Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୋଟିଏ ହୁଇସିଲ ମାରିଲେ ବିଜେଡି ଖଣ୍ଡ ଖଣ୍ଡ ହୋଇଯିବ !! ଏମିତି କାହିଁକି କହିଲେ ଜୟନାରାୟଣ ମିଶ୍ର
ଆଜିର ଖବର

ଗୋଟିଏ ହୁଇସିଲ ମାରିଲେ ବିଜେଡି ଖଣ୍ଡ ଖଣ୍ଡ ହୋଇଯିବ !! ଏମିତି କାହିଁକି କହିଲେ ଜୟନାରାୟଣ ମିଶ୍ର

December 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୋଟିଏ ହୁଇସିଲ ମାରିଲେ ବିଜେଡି ଖଣ୍ଡ ଖଣ୍ଡ ହୋଇଯିବ !! ଏମିତି କାହିଁକି କହିଲେ ଜୟନାରାୟଣ ମିଶ୍ର

ଭୁବନେଶ୍ବର: ବିଭିନ୍ନ ସମୟରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର କଡା କଥା କହି ଚର୍ଚ୍ଚାରେ ରହିଥାନ୍ତି। ସେମିତି ସେ ବିଜେଡିକୁ ନେଇ ଏକ ବଡ ଟିପ୍ପଣୀ ଦେଇଛନ୍ତି। ତାହା ହେଲା, ଗୋଟିଏ ହୁଇସିଲ ପୁଙ୍କିଲେ ବିଜେଡି ଖଣ୍ଡ ଖଣ୍ଡ ହୋଇଯିବ। ହେଲେ ଆମେ ଚାହୁଁ ନାହୁଁ ଯେ, ବିଜେଡି ଭାଙ୍ଗି ଯାଉ। କାରଣ ଗୋଟିଏ ଦଳ ଭାବେ ସେ ରହିବା ଦରକାର। ଅପମାନିତ ହେବା ଦରକାର ବୋଲି ସେ କହିଛନ୍ତି।

ବିଜେଡି ସାଂସଦମାନେ ବିଜେପି ମୁହାଁ ହେଉଛନ୍ତି ଏବଂ ବିଜେଡି ଭାଙ୍ଗିବା ପାଇଁ ବିଜେପି ଷଡଯନ୍ତ୍ର କରୁଛି ବୋଲି ପ୍ରଶ୍ନର ଉତ୍ତରରେ ସେ ଏପରି କହିଛନ୍ତି। ସେ ଆହୁରି କହିଛନ୍ତି ଯେ, ବିଜେଡିର ବହୁ ସାଂସଦ ବିଧାୟକ ଓ ନେତା ବିଜେପି ଆସିବାକୁ ଆଗ୍ରହୀ ଅଛନ୍ତି। ସେମାନେ ରିତମତ ଆମ ସହିତ ଯୋଗାଯୋଗରେ ଅଛନ୍ତି ବୋଲି ଜୟନାରାୟଣ କହିଛନ୍ତି। ତେବେ ବିଜେଡି ସଂପୂର୍ଣ୍ଣ ମୂଳପୋଛ ହେଉ ବୋଲି ଆମେ ଚାହୁଁ ନାହୁଁ। ଯଦି ସେପରି କରିବାର ଅଛି ତେବେ ଗୋଟିଏ ହୁଇସିଲରେ ତାହା ଖଣ୍ଡଖଣ୍ଡ ହୋଇଯିବ ବୋଲି ଜୟନାରାୟଣ କହିଛନ୍ତି।

ଜୟନାରାୟଣଙ୍କର ଏପରି ମନ୍ତବ୍ୟ ରାଜ୍ୟ ରାଜନୀତିରେ ବେଶ ଚର୍ଚ୍ଚା ଚାଲିଛି।

Jayanarayan Mishra ଜୟନାରାୟଣ ମିଶ୍ର
Share. Facebook Twitter LinkedIn Email WhatsApp Copy Link

Related Posts

କେରଳମ୍ ଏବଂ ରାଜସ୍ଥାନର ଗଣମାଧ୍ୟମ ପ୍ରତିନିଧିଙ୍କ ସିଏସଆଇଆର-ଆଇଏମଏମଟି ପରିଦର୍ଶନ

September 17, 2026

ଆଜି ହେଉଛି ସେପ୍ଟେମ୍ବର ୧୭ ତାରିଖ: ଏହି ରାଶିର ବ୍ୟକ୍ତିମାନଙ୍କ ପାଇଁ ରହିଛି ଶୁଭ ଖବର

September 17, 2026

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

September 16, 2026

୧୦୦ ମେଟ୍ରିକ୍ ଟନ୍ ପଣ୍ୟ ଅନ୍‌ଲୋଡିଂରେ ଦେଶର ପ୍ରଥମ ରେଳପଥ ଜୋନ୍ ହେଲା ପୂର୍ବତଟ ରେଳପଥ

September 16, 2026
Latest News

କେରଳମ୍ ଏବଂ ରାଜସ୍ଥାନର ଗଣମାଧ୍ୟମ ପ୍ରତିନିଧିଙ୍କ ସିଏସଆଇଆର-ଆଇଏମଏମଟି ପରିଦର୍ଶନ

September 17, 2026

ଆଜି ହେଉଛି ସେପ୍ଟେମ୍ବର ୧୭ ତାରିଖ: ଏହି ରାଶିର ବ୍ୟକ୍ତିମାନଙ୍କ ପାଇଁ ରହିଛି ଶୁଭ ଖବର

September 17, 2026

ୱେଷ୍ଟଇଣ୍ଡିଜ୍ ଦିନିକିଆ ସିରିଜ୍ ପାଇଁ ଭାରତୀୟ ଦଳ: ଆକିବ୍ ଏବଂ ନମନ ଧୀରଙ୍କୁ ସୁଯୋଗ

September 16, 2026

ସମ୍ ଲାଇଫ୍‌ସାଇସେନ୍ସ ଓ ସୋଆ ଏନ୍‌ଏସ୍‌ଏସ୍ ପକ୍ଷରୁ ମାଗଣା ସ୍ୱାସ୍ଥ୍ୟ ଶିବିର

September 16, 2026

୧୦୦ ମେଟ୍ରିକ୍ ଟନ୍ ପଣ୍ୟ ଅନ୍‌ଲୋଡିଂରେ ଦେଶର ପ୍ରଥମ ରେଳପଥ ଜୋନ୍ ହେଲା ପୂର୍ବତଟ ରେଳପଥ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.