Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ସୋନିଆଙ୍କୁ ଭେଟିଲେ ରାଜ୍‌ ଠାକ୍‌ରେ
ଆଜିର ଖବର

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ସୋନିଆଙ୍କୁ ଭେଟିଲେ ରାଜ୍‌ ଠାକ୍‌ରେ

July 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Raj Thackeray Meets Sonia Gandhi In Delhi
Raj Thackeray Meets Sonia Gandhi In Delhi

ମହାରାଷ୍ଟ୍ର ନବନିର୍ମାଣ ସେନାର ଅଧ୍ୟକ୍ଷ ରାଜ୍‌ ଠାକ୍‌ରେ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟିଛନ୍ତି। ଏହି ବୈଠକ ପରେ ଉଭୟ ଦଳଙ୍କ ମଧ୍ୟରେ ମେଣ୍ଟ ହେବାର ସମ୍ଭାବନା ସୃଷ୍ଟି ହୋଇଛି। ଉଭୟ ନେତାଙ୍କ ମଧ୍ୟରେ ବୈଠକ ସୋନିଆଙ୍କ ବାସଭବନରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଅରୋରାଙ୍କୁ ଭେଟିବାକୁ ଦିଲ୍ଲୀ ଆସିଥିବା ଠାକ୍‌ରେ ଏକ ସଙ୍ଗରେ ସୋନିଆଙ୍କୁ ଭେଟିଛନ୍ତି। ନିର୍ବାଚନରେ ଇଭିଏମ୍‌ ପରିବର୍ତ୍ତେ ବାଲାଟ୍‌ ପେପରର ବ୍ୟହାର ନେଇ ଅରୋରାଙ୍କୁ ଭେଟି ଦାବି ଜଣାଇଥିଲେ। ଚଳିତ ଲୋକସଭା ନିର୍ବାଚନରେ ମହାରାଷ୍ଟ୍ର ନବ ନିର୍ମାଣ ସେନା ପ୍ରତିଦ୍ବନ୍ଦିତା କରି ନଥିବା ବେଳେ କଂଗ୍ରେସ ଏନ୍‌ସିପି ସହିତ ମେଣ୍ଟ କରିଥିଲା। ଏହି ମେଣ୍ଟ ବିଫଳ ହୋଇଥିବା ବେଳେ କଂଗ୍ରେସ ଏବଂ ଏମ୍‌ଏନ୍‌ଏସ୍‌ର ନୂତନ ସମୀକରଣ ଦେଖିବାକୁ ମିଳିପାରେ ବୋଲି କୁହାଯାଉଛି।

Share. Facebook Twitter LinkedIn Email WhatsApp Copy Link

Related Posts

ପଞ୍ଚାୟତିରାଜ ବିଭାଗର ଉଚ୍ଚସ୍ତରୀୟ ବ୍ୟୟ ସମୀକ୍ଷା ବୈଠକ

January 22, 2026

ରାଶିଫଳ: ଆଜି ଜାନୁୟାରୀ ୨୨ ତାରିଖ ଗୁରୁବାର ଦିନ ଆଠଟି ରାଶିର ଆର୍ଥିକ ସ୍ଥିତି ବେଶ ଉଜ୍ଜଳ

January 22, 2026

ତ୍ରିଦିବସୀୟ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

January 21, 2026

ବାଣପୁର: ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନରେ ଯୋଗଦେଲେ ଆଇନ ମନ୍ତ୍ରୀ

January 21, 2026
Latest News

ପଞ୍ଚାୟତିରାଜ ବିଭାଗର ଉଚ୍ଚସ୍ତରୀୟ ବ୍ୟୟ ସମୀକ୍ଷା ବୈଠକ

January 22, 2026

ରାଶିଫଳ: ଆଜି ଜାନୁୟାରୀ ୨୨ ତାରିଖ ଗୁରୁବାର ଦିନ ଆଠଟି ରାଶିର ଆର୍ଥିକ ସ୍ଥିତି ବେଶ ଉଜ୍ଜଳ

January 22, 2026

ତ୍ରିଦିବସୀୟ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

January 21, 2026

ଏଆଇ କ୍ଷମତା ସମ୍ପନ୍ନ ରାଷ୍ଟ୍ରଗୁଡ଼ିକର ପ୍ରଥମ ସମୂହରେ ଭାରତ ସାମିଲ ରହିଛି: ଅଶ୍ୱିନୀ ବୈଷ୍ଣବ

January 21, 2026

ବାଣପୁର: ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନରେ ଯୋଗଦେଲେ ଆଇନ ମନ୍ତ୍ରୀ

January 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.