Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ସ୍ତରୀୟ ଭାରଉତ୍ତୋଳନ ପ୍ରତିଯୋଗିତା ଅନୁଷ୍ଠିତ
ଆଜିର ଖବର

ରାଜ୍ୟ ସ୍ତରୀୟ ଭାରଉତ୍ତୋଳନ ପ୍ରତିଯୋଗିତା ଅନୁଷ୍ଠିତ

December 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଜ୍ୟ ସ୍ତରୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ ଠାରେ ଚଳିତ ମାସ ୧୪ ଓ ୧୫ ତାରିଖ ଦୁଇ ଦିନ ଧରି ପ୍ରଥମ ଓଡ଼ିଶା ଆନ୍ତଃ ତୃଣମୂଳ ସ୍ତରୀୟ (୧୪ ବର୍ଷରୁ କମ୍) ରାଜ୍ୟ ସ୍ତରୀୟ ଭାରଉତ୍ତୋଳନ ପ୍ରତିଯୋଗୀତା ଓଡ଼ିଶା ଭାରଉତ୍ତୋଳନ ସଂଘ ଏବଂ ” ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବସେବା ବିଭାଗ ତରଫରୁ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଅଛି।

ଏହି ରାଜ୍ୟସ୍ତରୀୟ ପ୍ରତିଯୋଗୀତାରେ ଅଂଶ ଗ୍ରହଣ କରିବା ପାଇଁ କେନ୍ଦ୍ରାପଡ଼ା ବହୁମୁଖ ଭବନ (ଏମ୍.ପି.ଆଇ.ଏସ୍.) କ୍ରୀଡା (ଇ.ଏସ୍. ) ତରଫରୁ ପ୍ରତିଯୋଗୀତା ଭାରୋତ୍ତୋଳନ ପ୍ରଶିକ୍ଷିକ ଶ୍ରୀମତୀ ସୂର୍ଯ୍ୟପ୍ରଭା ମହାରିଙ୍କ। ତତ୍ତ୍ୱାବଧାନରେ ୨ଜଣ ଛାତ୍ର ଓ ୩ ଜଣ ଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ସେମାନଙ୍କ ମଧ୍ୟରୁ ୧୪ ବର୍ଷରୁ କମ୍ ବାଳିକା (୪୯ (୯ କେ.ଜି.) ବର୍ଗରେ କୁମାରୀ ଇସାସିହ୍ନା। -୩ୟ ସ୍ଥାନ ଏବଂ ୧୪ ବର୍ଷରୁ କମ୍ ବାଳିକା (୫୫କେଜି ବର୍ଗରେ ଅର୍ପିତା। ମଧୁଶ୍ରୀ ସାହୁ ମଧ୍ୟ ଥିବା ୩ୟ ସ୍ଥାନ ଅଧିକାରକାରୀ କାଂସ୍ୟ ପଦକ ଆସ୍ଥା ପାଇଥିଲେ। କ୍ରୀଡ଼ା ବିଭାଗର ପ୍ରମୁଖ ସଚିବ ଶ୍ରୀଯୁକ୍ତ ଭାସ୍କର ଜ୍ୟୋତି ଶର୍ମା କୃତି ପ୍ରତିଯୋଗୀମାନଙ୍କୁ ମାନପ‌ତ୍ର ଓ ପଦକ ପ୍ରଦାନ କରିଥିଲେ। ମହାରଣା, ଆୟନ ଜେନା ଏବଂ କୀର୍ତି କୁମାର ସାହୁ ପ୍ରଭୃତି ଅଂଶ ଗ୍ରହଣ କରିଥିଲେ।

ଛାତ୍ରୀମାନଙ୍କର ଏହି କୃତିତ୍ବ ପାଇଁ କେନ୍ଦ୍ରାପଡ଼ା ଜିଲ୍ଲାର ଜିଲ୍ଲାପାଳ ଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ଶ୍ରୀଯୁକ୍ତ ନିଲୁ ମହାପାତ୍ର ଏବଂ ଜିଲ୍ଲା ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି । କ୍ରୀଡ଼ା ଅଧିକାରୀ ଶ୍ରୀଯୁକ୍ତ ଲୋକନାଥ ପାଣିଗ୍ରାହୀ ଜଣାଇଛନ୍ତି।

କଳିଙ୍ଗ ଷ୍ଟାଡିୟମ ଭାରୋତ୍ତୋଳନ ପ୍ରତିଯୋଗିତା ଭୁବନେଶ୍ବର ରାଜ୍ୟ ସ୍ତରୀୟ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ଦକ୍ଷତା ବିକାଶ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ

August 5, 2025

ବଳଙ୍ଗା ମୃତ ଛାତ୍ରୀଙ୍କ ଗାଁରୁ ନିମାପଡା ପର୍ଯ୍ୟନ୍ତ ନାରୀ ନ୍ୟାୟ ପଦଯାତ୍ରା କରିବ ପ୍ରଦେଶ କଂଗ୍ରେସ

August 5, 2025

ଅଗଷ୍ଟ  ୧୧ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେସନ

August 5, 2025

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ପ୍ରିୟଙ୍କା ଚତୁର୍ବେଦୀ, ବିଜେପିରେ ଯୋଗଦେବା ଉପରେ ବଢିଲା କଳ୍ପନାଜଳ୍ପନା

August 5, 2025
Latest News

ଓଡ଼ିଶାରେ ଦକ୍ଷତା ବିକାଶ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ

August 5, 2025

ବଳଙ୍ଗା ମୃତ ଛାତ୍ରୀଙ୍କ ଗାଁରୁ ନିମାପଡା ପର୍ଯ୍ୟନ୍ତ ନାରୀ ନ୍ୟାୟ ପଦଯାତ୍ରା କରିବ ପ୍ରଦେଶ କଂଗ୍ରେସ

August 5, 2025

ଅଗଷ୍ଟ  ୧୧ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେସନ

August 5, 2025

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ପ୍ରିୟଙ୍କା ଚତୁର୍ବେଦୀ, ବିଜେପିରେ ଯୋଗଦେବା ଉପରେ ବଢିଲା କଳ୍ପନାଜଳ୍ପନା

August 5, 2025

ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀରେ ଜଙ୍ଗଲ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡା ତାଗିଦ, କହିଲେ…

August 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.