Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜସୁନାଖଳା ମହୋତ୍ସବ କାଉଁରୀ-୨୦୨୪ ଉଦ୍‌ଯାପିତ
ଆଜିର ଖବର

ରାଜସୁନାଖଳା ମହୋତ୍ସବ କାଉଁରୀ-୨୦୨୪ ଉଦ୍‌ଯାପିତ

December 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ପ୍ରତିଟି କ୍ଷେତ୍ରରେ ସ୍ୱଦେଶୀକୁ ଗୁରୁତ୍ବ ଦେଲେ ଗାଁ ସମେତ ରାଜ୍ୟ ଓ ଦେଶର ବିକାଶ ସମ୍ଭବ ବୋଲି ନୟାଗଡ଼ ଜିଲା ରାଜସୁନାଖଳା ମହୋତ୍ସବ କାଉଁରୀ-୨୦୨୪ର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ରାଜ୍ୟପାଳ ରଘୁବର ଦାସ ନିଜ ବକ୍ତବ୍ୟରେ ପ୍ରକାଶ କରିଛନ୍ତି। ମହୋତ୍ସବ ତଥା ମେଳା ଗାଁର ଭାଇମାନଙ୍କ ମଧ୍ୟରେ ଭାଇଚାରା ଭାବ ସୃଷ୍ଟି କରିଥାଏ।

ମହୋତ୍ସବକୁ ଗାଁ ଗହଳିର ଭାଇ ଭଉଣୀ ମାନେ ବିଭିନ୍ନ ସାମଗ୍ରୀ ଆଣି ବିକ୍ରି କରି ନିଜର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବିଦେଶୀ ସାମଗ୍ରୀ ବ୍ୟବହାର କଲେ ଅର୍ଥ ଅଞ୍ଚଳକୁ ଯାଇ ସେଠାକାର ବିକାଶ ହୋଇଥାଏ। ତେଣୁ ସଦାସର୍ବଦା ସ୍ଵଦେଶୀ ଉପରେ ଗୁରୁତ୍ୱ ଦେବାକୁ ରାଜ୍ୟପାଳ କହିଥିଲେ। ମହୋତ୍ସବ କମିଟିର ସଭାପତି ଚିତ୍ତରଞ୍ଜନ ପ୍ରଧାନଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ମନୋଜ୍ଞ ସମାରୋହରେ ଓଡ଼ିଶା ବିଧାନସଭାର ବାଚସ୍ପତି ତଥା ରଣପୁର ବିଧାୟିକା ସୁରମା ପାଢ଼ୀ,ରାଜ୍ୟ ପଞ୍ଚାୟତରାଜ,ପାନୀୟଜଳ ଓ ଗ୍ରାମ୍ୟଉନ୍ନୟନ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ,ଖାଦ୍ୟ ଯୋଗାଣ,ଖାଉଟିକଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର,ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ,ସମାଜସେବୀ ଶିବରାମ ମହାପାତ୍ର ପ୍ରମୁଖ ଅତିଥି ଭାବେ ଯୋଗଦେଇ ଭଦ‌ବୋଧନ ଦେଇଥିଲେ।

ଏହି ଅବସରରେ ଆସାମ, ମଣିପୁର, କଲିକତା, ତାମିଲନାଡୁ ଆଦି ରାଜ୍ୟରୁ କଳାକାରମାନେ ଆସି ସେମାନଙ୍କ କଳା ପ୍ରଦର୍ଶନ କରିଥିଲେ। ଥଣ୍ଡା ସଙ୍ଗେ ବହୁ ସଂଖ୍ୟକ ଲୋକ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମକୁ ଜୟେନ୍ଦ୍ର ବେହେରା ସଂଯୋଜନା କରିଥିଲେ।

‘କାଉଁରୀ-୨୦୨୪’ ରାଜସୁନାଖଳା ମହୋତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026
Latest News

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.