Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା: ପାଣି ପଞ୍ଚାୟତ ପକ୍ଷ ପାଳନ ପ୍ରସ୍ତୁତି ବୈଠକ
ଆଜିର ଖବର

ଖୋର୍ଦ୍ଧା: ପାଣି ପଞ୍ଚାୟତ ପକ୍ଷ ପାଳନ ପ୍ରସ୍ତୁତି ବୈଠକ

December 16, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ଅପରାହ୍ନ ୫.୩୦ ମିନିଟ ସମୟରେ ଜିଲ୍ଲାପାଳ, ଖୋର୍ଦ୍ଧାଙ୍କ ସମ୍ମିଳନୀ କକ୍ଷରେ ପାଣି ପଞ୍ଚାୟତ ପକ୍ଷ ପାଳନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ ଅଧ୍ୟକ୍ଷତା କରିଥିବା ବେଳେ ଅତିରିକ୍ତ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, କସ୍ତୂରିବାଳା ଜେନା ଉପସ୍ଥିତ ଥିଲେ। ଏହି ପାଣି ପଞ୍ଚାୟତ ୨୨ ଡିସେମ୍ବର,୨୦୨୪ ରୁ ୦୫ ଜାନୁଆରୀ,୨୦୨୫ ପର୍ଯ୍ୟନ୍ତ ଚାଲୁ ରହିବ।

ଡିଭିଜନାଲ୍ ସ୍ତରରେ ପ୍ରଥମେ ୨୨ ଡିସେମ୍ବର,୨୦୨୪ , ପରେ ଜିଲ୍ଲା ସ୍ତରରେ ୨୯.୧୨.୨୦୨୪ ରିଖରେ ପାଳନ କରାଯିବ। ଶେଷରେ ରାଜ୍ୟ ସ୍ତରରେ ୦୫.୦୧.୨୦୨୫ ରିଖରେ ପାଣି ପଞ୍ଚାୟତ ପକ୍ଷ ପାଳନ କରାଯିବାର ବ୍ୟବସ୍ଥା ରହିଛି। ଜିଲ୍ଲା ସ୍ତରରେ ୨୯.୧୨.୨୦୨୪ ରେ ଏକ ରଥ ପାଣି ପଞ୍ଚାୟତ ପକ୍ଷ ଉଦେଶ୍ୟରେ ସଚେତନ କରେଇବା ପାଇଁ ଜିଲ୍ଲାର ୧୦ ଟି ବ୍ଲକ ଏବଂ ପୌର ପରିଷଦ ପରିକ୍ରମା କରିବ।
ଏଥିସହ ଜିଲ୍ଲା ସ୍ତରରେ ଥିବା ବିଦ୍ୟାଳୟ ମାନଙ୍କରେ ପ୍ରତିଯୋଗିତା କରଯାଇ କୃତୀ ଛାତ୍ରୀଛାତ୍ର ମାନଙ୍କୁ ନଗଦ ଟଙ୍କା ଯଥାକ୍ରମେ ୨୫୦୦,୨୦୦୦,୧୫୦୦ଟଙ୍କା ଏବଂ ମାନପତ୍ର ପ୍ରଦାନ କରାଯିବାର ବ୍ୟବସ୍ଥା ରହିଛି।

ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ ପ୍ରତ୍ୟକ ଡିଭିଜନାଲ୍ ଅନ୍ତର୍ଗତ ଥିବା ସମସ୍ତ ପାଣି ପଞ୍ଚାୟତ ମାନଙ୍କର ସମୀକ୍ଷା କରିବା ସହ ୧୦ ଦିନ ଭିତରେ ଏକ ବୈଠକ କରି ବିବରଣୀ ପ୍ରଦାନ କରିବାକୁ ସମ୍ପୃକ୍ତ ଅଧିକାରୀମାନଙ୍କୁ ନିର୍ଦ୍ଧେଶ ଦେଇଛନ୍ତି। ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ପିଲାମାନଙ୍କ ପ୍ରତିଯୋଗିତା କରାଇବାକୁ ଏବଂ ବିଭିନ୍ନ ବିଭାଗୀୟ ଅଧିକାରୀ ମାନଙ୍କୁ ୧୦ ଗୋଟି ଷ୍ଟଲ ଖୋଲିବାକୁ ପରାମର୍ଶ ଦେଇଛନ୍ତି।

ଏହି ବୈଠକରେ ଜଳ ସେଚନର ସମ୍ପୃକ୍ତ ଅଧିକାରୀମାନେ ଅତିରିକ୍ତ ଶିକ୍ଷା ଅଧିକାରୀ, ସ୍ନିଗ୍ଧା ମିଶ୍ର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜ୍ୟୋସ୍ନାମୟୀ ଆଚାର୍ଯ, ଜିଲ୍ଲା ଟୁରିଷ୍ଟ ଅଧିକାରୀ ମୀରାବାଇ ବେହେରା ଓ ବନ ବିଭାଗୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ। ଶେଷରେ ଧନ୍ୟବାଦପୂର୍ବକ ବୈଠକ ସାଙ୍ଗ କରଯାଇଥିଲା।

ଖୋର୍ଦ୍ଧା ପାଣି ପଞ୍ଚାୟତ ପକ୍ଷ ପ୍ରସ୍ତୁତି ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.