Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗ ବୈଠକ ଆରମ୍ଭ
ଆଜିର ଖବର

ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗ ବୈଠକ ଆରମ୍ଭ

December 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁରୀ ଶ୍ରୀମନ୍ଦିର
ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପ୍ରଳମ୍ବାସୁର ବଧ ବେଶ

ପୁରୀ: ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶା ନିଯୋଗ ବୈଠକ ଆରମ୍ଭ ହୋଇଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ ହୋଇଛି। ରତ୍ନଭଣ୍ଡାର ମରାମତି କାର୍ଯ୍ୟ କେବେଠାରୁ ଆରମ୍ଭ ହେବ ସେନେଇ ଚାଲିଛି ଆଲୋଚନା। ରତ୍ନଭଣ୍ଡାର ମରାମତି ପାଇଁ ନୀତି ନିର୍ଘଣ୍ଟକୁ ମୋହର ମାରିବ ଛତିଶା ନିଯୋଗ।

ଆଗାମୀ ୧୬ ତାରିଖ ଠାରୁ ପହିଲି ଭୋଗ ଆରମ୍ଭ ହେବାକୁ ଥିବା ବେଳେ ସେହି ଦିନ ଠାରୁ ରାତ୍ର ୨ ଟାରୁ ଦ୍ୱାର ଫିଟା ଯାଇ ଦୈନିକ ନୀତି ସମାପନ କରାଯିବ। ସେହିପରି ଦ୍ଵିତୀୟ ଭୋଗ ମଣ୍ଡପ ନୀତି ପରେ ପ୍ରତ୍ୟେହ ରତ୍ନ ଭଣ୍ଡାର ଘର ମରାମତି କରାଯିବ ନେଇ ପ୍ରସ୍ତାବ ରହିଥିବା ବେଳେ ତାହା ଉପରେ ଆଲୋଚନା ଜାରି ରହିଅଛି।

ସେହିପରି ଆଗାମୀ ଜାନୁଆରୀ ୧୩ ତାରିଖ ଦିନ ଦେବାଭିଷେକ ପୂର୍ଣ୍ଣିମା ଓ ଜାନୁଆରୀ ୧୪ ତାରିଖ ଦିନ ମକର ସଂକ୍ରାନ୍ତି ନୀତି ନିର୍ଘଣ୍ଟ ନେଇ ମଧ୍ୟ ଆଲୋଚନା କରାଯିବ। ବୈଠକରେ ଜିଲ୍ଲାପାଳ, ଏଏସଆଇ ସୁପରିଟେଣ୍ଡେଣ୍ଟଙ୍କ ସମେତ ବିଭିନ୍ନ ସେବାୟତ ନିଯୋଗର ପ୍ରତିନିଧି ଉପସ୍ଥିତ ରହିଛନ୍ତି।

ଅରବିନ୍ଦ ପାଢୀ ଛତିଶା ନିଯୋଗ ବୈଠକ ପୁରୀ ରତ୍ନଭଣ୍ଡାର ଶ୍ରୀମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ଜଳ ଜୀବନ ମିଶନର ଅବଧି ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ

March 10, 2026

‘ଭାରତ ସରକାର ଦାୟୀ ନୁହନ୍ତି’: ଗ୍ୟାସ ଯୋଗାଣ ଅଭାବ ଉପରେ କଂଗ୍ରେସ ସାଂସଦଙ୍କ ବିବୃତ୍ତି

March 10, 2026

ଇଣ୍ଡିଗୋର ସିଇଓ ପିଟର ଏଲବର୍ସଙ୍କ ଇସ୍ତଫା: ଜାଣନ୍ତୁ କ’ଣ କହିଲା ଏୟାରଲାଇନ୍ସ?

March 10, 2026

ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

March 10, 2026
Latest News

ଜଳ ଜୀବନ ମିଶନର ଅବଧି ବୃଦ୍ଧି ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ

March 10, 2026

‘ଭାରତ ସରକାର ଦାୟୀ ନୁହନ୍ତି’: ଗ୍ୟାସ ଯୋଗାଣ ଅଭାବ ଉପରେ କଂଗ୍ରେସ ସାଂସଦଙ୍କ ବିବୃତ୍ତି

March 10, 2026

ଇଣ୍ଡିଗୋର ସିଇଓ ପିଟର ଏଲବର୍ସଙ୍କ ଇସ୍ତଫା: ଜାଣନ୍ତୁ କ’ଣ କହିଲା ଏୟାରଲାଇନ୍ସ?

March 10, 2026

ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

March 10, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.