକା ଆକାଶ ଦାଶ ନାୟକ ଯୋଗଦେଇଥିଲେ। ଏଥିରେ ସମ୍ମାନୀତ ଅତିଥିଭାବେ ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ, ମହାକାଳପଡ଼ା ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ, କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ, ଜିଲ୍ଲା ପରିଷଦ ସଭ୍ୟା ଲକ୍ଷ୍ମୀପ୍ରିୟା ତରାଇ, ସ୍ଥାନୀୟ ସମିତି ସଭ୍ୟ ତପନ କୁମାର ପ୍ରଧାନ ପ୍ରମୁଖ ମଞ୍ଚଷିନ ଥିଲେ।

ଏହି କାର୍ଯ୍ୟକ୍ରମରେ ସଭାରେ ମହୋତ୍ସବ କମିଟି ସମ୍ପାଦକ ଜଯନ୍ଦ୍ର ବେହେରା ବିବରଣୀ ପାଠ କରିଥିବା ବେଳେ ମହୋତ୍ସବର ପ୍ରତିଷ୍ଠାତା ତଥା ସଭାପତି ଚିତ ରଞ୍ଜନ ପ୍ରଧାନ ଧନ୍ୟବାଦ ଦେଇଥିଲେ। ସଂସା୍‌କୃତିକ କାର୍ଯ୍ୟକ୍ରମ ମଧ୍ୟରେ ପୁରୁଲିଆ ଛଉ , ବଲାଙ୍ଗୀର ର ସମ୍ବଲପୁରୀ ନୃତ୍ୟ ,ପାରମ୍ପରିକ ବିବିଧ ନୃତ୍ୟ, ସମରକଳା, ଆସାମର ବିହ୍ୟୁ, ଡିଶୀ ନୃତ୍ୟ ଓ ଢୋଲ ମହୁରୀ କାର୍ଯ୍ୟକ୍ରମ ମନମୋହିଥିଲା।

ଏହି ଶୀତୁଆ ସନ୍ଧ୍ୟାରେ ରଣପୁର ,ବୋଲଗଡ଼ ,ଭାପୁର ବେଗୁନିଆ ବ୍ଲକର ହଜାର ହଜାର ଦର୍ଶକ ଉପସ୍ଥିତ ରହି ସାଂସ୍କୃତିକ କାର୍ଯ୍ୟକ୍ରମକୁ ଉପଭୋଗ କରିଥିଲେ।କାର୍ଯ୍ୟକ୍ରମ ପ୍ରାରମ୍ଭରେ ବଂଶୀଧର ସଙ୍ଗୀତ ମହାବିଦ୍ୟାଳୟର ଅଧ୍ୟକ୍ଷ ଅବିନାଶ ସୁବୁଦ୍ଧିଙ୍କ ନିର୍ଦ୍ଦେଶନାରେ ଦେଶାତ୍ମକ ବୋଧ ସଙ୍ଗୀତ ପରିବେଷଣ କରାଯାଇଥିଲା।

‘କାଉଁରୀ-୨୦୨୪’ ରାଜସୁନାଖଳା ମହୋତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲିଠାରୁ ୧୮ ଯାଏଁ ଓଡ଼ିଆର୍ଟରେ ଆନ୍ତର୍ଜାତୀୟ ଚିଲିକା ଶେଲଡକ ଲୋକ ସଂସ୍କୃତି ଉତ୍ସବ

November 14, 2025

ପ୍ରତ୍ୟେକ ଶିଶୁକୁ ସୁରକ୍ଷିତ ପରିବେଶ ସହ ଉପଯୁକ୍ତ ଶିକ୍ଷା ପ୍ରଦାନ ଜରୁରୀ: ସୋଆ ଉପସଭାପତି

November 14, 2025

ବାଲୁଗାଁ ରେଲୱେ ଓଭର ବ୍ରିଜ ନିକଟରୁ ୧୧୦ ଗ୍ରାମ ବ୍ରାଉନ ସୁଗାର ଜବତ: ଅଭିଯୁକ୍ତ ଗିରଫ

November 14, 2025

ବିହାର ନିର୍ବାଚନ: ବିଜେପି ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭବ୍ୟ ସ୍ୱାଗତ

November 14, 2025
Latest News

ଆସନ୍ତାକାଲିଠାରୁ ୧୮ ଯାଏଁ ଓଡ଼ିଆର୍ଟରେ ଆନ୍ତର୍ଜାତୀୟ ଚିଲିକା ଶେଲଡକ ଲୋକ ସଂସ୍କୃତି ଉତ୍ସବ

November 14, 2025

ବାଣପୁର ତାଲୁକ ଆଇନା ସେବା ସମିତି ପକ୍ଷରୁ ଶିଶୁଦିବସ ପାଳନ

November 14, 2025

ପ୍ରତ୍ୟେକ ଶିଶୁକୁ ସୁରକ୍ଷିତ ପରିବେଶ ସହ ଉପଯୁକ୍ତ ଶିକ୍ଷା ପ୍ରଦାନ ଜରୁରୀ: ସୋଆ ଉପସଭାପତି

November 14, 2025

ବାଲୁଗାଁ ରେଲୱେ ଓଭର ବ୍ରିଜ ନିକଟରୁ ୧୧୦ ଗ୍ରାମ ବ୍ରାଉନ ସୁଗାର ଜବତ: ଅଭିଯୁକ୍ତ ଗିରଫ

November 14, 2025

ବିହାର ନିର୍ବାଚନ: ବିଜେପି ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭବ୍ୟ ସ୍ୱାଗତ

November 14, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.