Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀରେ ବସ୍‌ ଭିତରେ ନାବାଳିକା ଦୁଷ୍କର୍ମ ଘଟଣା : ରିପୋର୍ଟ ଆସିଲେ କାର୍ଯ୍ୟାନୁଷ୍ଠାନ
ଆଜିର ଖବର

ପୁରୀରେ ବସ୍‌ ଭିତରେ ନାବାଳିକା ଦୁଷ୍କର୍ମ ଘଟଣା : ରିପୋର୍ଟ ଆସିଲେ କାର୍ଯ୍ୟାନୁଷ୍ଠାନ

July 9, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀରେ ବସ୍‌ ଭିତରେ ନାବାଳିକାଙ୍କୁ ଦୁଷ୍କର୍ମ ଘଟଣାକୁ ନେଇ ତଦନ୍ତ ଚାଲିଛି । ରିପୋର୍ଟ ଆସିଲେ କାର୍ଯ୍ୟନୁଷ୍ଠାନ ହେବ ବୋଲି କହିଛନ୍ତି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା । ଏହି ଘଟଣାରେ ଆରଟିଓ ପୋଲିସକୁ ତଦନ୍ତରେ ସହଯୋଗ କରୁଛନ୍ତି ।  ବସ୍‌ରେ ଯାତ୍ରା କରୁଥିବା ଜଣେ ଆଦିବାସୀ ନାବାଳିକକୁ ବଳାତ୍କାର କରାଯାଇଛି । ଅଭିଯୁକ୍ତ ଜଣକ ବସ୍‌ର ହେଲ୍‌ପର ବୋଲି ଅଭିଯୋଗ ହୋଇଛି । ତେବେ ରଥଯାତ୍ରାରେ କଡ଼ା ସୁରକ୍ଷା ବ୍ୟବସ୍ଥା ଥିବାବେଳେ ଏଭଳି ଏକ ଅଭାବନୀୟ ଘଟଣା କିପରି ଘଟିଲା ବୋଲି ସାଧାରଣରେ ପ୍ରଶ୍ନ ଉଠିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମେଡିକାଲ କଲେଜରେ ସ୍ନାତକତା ଦିବସ

September 10, 2026

ଲଘୁଚାପ କ୍ଷେତ୍ର ସୃଷ୍ଟି : ମୟୂରଭଞ୍ଜରେ ସମସ୍ତ ସ୍କୁଲ ଛୁଟି

September 10, 2026

ମଧୁ ଗୌଡ଼ ୟାସ୍ଖୀଙ୍କୁ ବଡ଼ ଦାୟିତ୍ୱ, ଅଲ୍ ଇଣ୍ଡିଆ ପ୍ରଫେସନାଲ୍ସ କଂଗ୍ରେସର ଅଧ୍ୟକ୍ଷ ନିଯୁକ୍ତ

September 10, 2026

ବିଲ୍ଡିଂ ଦୁର୍ଘଟଣା: ସ୍ଲାବ୍ ଭୁଶୁଡ଼ି ଫସିଲେ ୧୫ ଶ୍ରମିକ, ସମସ୍ତେ ସୁରକ୍ଷିତ ଉଦ୍ଧାର

September 10, 2026
Latest News

କବିରାଜ ଅନନ୍ତ ତ୍ରିପାଠୀ ଶର୍ମା ଆୟୁର୍ବେଦ ମେଡିକାଲ କଲେଜରେ ସ୍ନାତକତା ଦିବସ

September 10, 2026

ଲଘୁଚାପ କ୍ଷେତ୍ର ସୃଷ୍ଟି : ମୟୂରଭଞ୍ଜରେ ସମସ୍ତ ସ୍କୁଲ ଛୁଟି

September 10, 2026

ମଧୁ ଗୌଡ଼ ୟାସ୍ଖୀଙ୍କୁ ବଡ଼ ଦାୟିତ୍ୱ, ଅଲ୍ ଇଣ୍ଡିଆ ପ୍ରଫେସନାଲ୍ସ କଂଗ୍ରେସର ଅଧ୍ୟକ୍ଷ ନିଯୁକ୍ତ

September 10, 2026

ବିଲ୍ଡିଂ ଦୁର୍ଘଟଣା: ସ୍ଲାବ୍ ଭୁଶୁଡ଼ି ଫସିଲେ ୧୫ ଶ୍ରମିକ, ସମସ୍ତେ ସୁରକ୍ଷିତ ଉଦ୍ଧାର

September 10, 2026

ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ପରେ ଶେଷ ହେବ ଇରାନ ଯୁଦ୍ଧ, କମିବ ତେଲ ଦର: ଟ୍ରମ୍ପ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.