Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାକୁମ୍ଭ ମେଳା ଅବସରରେ ରେଳବାଇରେ ମାଗଣା ଯାତ୍ରା ସମ୍ବନ୍ଧରେ ସ୍ପଷ୍ଟିକରଣ
ଆଜିର ଖବର

ମହାକୁମ୍ଭ ମେଳା ଅବସରରେ ରେଳବାଇରେ ମାଗଣା ଯାତ୍ରା ସମ୍ବନ୍ଧରେ ସ୍ପଷ୍ଟିକରଣ

December 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଟ୍ରେନ
ପୁରୀ ଷ୍ଟେସନରେ ସୁରକ୍ଷା ସମ୍ବନ୍ଧୀୟ କାର୍ଯ୍ୟ: ବାତିଲ ହେଲା ଏହି ଟ୍ରେନ

ନୂଆଦିଲ୍ଲୀ: ବିଶ୍ୱପ୍ରସିଦ୍ଧ ମହାକୁମ୍ଭ ମେଳା ଲାଗି ଯାତ୍ରୀମାନେ ରେଳପଥରେ ମାଗଣା ଯାତ୍ରା କରିପାରିବେ ବୋଲି କିଛି ଗଣମାଧ୍ୟମ ଦ୍ୱାରା ପ୍ରକାଶିତ ଖବରକୁ ରେଳ ମନ୍ତ୍ରଣାଳୟ ଖଣ୍ଡନ କରିଛି। ଏପ୍ରକାର ଖବର ମିଥ୍ୟା ଓ ବିଭ୍ରାନ୍ତିକର ବୋଲି ରେଳବାଇ ପକ୍ଷରୁ କୁହାଯାଇଛି।

ବିନା ଟିକେଟରେ ରେଳପଥରେ ଯାତ୍ରା କରିବା ଦଣ୍ଡନୀୟ ଅପରାଧ ବୋଲି ରେଳବାଇ ସୂଚାଇ ଦେଇଛି। ମହାକୁମ୍ଭ ମେଳା କିମ୍ବା ଅନ୍ୟ କୌଣସି ପର୍ବରେ ରେଳପଥରେ ମାଗଣା ଯାତ୍ରା କରିବା ଲାଗି କୌଣସି ବ୍ୟବସ୍ଥା ନାହିଁ ବୋଲି ରେଳବାଇ ପକ୍ଷରୁ ପୁଣିଥରେ କୁହାଯାଇଛି।

ମହାକୁମ୍ଭ ମେଳା ଅବସରରେ ରେଳପଥରେ ସୁବିଧାରେ ଯାତ୍ରା କରିବା ଲାଗି ରେଳବାଇ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଥିବା କୁହାଯାଇଛି। ଯାତ୍ରୀମାନଙ୍କ ପ୍ରବଳ ଜନ ସମାଗମକୁ ଦୃଷ୍ଟିରେ ରଖି ରେଳବାଇ ପକ୍ଷରୁ ଅଧିକା ଟିକେଟ କାଉଂଟର ସହ ଅନ୍ୟାନ୍ୟ ଆନୁସଙ୍ଗିକ ବ୍ୟବସ୍ଥା କରାଯାଇଥିବା ସୂଚନା ଦିଆଯାଇଛି।

ବିଶ୍ୱପ୍ରସିଦ୍ଧ ମହାକୁମ୍ଭ ମେଳା ମାଗଣା ଯାତ୍ରା ରେଳ ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

“ଜ୍ଞାନେଶ କୁମାର ହେଉଛନ୍ତି ପ୍ରଧାନମନ୍ତ୍ରୀ ମୋଦି-ଶାହାଙ୍କ ଅମ୍ପାୟାର”: ରାହୁଲ ଗାନ୍ଧୀ

September 26, 2026

‘ବାର୍ତ୍ତାଳାପ’ ସାମ୍ବାଦିକ ଓ ସରକାରଙ୍କ ମଧ୍ୟରେ ଏକ ସେତୁ: ଅଖିଳ କୁମାର ମିଶ୍ର

September 26, 2026

ମୟୂରଭଞ୍ଜରେ ସଙ୍ଗୀନ ବନ୍ୟା ପରିସ୍ଥିତି: ବୁଢ଼ାବଳଙ୍ଗ ସମେତ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି

September 26, 2026

୫୨୦ ନମ୍ବର ଜାତୀୟ ରାଜପଥ ବାଇପାସ୍‌ରେ ଭୂସ୍ଖଳନ

September 26, 2026
Latest News

“ଜ୍ଞାନେଶ କୁମାର ହେଉଛନ୍ତି ପ୍ରଧାନମନ୍ତ୍ରୀ ମୋଦି-ଶାହାଙ୍କ ଅମ୍ପାୟାର”: ରାହୁଲ ଗାନ୍ଧୀ

September 26, 2026

‘ବାର୍ତ୍ତାଳାପ’ ସାମ୍ବାଦିକ ଓ ସରକାରଙ୍କ ମଧ୍ୟରେ ଏକ ସେତୁ: ଅଖିଳ କୁମାର ମିଶ୍ର

September 26, 2026

ମହାପ୍ରଭୁଙ୍କ ସୁନାବେଶ ପାଇଁ ତିଆରି ହେବ ନୂଆ ସୁନା ଅଳଙ୍କାର

September 26, 2026

ନେତାରୁ ବିଧାୟକ ଓ ମନ୍ତ୍ରୀ ହେବା ପରେ ଏବେ ହେଲେ କବି; ଲୋକାର୍ପିତ ହେଲା ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ପୁସ୍ତକ

September 26, 2026

ମୟୂରଭଞ୍ଜରେ ସଙ୍ଗୀନ ବନ୍ୟା ପରିସ୍ଥିତି: ବୁଢ଼ାବଳଙ୍ଗ ସମେତ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି

September 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.