Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରଥଯାତ୍ରା ସମୟରେ ଆଦିବାସୀ ଯୁବତୀଙ୍କୁ ପୁରୀରେ ଦୁଷ୍କର୍ମ
ଆଜିର ଖବର

ରଥଯାତ୍ରା ସମୟରେ ଆଦିବାସୀ ଯୁବତୀଙ୍କୁ ପୁରୀରେ ଦୁଷ୍କର୍ମ

July 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀରେ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା ଚାଲିଥିବାବେଳେ ଏକ ଲଜ୍ଜା ଜନକ ଘଟଣା ଘଟିଯାଇଛି। ବସ୍‌ରେ ଯାତ୍ରା କରୁଥିବା ଜଣେ ଆଦିବାସୀ ନାବାଳିକକୁ ବଳାତ୍କାର କରାଯାଇଛି। ଅଭିଯୁକ୍ତ ଜଣକ ବସ୍‌ର ହେଲ୍‌ପର ବୋଲି ଅଭିଯୋଗ ହୋଇଛି। ଆଦିବାସୀ ନାବାଳିକା ଜଣକ କେନ୍ଦୁଝରରୁ ପୁରୀକୁ ମହାପ୍ରଭୁଙ୍କ ରଥଯାତ୍ରା ଦେଖିବାକୁ ଆସିଥିଲା। ବସ୍‌ ଷ୍ଟାଣ୍ଡ୍‌ରେ ଥିବାବେଳେ ବସ୍‌ର ଜଣେ ହେଲପର୍‌ ତାଙ୍କୁ ବଳାତ୍କାର କରିଛନ୍ତି। ଶରଧାବାଲି ନିକଟରେ ନାବାଳିକାଟି କାନ୍ଦୁଥିବା ଦେଖି କୁମ୍ଭାରପଡ଼ା ପୋଲିସ ଘଟଣା ସ୍ଥଳରେ ପହଁଚିଥିଲା। ପିସିଆର୍‌ ଭ୍ୟାନ୍‌ ଘଟଣା ସ୍ଥଳରେ ପହଞ୍ଚି ନାବାଳିକାକୁ ଉଦ୍ଧାର କରି ଥାନାକୁ ଚଲାଇ ଚଲାଇ ନେଇଥିବା ଜଣାପଡ଼ିଛି। ଏ ନେଇ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିଲେ ମଧ୍ୟ ପୋଲିସ ତଦନ୍ତ ଆରମ୍ଭ କରିଛି।

Share. Facebook Twitter LinkedIn Email WhatsApp Copy Link

Related Posts

କେବେ ଭାବନ୍ତୁ ନାହିଁ ଯେ, ସବୁ ସ୍ଥାନରେ ଭଲ ଲୋକ ଥିବେ: ଆଚାର୍ଯ୍ୟ ଚାଣକ୍ୟ

September 20, 2025

ବିଶିଷ୍ଠ ଆଦିବାସୀ ନେତା ତଥା ୪ଥରର ବିଧାୟକ ଜର୍ଜ ତିର୍କୀଙ୍କର ପରଲୋକ

September 20, 2025

ଅକ୍ଟୋବର ୨ ରୁ ୩୧ ପର୍ଯ୍ୟନ୍ତ ଆରମ୍ଭ ହେବ ସ୍ୱତନ୍ତ୍ର ଅଭିଯାନ ୫.୦

September 20, 2025

ଝାରପଡ଼ା ଜେଲରୁ ବାହାରିଲେ ପୂର୍ବତନ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ

September 20, 2025
Latest News

କେବେ ଭାବନ୍ତୁ ନାହିଁ ଯେ, ସବୁ ସ୍ଥାନରେ ଭଲ ଲୋକ ଥିବେ: ଆଚାର୍ଯ୍ୟ ଚାଣକ୍ୟ

September 20, 2025

ରାଜ୍ୟରେ ସାର ସମସ୍ୟା ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା, ଦେଲେ ଏହି ନିର୍ଦ୍ଦେଶ

September 20, 2025

ବିଶିଷ୍ଠ ଆଦିବାସୀ ନେତା ତଥା ୪ଥରର ବିଧାୟକ ଜର୍ଜ ତିର୍କୀଙ୍କର ପରଲୋକ

September 20, 2025

ଅକ୍ଟୋବର ୨ ରୁ ୩୧ ପର୍ଯ୍ୟନ୍ତ ଆରମ୍ଭ ହେବ ସ୍ୱତନ୍ତ୍ର ଅଭିଯାନ ୫.୦

September 20, 2025

ଝାରପଡ଼ା ଜେଲରୁ ବାହାରିଲେ ପୂର୍ବତନ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ

September 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.