Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୃଷକ ପ୍ରଚାର ରଥର ଶୁଭାରମ୍ଭ
ଆଜିର ଖବର

କୃଷକ ପ୍ରଚାର ରଥର ଶୁଭାରମ୍ଭ

December 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଚଳିତ ବର୍ଷ ପଞ୍ଜିକୃତ ସମସ୍ତ ଚାଷୀଙ୍କ ଠାରୁ ଯେପରି ସୁରୁଖୁରୁରେ ଧାନ କିଣା ଯିବ ସେଥିପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। ଆଜି ଏନେଇ ଗଞ୍ଜାମ ଜିଲ୍ଲାର ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ପ୍ରାଙ୍ଗଣରେ ଏକ କୃଷକ ପ୍ରଚାର ରଥ ଶୁଭାରମ୍ଭ ହୋଇଛି। ଉପଜିଲ୍ଲାପାଳ ଅନିଲ କୁମାର ସେଠୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସବୁଜ ପତାକା ଦେଖାଇ ଉକ୍ତ ରଥକୁ ଶୁଭାରମ୍ଭ କରିଛନ୍ତି। ଉକ୍ତ ରଥ ଆଜି ଠାରୁ ଉପଖଣ୍ଡର ବିଭିନ୍ନ ଗାଁ ପରିକ୍ରମା କରି ଚଳିତବର୍ଷର ଧାନ କିଣା ବାବଦରେ ଚାଷୀମାନଙ୍କୁ ସଚେତନ କରିବ।

ଏହା ସହ ଚାଷୀ ଯେପରି ମଣ୍ଡିକୁ ଖାଦ୍ୟ ଉପଯୋଗୀ, ଶୁଖିଲା, ପରିସ୍କାର, ସମରଙ୍ଗୀ, ସମଆକାର, ଏକ କିସମ ହୋଇଥିବା ସହ ପୋକରା ଦୁର୍ଗନ୍ଧ ଓ ବିଷାକ୍ତ ପଦାର୍ଥ ମୁକ୍ତ ହୋଇଥିବା ଧାନ ଧରି ଆଣିବା ସହ ୨୩୦୦ ଟଙ୍କାର ସର୍ବନିମ୍ନ ସହାୟକ ମୂଲ୍ୟ ଓ ୮୦୦ ଟଙ୍କାର ଇନପୁଟ୍ ସହାୟତା ପାଇବେ ସେ ନେଇ ପ୍ରଚାର ମାଧ୍ୟମରେ ଅବଗତ କରାଯିବ। ପ୍ରଚାର ରଥ ଶୁଭାରମ୍ଭ ସମୟରେ ଆରଏମସି ସଂପାଦକ ସୁମନ୍ତ କୁମାର ସାହୁଙ୍କ ସମେତ ଆରଏମସିର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।

ଗଞ୍ଜାମ ଜିଲ୍ଲା ଭଞ୍ଜନଗର
Share. Facebook Twitter LinkedIn Email WhatsApp Copy Link

Related Posts

ଉପନିର୍ବାଚନରେ ​​ବି ବିଜେପିର ବାଜିମାତ

May 4, 2026

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026

“CRPF ଯବାନ ମୋତେ ମାରିଥିଲେ”: ମମତା ବାନାର୍ଜୀଙ୍କ ବଡ଼ ଅଭିଯୋଗ

May 4, 2026

ମଧୁମେହ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

May 4, 2026
Latest News

ଉପନିର୍ବାଚନରେ ​​ବି ବିଜେପିର ବାଜିମାତ

May 4, 2026

ବକ୍ସ ଅଫିସ ପରେ ରାଜନୀତିରେ ବି କିଙ୍ଗ ପାଲଟିଲେ ବିଜୟ: ଏମଜି ରାମଚନ୍ଦ୍ରନଙ୍କ ରାସ୍ତାରେ ଥାଲାପତି

May 4, 2026

ଭବାନୀପୁର ଫଳାଫଳ: ଶୁଭେନ୍ଦୁ ଅଧିକାରୀଙ୍କ ଠାରୁ ୧୫ ହଜାର ଭୋଟରେ ହାରିଲେ ମମତା ବାନାର୍ଜୀ

May 4, 2026

“CRPF ଯବାନ ମୋତେ ମାରିଥିଲେ”: ମମତା ବାନାର୍ଜୀଙ୍କ ବଡ଼ ଅଭିଯୋଗ

May 4, 2026

ପଶ୍ଚିମବଙ୍ଗରେ ପରାଜୟ ସ୍ୱୀକାର କଲା ଟିଏମସି: ତଥାପି ଗଣତି ପ୍ରକ୍ରିୟା ଉପରେ ଆଣିଲା ଗୁରୁତର ଅଭିଯୋଗ

May 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.