Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ତିନି ଦିନିଆ କୋରାପୁଟ ଓ ମାଲକାନଗିରି ଗସ୍ତ
ଆଜିର ଖବର

ଆସନ୍ତାକାଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ତିନି ଦିନିଆ କୋରାପୁଟ ଓ ମାଲକାନଗିରି ଗସ୍ତ

December 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ତିନି ଦିନ ଅର୍ଥାତ ୧୮, ୧୯ ଓ ୨୦ ତାରିଖ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଗସ୍ତ କରିବେ। ଏହି ଗସ୍ତ କାର୍ଯ୍ୟକ୍ରମରେ ଶ୍ରୀମତୀ ପରିଡା କୋରାପୁଟ ଜିଲ୍ଲା ମହୋତ୍ସବ “ପରବ ୨୦୨୪” ରେ ଯୋଗ ଦେବେ। ଏହା ସହ ଶ୍ରୀମତୀ ପରିଡା ଏହି ଦୁଇ ଜିଲ୍ଲା ରେ ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ମିଶନ ଶକ୍ତି ବିଭାଗର କାର୍ଯ୍ୟନ୍ୱୟନ ସମୀକ୍ଷା କରିବେ ଓ ଏହି ଦୁଇ ଜିଲ୍ଲା ରେ ଥିବା ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଗୁଡିକର ବିକାଶ କାର୍ଯ୍ୟକୁ ମଧ୍ୟ ସମୀକ୍ଷା କରିବେ।

କୋରାପୁଟ ପ୍ରଭାତୀ ପରିଡା ମାଲକାନଗିରି
Share. Facebook Twitter LinkedIn Email WhatsApp Copy Link

Related Posts

‘ଫଳାଫଳ ଚକିତ କରିବ’: ଉପରାଷ୍ଟ୍ରପତି ନିର୍ବାଚନ ମଧ୍ୟରେ ସଞ୍ଜୟ ସିଂହଙ୍କ ବଡ ଦାବି

September 9, 2025

ନେପାଳର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କେପି ଶର୍ମା ଓଲି

September 9, 2025

Asia Cup 2025: ଏହି ପ୍ଲେଇଂ ୧୧ ସହିତ ଏସିଆ କପ୍ ରେ ପ୍ରବେଶ କରିପାରେ ଟିମ୍ ଇଣ୍ଡିଆ

September 9, 2025

‘ଆମେ ନିଶ୍ଚିତ ଜିତିବୁ’: ଭୋଟ ଦେବା ପୂର୍ବରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କ ବଡ ଦାବି

September 9, 2025
Latest News

‘ଫଳାଫଳ ଚକିତ କରିବ’: ଉପରାଷ୍ଟ୍ରପତି ନିର୍ବାଚନ ମଧ୍ୟରେ ସଞ୍ଜୟ ସିଂହଙ୍କ ବଡ ଦାବି

September 9, 2025

ନେପାଳର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କେପି ଶର୍ମା ଓଲି

September 9, 2025

Asia Cup 2025: ଏହି ପ୍ଲେଇଂ ୧୧ ସହିତ ଏସିଆ କପ୍ ରେ ପ୍ରବେଶ କରିପାରେ ଟିମ୍ ଇଣ୍ଡିଆ

September 9, 2025

‘ଆମେ ନିଶ୍ଚିତ ଜିତିବୁ’: ଭୋଟ ଦେବା ପୂର୍ବରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କ ବଡ ଦାବି

September 9, 2025

ପ୍ରଥମ ସପ୍ତାହାନ୍ତରେ ‘ଦି ବେଙ୍ଗଲ୍ ଫାଇଲ୍ସ’ର ଆୟ ୧୧୧% ବୃଦ୍ଧି, ଜାଣନ୍ତୁ ସବୁକିଛି

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.