Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ୱର ସର୍ବକନିଷ୍ଠ ଚେସ୍ ଚାମ୍ପିଅନ ହୋଇଥିବାରୁ ଗୁକେଶ ଡି ଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
ଆଜିର ଖବର

ବିଶ୍ୱର ସର୍ବକନିଷ୍ଠ ଚେସ୍ ଚାମ୍ପିଅନ ହୋଇଥିବାରୁ ଗୁକେଶ ଡି ଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

December 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ବିଶ୍ୱର ସର୍ବକନିଷ୍ଠ ଚେସ୍ ଚାମ୍ପିଅନ୍ ହୋଇଥିବାରୁ ଗୁକେଶ ଡି ଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି। ତାଙ୍କର ଏହି ସଫଳତାକୁ ଐତିହାସିକ ଓ ଉଦାହରଣୀୟ ବୋଲି କହି ସେ ପ୍ରଶଂସା କରିଛନ୍ତି।

ଏକ୍ସ ରେ ଆନ୍ତର୍ଜାତିକ ଚେସ୍ ମହାସଂଘ ପକ୍ଷରୁ ହୋଇଥିବା ଏକ ପୋଷ୍ଟର ପ୍ରତିକ୍ରିୟାରେ ଶ୍ରୀ ମୋଦୀ କହିଛନ୍ତି:

“ଐତିହାସିକ ଏବଂ ଉଦାହରଣୀୟ!

ଏହି ଉଲ୍ଲେଖନୀୟ ଉପଲବ୍ôଧି ପାଇଁ ଗୁକେଶ ଡି ଙ୍କୁ ଅଭିନନ୍ଦନ। ଏହା ଅସାଧାରଣ ଦକ୍ଷତା, କଠିନ ପରିଶ୍ରମ ଏବଂ ଅତୁଟ ଲକ୍ଷ୍ୟର ପରିଣାମ।

ତାଙ୍କର ଏହି ବିଜୟ କେବଳ ଯେ ଚେସ୍ ଇତିହାସ ପୃଷ୍ଠାରେ ତାଙ୍କ ନାମ ଲିପିବଦ୍ଧ କରିବ ତାହା ନୁହେଁ ବରଂ ବଡ଼ ସ୍ୱପ୍ନ ଦେଖିବାକୁ ଏବଂ ଦକ୍ଷତା ପ୍ରଦର୍ଶନ କରିବାକୁ ଲକ୍ଷ ଲକ୍ଷ ଯୁବକଙ୍କୁ ପ୍ରୋତ୍ସାହିତ କରିବ।

ତାଙ୍କର ଭବିଷ୍ୟତର ଲକ୍ଷ୍ୟ ପାଇଁ ବହୁତ ବହୁତ ଅଭିନନ୍ଦନ@DGukesh ”

ଗୁକେଶ ଡି ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

କେବଳ ସିଗାରେଟ୍ ଧୂଆଁ ନୁହେଁ, ଧୂପକାଠିର ଧୂଆଁ ମଧ୍ୟ ବିପଦଜନକ; ଫୁସଫୁସକୁ ପହଞ୍ଚାଏ ଯଥେଷ୍ଟ କ୍ଷତି 

October 12, 2025

ଦୀପାବଳି, ହିନ୍ଦୁ ଧର୍ମର ଏହି ଲୋକପ୍ରିୟ ପର୍ବର କିଛି ଜଣା ଅଜଣା କଥା

October 12, 2025

ପଶ୍ଚିମବଙ୍ଗରେ ଗଣ ଦୁଷ୍କର୍ମର ଶିକାର ହୋଇଥିବା ଝିଅର ବାପାଙ୍କ ସହିତ ଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ

October 12, 2025

ସେନାର ଅଗ୍ନିପଥ ଯୋଜନା ପାଇଁ ଆସନ୍ତା ୨୨ ରୁ ୨୬ ଯାଏଁ ଭୁବନେଶ୍ୱରରେ ନିଯୁକ୍ତି ଶିବିର

October 12, 2025
Latest News

କେବଳ ସିଗାରେଟ୍ ଧୂଆଁ ନୁହେଁ, ଧୂପକାଠିର ଧୂଆଁ ମଧ୍ୟ ବିପଦଜନକ; ଫୁସଫୁସକୁ ପହଞ୍ଚାଏ ଯଥେଷ୍ଟ କ୍ଷତି 

October 12, 2025

ଦୀପାବଳି, ହିନ୍ଦୁ ଧର୍ମର ଏହି ଲୋକପ୍ରିୟ ପର୍ବର କିଛି ଜଣା ଅଜଣା କଥା

October 12, 2025

ପୁରୀ ଶ୍ରୀମନ୍ଦିରକୁ ରେଡ ଜୋନ୍ ରୂପେ ଘୋଷଣା କଲେ ଭାରତ ସରକାର

October 12, 2025

ପଶ୍ଚିମବଙ୍ଗରେ ଗଣ ଦୁଷ୍କର୍ମର ଶିକାର ହୋଇଥିବା ଝିଅର ବାପାଙ୍କ ସହିତ ଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ

October 12, 2025

ସେନାର ଅଗ୍ନିପଥ ଯୋଜନା ପାଇଁ ଆସନ୍ତା ୨୨ ରୁ ୨୬ ଯାଏଁ ଭୁବନେଶ୍ୱରରେ ନିଯୁକ୍ତି ଶିବିର

October 12, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.