Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୩୦ତମ ବିଶ୍ବବିଦ୍ୟାଳୟ କ୍ରୀଡାରେ ଦୂତୀଙ୍କୁ ସ୍ବର୍ଣ୍ଣ : ରାଷ୍ଟ୍ରପତିଙ୍କ ଶୁଭେଚ୍ଛା
ଆଜିର ଖବର

୩୦ତମ ବିଶ୍ବବିଦ୍ୟାଳୟ କ୍ରୀଡାରେ ଦୂତୀଙ୍କୁ ସ୍ବର୍ଣ୍ଣ : ରାଷ୍ଟ୍ରପତିଙ୍କ ଶୁଭେଚ୍ଛା

July 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଇଟାଲୀର ନାପୋଲିରେ ଅନୁଷ୍ଠିତ ହେଉଥିବର ୩୦ତମ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ଓଡ଼ିଆ ଧାବିକା ଦୂତୀ ଚାନ୍ଦ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଦୂତି ୧୦୦ ମିଟର ଦୌଡ଼ରେ ପ୍ରଥମ ସ୍ଥାନ ହାସଲ କରି ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ଏହା ସହିତ ଦୂତି ପ୍ରଥମ ଭାରତୀୟ ଭାବରେ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ୧୦୦ ମିଟର ବର୍ଗରେ ସ୍ୱର୍ଣ୍ଣ ପଦକ ହାସଲ କରିବାରେ ସକ୍ଷମ ହୋଇଛନ୍ତି। ଦୂତୀ ୧୧.୩୨ ସେକେଣ୍ଡରେସମୟ ନେଇ ଦୂତୀ ନିଜର ରେସ୍‌ ସମାପ୍ତ କରିଥିଲେ। ୧୧.୩୩ ସେକେଣ୍ଡ ସମୟ ନେଇ ସ୍ୱିଜରଲ୍ୟାଣ୍ଡର ଆଜ୍‌ଲା ଡେଲ୍ ରୌପ୍ୟ ପଦକ ହାସଲ କରିଥିଲେ। ଦୂତୀଙ୍କ ପଦକ ସହିତ ଭାରତ ପ୍ରଥମ ସ୍ବର୍ଣ୍ଣମ ପଦକ ହାସଲ କରିଥିବା ବେଳେ ଚଳିତ ସଂସ୍କରଣରେ ଭାରତର ଏହା ଚତୁର୍ଥ ପଦକ। ଏହାକୁ ମିଶାଇ ଭାରତ ଗୋଟିଏ ଲେଖାଏଁ ସ୍ବର୍ଣ୍ଣ ଏବଂ ରୌପ୍ୟ ସହିତ ଦୁଇଟି ବ୍ରୋଞ୍ଜ ପଦକ ହାସଲ କରିବାରେ ସକ୍ଷମ ହୋଇଛି। ଚଳିତ ସଂସ୍କରଣରେ ଏହା ହେଉଛି ଭାରତର ପ୍ରଥମ ସ୍ୱର୍ଣ୍ଣ ପଦକ। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ଟ୍ୱିଟ୍ କରି ଦୂତିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି କହିଛନ୍ତି, ଏହା ଦେଶ ପାଇଁ ବହୁତ ଗର୍ବର କଥା। ଏହିଭଳି ଉଭ୍ୟମ ଜାରି ରଖ ଓ ଅଲିମ୍ପିକ୍ସରେ ଏହି ସଫଳତାକୁ ଦୋହରାଇବାକୁ ଲକ୍ଷ୍ୟ ରଖ ବୋଲି ପରାମର୍ଶ ଦେଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026
Latest News

ଯଦି ନୀତିଶ କୁମାର ରାଜ୍ୟସଭାକୁ ଯାଆନ୍ତି, ତେବେ କିଏ ହେବେ ବିହାରର ମୁଖ୍ୟମନ୍ତ୍ରୀ?: ନିଶାନ୍ତଙ୍କୁ…..

March 4, 2026

ରାଜ୍ୟସଭାକୁ ଯିବେ କି ନୀତିଶ କୁମାର?: ବିହାରର ବିଭିନ୍ନ ରାଜନୈତିକ ଦଳରୁ ଆସିଲା ପ୍ରତିକ୍ରିୟା

March 4, 2026

ରାଜ୍ୟସଭା ନିର୍ବାଚନ: ବିଜୟ ମହାପାତ୍ରଙ୍କ ଘରକୁ କାହିଁକ ଗଲେ ଦିଲ୍ଲୀପ ରାୟ, ବିଧାୟକ ଅରବିନ୍ଦ କହିଲେ..

March 4, 2026

ଅହମ୍ମଦାବାଦ ବିମାନବନ୍ଦରରେ ଭାବପ୍ରବଣ ଦୃଶ୍ୟ: ଜେଦ୍ଦାରୁ ଫେରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଯାତ୍ରୀ 

March 4, 2026

Holi Festival 2026: ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.