Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡିର ଘୋଷଣା, ରାଜ୍ୟରେ ଦରଦାମ ବୃଦ୍ଧି ବିରୋଧରେ ରାସ୍ତାକୁ ଓହ୍ଲାଇବ ଦଳ
ଆଜିର ଖବର

ବିଜେଡିର ଘୋଷଣା, ରାଜ୍ୟରେ ଦରଦାମ ବୃଦ୍ଧି ବିରୋଧରେ ରାସ୍ତାକୁ ଓହ୍ଲାଇବ ଦଳ

December 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେଡିର ଘୋଷଣା, ରାଜ୍ୟରେ ଦରଦାମ ବୃଦ୍ଧି ବିରୋଧରେ ରାସ୍ତାକୁ ଓହ୍ଲାଇବ ଦଳ

ଭୁବନେଶ୍ବର: ରାଜ୍ୟରେ ଯେପରି ଦରଦାମ ବୃଦ୍ଧି ପାଇଛି ତାହା ସାଧାରଣ ଲୋକଙ୍କୁ ଅତିଷ୍ଠ କରିସାରିଲାଣି। ହେଲେ ଓଡିଶା ସରକାର ଚୁପଚାପ ବସିରହିଛନ୍ତି। ଏହାର ବିରୋଧରେ ରାସ୍ତାକୁ ଓହ୍ଲାଇବ ବିଜୁ ଜନତା ଦଳ। ଆଜି ରାଜ୍ୟ କାର୍ଯ୍ୟାଳୟରେ ଏହି ଘୋଷଣା କରିଛନ୍ତି ଦଳର ବରିଷ୍ଠ ନେତା। ଭୁବନେଶ୍ବରରେ ଆସନ୍ତା ଜାନୁୟାରୀ 6 ତାରିଖରେ ଏହି ବିକ୍ଷୋଭ କରାଯିବ ବୋଲି ଦଳ କହିଛି।

ବର୍ତ୍ତମାନ ସରକାର ଯେପରି ଭାବେ ଶାସନ କରୁଛି ସେଥିରେ ସାଧାରଣ ଜନତା ହୃଦୟଙ୍ଗମ କରିସାରିଲେଣି। ଆମେ ଏକ ସଚେତନ ବିରୋଧୀ ଦଳ ଭାବେ ସାଧାରଣ ଲୋକଙ୍କୁ ସଚେତନ କରିବୁ ବୋଲି ବିଜେଡି ନେତା ଦେବୀ ପ୍ରସାଦ ମିଶ୍ର କହିଛନ୍ତି। ସେହିପରି ନୂଆ ବର୍ଷରୁ ବିଜେଡି ବିଭିନ୍ନ ପ୍ରସଂଗ ନେଇ ଆନ୍ଦୋଳନ କରିବ ବୋଲି ମଧ୍ୟ ଘୋଷଣା କରିଛି।

ଦରଦାମ ବୃଦ୍ଧି ଦେବୀ ମିଶ୍ର ବିଜେଡି ବିଜେଡି ଆନ୍ଦୋଳନ
Share. Facebook Twitter LinkedIn Email WhatsApp Copy Link

Related Posts

‘ଅପରେସନ ସାଇବର କବଚ’ ଜାରି: ୨୩ ଅଭିଯୁକ୍ତ ଗିରଫ

February 18, 2026

ଜିଓ ଆରୋଗ୍ୟ ଏଆଇ ଦ୍ୱାରା କେବଳ କିଛି ମିନିଟ୍‌ରେ ସ୍ୱାସ୍ଥ୍ୟ ସ୍କ୍ରିନିଂ, ଏଆଇ କ୍ଲିନିକ୍ ମଡେଲ୍ ପ୍ରସ୍ତୁତ

February 18, 2026

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026
Latest News

‘ଅପରେସନ ସାଇବର କବଚ’ ଜାରି: ୨୩ ଅଭିଯୁକ୍ତ ଗିରଫ

February 18, 2026

ଜିଓ ଆରୋଗ୍ୟ ଏଆଇ ଦ୍ୱାରା କେବଳ କିଛି ମିନିଟ୍‌ରେ ସ୍ୱାସ୍ଥ୍ୟ ସ୍କ୍ରିନିଂ, ଏଆଇ କ୍ଲିନିକ୍ ମଡେଲ୍ ପ୍ରସ୍ତୁତ

February 18, 2026

ବାସ୍ତବ ଦୁନିଆର ଆହ୍ୱାନକୁ ସମ୍ମୁଖୀନ ହୋଇପାରିବ ଭାରତର ଏଆଇ ମିଶନ: ଏସ୍‍ କ୍ରିଷ୍ଣନ୍‍

February 18, 2026

ଭାରତ ଏଆଇ ସମ୍ମିଳନୀରେ ଓଡ଼ିଶାର ଉଦ୍ୟମକୁ ପ୍ରଶଂସା କଲେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

February 18, 2026

ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ଼ ୱିକେଟର ପତନ: ବିଜେପିରେ ଯୋଗଦେବେ ଭୁପେନ ବୋରା

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.