Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲୋକସଭାରେ ଆଗତ ହେଲା ‘ଗୋଟିଏ ରାଷ୍ଟ୍ର, ଗୋଟିଏ ନିର୍ବାଚନ’ ବିଲ୍
ଆଜିର ଖବର

ଲୋକସଭାରେ ଆଗତ ହେଲା ‘ଗୋଟିଏ ରାଷ୍ଟ୍ର, ଗୋଟିଏ ନିର୍ବାଚନ’ ବିଲ୍

December 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ସଂସଦର ଶୀତକାଳୀନ ଅଧିବେଶନରେ ଉଭୟ ଗୃହ (ଲୋକସଭା ଏବଂ ରାଜ୍ୟସଭା) ର ପ୍ରକ୍ରିୟା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଗୋଟିଏ ପଟେ ଲୋକସଭାରେ ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବିଲ୍ ଆଗତ ହୋଇଥିବାବେଳେ ଅନ୍ୟ ପଟେ ରାଜ୍ୟସଭାରେ ସମ୍ବିଧାନ ଉପରେ ବିତର୍କ ଜାରି ରହିଛି। ଗୋଟିଏ ରାଷ୍ଟ୍ର, ଗୋଟିଏ ନିର୍ବାଚନ ବିଲ୍ ଲୋକସଭାରେ କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲଙ୍କ ଦ୍ଵାରା ଆଗତ କରାଯାଇଛି।

‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ କ’ଣ?:

ଭାରତରେ ବିଭିନ୍ନ ରାଜ୍ୟର ବିଧାନସଭା ନିର୍ବାଚନ, ଦେଶର ଲୋକସଭା ନିର୍ବାଚନ ଏବଂ ପୌର ତଥା ପଞ୍ଚାୟତ ନିର୍ବାଚନ ବିଭିନ୍ନ ସମୟରେ ଅନୁଷ୍ଠିତ ହୋଇଥାଏ। ଦେଶରେ ବିଧାନସଭା, ଲୋକସଭା, ପଞ୍ଚାୟତ ଏବଂ ପୌର ନିର୍ବାଚନ ଏକାସାଙ୍ଗରେ କରାଯାଉ ବୋଲି ନରେନ୍ଦ୍ର ମୋଦୀ ସରକାର ଚାହୁଁଛନ୍ତି।

Lok Sabha Lok Sabha Winter Session parliament Parliament Winter Session Parliament Winter Session 2024 Parliament Winter Session Live
Share. Facebook Twitter LinkedIn Email WhatsApp Copy Link

Related Posts

ଆତଙ୍କବାଦ ଉପରେ ଟଙ୍କା ଖର୍ଚ୍ଚ କରୁଥିବା ପାକିସ୍ତାନକୁ ମିଳିଲା ୪୧୦ ମିଲିୟନ ଡଲାରର ସମ୍ପତ୍ତି

August 25, 2025

ଆଜି ଭୁବନେଶ୍ୱରରେ ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀମାନଙ୍କ ସମ୍ମିଳନୀ

August 25, 2025

ପାଣିପାଗ ବିଭାଗର ଚେତାବନୀ ଜାରି: ରାଜ୍ୟରେ ଏହି ତାରିଖ ଯାଏଁ ଲାଗି ରହିବ ବର୍ଷା

August 25, 2025

ଭୁବନେଶ୍ୱରରେ ନିର୍ମିତ ପ୍ରଧାନମନ୍ତ୍ରୀଙ୍କ ଚକୋଲେଟ୍‌ ପ୍ରତିମୂର୍ତ୍ତିକୁ ସେୟାର କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

August 25, 2025
Latest News

ଆତଙ୍କବାଦ ଉପରେ ଟଙ୍କା ଖର୍ଚ୍ଚ କରୁଥିବା ପାକିସ୍ତାନକୁ ମିଳିଲା ୪୧୦ ମିଲିୟନ ଡଲାରର ସମ୍ପତ୍ତି

August 25, 2025

ଆଜି ଭୁବନେଶ୍ୱରରେ ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀମାନଙ୍କ ସମ୍ମିଳନୀ

August 25, 2025

ପାଣିପାଗ ବିଭାଗର ଚେତାବନୀ ଜାରି: ରାଜ୍ୟରେ ଏହି ତାରିଖ ଯାଏଁ ଲାଗି ରହିବ ବର୍ଷା

August 25, 2025

ଭୁବନେଶ୍ୱରରେ ନିର୍ମିତ ପ୍ରଧାନମନ୍ତ୍ରୀଙ୍କ ଚକୋଲେଟ୍‌ ପ୍ରତିମୂର୍ତ୍ତିକୁ ସେୟାର କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

August 25, 2025

ନୂଆଁଖାଇ ପର୍ବ: ନବାନ୍ନ ଲାଗି ପାଇଁ ମା’ ସମଲେଶ୍ୱରୀଙ୍କ ନିକଟରେ ପହଞ୍ଚିଲା ନୂଆ ଧାନ

August 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.