Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାୟଗଡା ଗସ୍ତରେ ରାଜସ୍ବ ଓ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ
ଆଜିର ଖବର

ରାୟଗଡା ଗସ୍ତରେ ରାଜସ୍ବ ଓ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ

December 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାୟଗଡା: ଦିନିକିଆ ରାୟଗଡା ଗସ୍ତରେ ଆସି ସ୍ଥାନୀୟ ଜିଲ୍ଲା ପରିଷଦ ବୈଠକ ଗୃହରେ ଏକ ସମୀକ୍ଷା ବୈଠକରେ ଯୋଗଦେଲେ ରାଜସ୍ବ ଓ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ। ଆଜି ଭୋରରୁ ରାୟଗଡାରେ ପହଂଚିବା ପରେ ପ୍ରଥମେ ମାଁ ମଝିଘରିଆଣି ଦର୍ଶନ କରିବା ସହ ଏକ ସମୀକ୍ଷା ବୈଠକରେ ଯୋଗଦେଲେ ରାଜସ୍ବ ଓ ପ୍ରଶମନ ମନ୍ତ୍ରୀ ଶ୍ରୀଯୁକ୍ତ ପୂଜାରୀ।

ଉକ୍ତ ବୈଠକରେ ରାୟଗଡା ବିଧାୟକ ଆପଲୁ ସ୍ୱାମୀ କାଡ୍ରାକା, ବିଷମକଟକ ବିଧାୟକ ନୀଳମାଧଵ ହିକକା, ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ, ଜିଲ୍ଲାପାଳ ପାରୁଲ ପଟୱାରି, ଏସପି, ଗୁଣୁପୁର ଓ ରାୟଗଡା ଉପଜିଲ୍ଲାପାଳ, ଜିଲ୍ଲାର ସମସ୍ତ ତହସିଲଦାର ସମେତ ଜିଲ୍ଲା ସ୍ଥରୀୟ ଅଧିକାରୀ ଉପସ୍ଥିତି ଥିଲେ।

ରାୟଗଡା ଗସ୍ତ ସୁରେଶ ପୂଜାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.