Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗ୍ରାମାଞ୍ଚଳରେ ମହିଳା ସଶକ୍ତୀକରଣକୁ ପ୍ରୋତ୍ସାହିତ କରୁଛି ଜଳଜୀବନ ମିଶନ
ଆଜିର ଖବର

ଗ୍ରାମାଞ୍ଚଳରେ ମହିଳା ସଶକ୍ତୀକରଣକୁ ପ୍ରୋତ୍ସାହିତ କରୁଛି ଜଳଜୀବନ ମିଶନ

December 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜଳ ଜୀବନ ମିଶନ
ଜଳ ଜୀବନ ମିଶନ: 15.72 କୋଟିରୁ ଅଧିକ ଗ୍ରାମୀଣ ପରିବାରକୁ ଟ୍ୟାପ୍ ପାଣି ଯୋଗାଣ

ନୂଆଦିଲ୍ଲୀ: ଜଳଜୀବନ ମିଶନ ମହିଳା ସଶକ୍ତୀକରଣକୁ ପ୍ରୋତ୍ସାହିତ କରୁଥିବା ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଦେଇ କହିଛନ୍ତି। ବିଶେଷ କରି ଗ୍ରାମାଞ୍ଚଳରେ ଏହା ପରିଲକ୍ଷିତ ହୋଇଛି। ସେ କହିଛନ୍ତି ଯେ, ଘରେ ଘରେ ସ୍ୱଚ୍ଛ ଜଳ ଉପଲବ୍ଧ ହୋଇପାରିଲେ ମହିଳାମାନେ ଏବେ କୌଶଳ ବିକାଶ ଓ ଆତ୍ମନିର୍ଭରତା ଉପରେ ଧ୍ୟାନ କେନ୍ଦ୍ରିତ କରିପାରିବେ।

ଏକ୍ସ ରେ ଏ ଭିଡିଓ ସେୟାର କରି ପ୍ରଧାନମନ୍ତ୍ରୀ ଲେଖିଛନ୍ତି:

“ଜଳଜୀବନ ମିଶନ ମହିଳା ସଶକ୍ତୀକରଣକୁ ପ୍ରୋତ୍ସାହିତ କରୁଛି, ବିଶେଷ କରି ଗ୍ରାମାଞ୍ଚଳରେ ଏହା ପରିଲକ୍ଷିତ ହେବା ଏକ ଉତ୍ତମ ପରିଦୃଶ୍ୟ। ନିଜ ଘଷର ସ୍ୱଚ୍ଛ ଉପଲବ୍ଧତା ଯୋଗୁ ମହିଳାମାନେ ଏବେ କୌଶଳ ବିକାଶ ଓ ଆତ୍ମନିର୍ଭରତା ଉପରେ ଧ୍ୟାନ କେନ୍ଦ୍ରିତ କରିପାରିବେ।”

ଆତ୍ମନିର୍ଭରତା କୌଶଳ ବିକାଶ ଜଳଜୀବନ ମିଶନ ମହିଳା ସଶକ୍ତୀକରଣ
Share. Facebook Twitter LinkedIn Email WhatsApp Copy Link

Related Posts

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026

ଆଉ ଏକ ତେଜସ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ସୁରକ୍ଷିତ

February 23, 2026

ଆଜି ମାର୍ଚ୍ଚ ୨୩ ତାରିଖ ସୋମବାରରେ ଏହି ରାଶିଗୁଡିକ ମଧ୍ୟାହ୍ନରେ ପାଇବେ ଖୁସି ଖବର

February 23, 2026
Latest News

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026

ଆଉ ଏକ ତେଜସ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ସୁରକ୍ଷିତ

February 23, 2026

ଆଜି ମାର୍ଚ୍ଚ ୨୩ ତାରିଖ ସୋମବାରରେ ଏହି ରାଶିଗୁଡିକ ମଧ୍ୟାହ୍ନରେ ପାଇବେ ଖୁସି ଖବର

February 23, 2026

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.