Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲୋକସଭା ପ୍ରକ୍ରିୟା ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ, ରାହୁଲଙ୍କ ବିରୋଧରେ ବିଜେପିର ବିରୋଧ ପ୍ରଦର୍ଶନ
ଆଜିର ଖବର

ଲୋକସଭା ପ୍ରକ୍ରିୟା ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ, ରାହୁଲଙ୍କ ବିରୋଧରେ ବିଜେପିର ବିରୋଧ ପ୍ରଦର୍ଶନ

December 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ସଂସଦର ଶୀତକାଳୀନ ଅଧିବେଶନର ଶେଷ ଦିନ। ଆଜି ଯେତେବେଳେ ଲୋକସଭା ପ୍ରକ୍ରିୟା ଆରମ୍ଭ ହେଲା, ସେତେବେଳେ ବାଚସ୍ପତି ଓମ ବିର୍ଲା ସାଂସଦମାନଙ୍କୁ ସଂସଦର ସମ୍ମାନ ଏବଂ ମର୍ଯ୍ୟାଦା ବଜାୟ ରଖିବାକୁ ପରାମର୍ଶ ଦେଇଥିଲେ। ବାଚସ୍ପତି ଏହା ମଧ୍ୟ କହିଥିଲେ ଯେ, ସଂସଦ ପରିସରରେ ବାରମ୍ବାର ବିରୋଧ କରିବା ଉଚିତ୍ ନୁହେଁ, ନଚେତ୍ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପଡ଼ିବ। ପ୍ରଥମେ ସମସ୍ତ ସାଂସଦ ବନ୍ଦେ ମାତରମ ପାଇଁ ଛିଡା ହୋଇଥିଲେ। ଏହା ପରେ ଲୋକସଭାର ପ୍ରକ୍ରିୟା ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା।

ରାଜ୍ୟସଭାର ପ୍ରକ୍ରିୟା ମଧ୍ୟ ମଧ୍ୟାହ୍ନ ୧୨ ପର୍ଯ୍ୟନ୍ତ ମୁଲତବୀ ରଖାଯାଇଥିଲା। ଗତକାଲି ସଂସଦରେ ଏକ ବଡ଼ ଧରଣର ଉତ୍ତେଜନା ଦେଖାଦେଇଥିଲା। ଆଜି ବି ସଂସଦ ପରିସରରେ ରାହୁଲ ଗାନ୍ଧୀଙ୍କ ବିରୋଧରେ ବିଜେପି ବିରୋଧ କରୁଛି। ବିରୋଧୀ ଦଳ ପକ୍ଷରୁ ମଧ୍ୟ ପ୍ରଦର୍ଶନ କରାଯାଇଛି।

ଗୁରୁବାର ସଂସଦରେ ବିକ୍ଷୋଭ ପ୍ରଦର୍ଶନ ବେଳେ ଓଡ଼ିଶାର ବାଲେଶ୍ଵର ସାଂସଦ ପ୍ରତାପ ଷଡଙ୍ଗୀ ଏବଂ ଉତ୍ତରପ୍ରଦେଶର ଫାରୁଖବାଦର ବିଜେପି ସାଂସଦ ମୁକେଶ ରାଜପୁତ ଆହତ ହୋଇଛନ୍ତି। ଏହି ପ୍ରସଙ୍ଗରେ ବିରୋଧୀ ଓ ବିଜେପି ସାଂସଦମାନେ ପରସ୍ପରକୁ ଦୋଷାରୋପ କରି ଅଭିଯୋଗ କରିଥିଲେ।

ଏହି ପ୍ରସଙ୍ଗରେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ବିରୋଧରେ ଏଫଆଇଆର ମଧ୍ୟ ଦାଖଲ କରାଯାଇଛି। ବିରୋଧୀଦଳ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ଏଫଆଇଆର ଉପରେ କଂଗ୍ରେସ ସାଂସଦ ପ୍ରିୟଙ୍କା ଗାନ୍ଧୀ କହିଛନ୍ତି ଯେ, “ସମଗ୍ର ଦେଶ ଏହା ଦେଖୁଛି, ସେମାନେ ରାହୁଲ ଗାନ୍ଧୀଙ୍କ ବିରୋଧରେ ଅନେକ ମାମଲା ଦାୟର କରିଛନ୍ତି। ସେମାନେ ନୂଆ ଏଫଆଇଆର ଆଣି ମିଛ କହୁଛନ୍ତି … ଏହା ହେଉଛି ସେମାନଙ୍କର ନିରାଶାର ସ୍ତର।”

loksabha om birla parliament pratap sarangi rahul gandhi
Share. Facebook Twitter LinkedIn Email WhatsApp Copy Link

Related Posts

Swaraj Kaushal Dies: ସୁଷମା ସ୍ବରାଜଙ୍କ ସ୍ବାମୀ ସ୍ବରାଜ କୈଶଳଙ୍କ ଦେହାନ୍ତ, ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ

December 4, 2025

New IPS Officer: କାର୍ଯ୍ୟରେ ଯୋଗ ଦେଲେ ଓଡିଶା କ୍ୟାଡରର ୭ ଆଇପିଏସ ଅଫିସର

December 4, 2025

Zee Sarthak Bhagyarekha: ଜୀ ସାର୍ଥକର ମେଗା ଧାରାବାହିକ ‘ଭାଗ୍ୟରେଖା’ରେ ଆସିଲା ବିବାହ ଋତୁ

December 4, 2025

Odisha Rail Projects: ଓଡିଶାରେ କଣ ବଡ ରେଳ ପ୍ରକଳ୍ପ ଚାଲିଛି, ଗୃହକୁ ସୂଚନା ଦେଲେ ରେଳମନ୍ତ୍ରୀ

December 4, 2025
Latest News

ଗୃହ ବିଭାଗର ଖର୍ଚ୍ଚ ଦାବୀ ଉପରେ ଆଲୋଚନା କରି ରାଜ୍ୟର ଆଇନ ଶୃଙ୍ଖଳା ଉପରେ ମୁଖ୍ୟମନ୍ତ୍ରୀ କହିଲେ…

December 4, 2025

Putin Arrives in New Delhi: ପହଞ୍ଚିଲେ ଋଷର ରାଷ୍ଟ୍ରପତି ପୁଟିନ, ସ୍ବାଗତ କଲେ ପ୍ରଧାନମନ୍ତ୍ରୀ ମୋଦି

December 4, 2025

Swaraj Kaushal Dies: ସୁଷମା ସ୍ବରାଜଙ୍କ ସ୍ବାମୀ ସ୍ବରାଜ କୈଶଳଙ୍କ ଦେହାନ୍ତ, ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ

December 4, 2025

Amrit Bharat Station Scheme: ଓଡିଶା ସଂସ୍କୃତିରେ ଝଲସିଲା ଓଡିଶାର ବରପାଲି ରେଳ ଷ୍ଟେସନ

December 4, 2025

New IPS Officer: କାର୍ଯ୍ୟରେ ଯୋଗ ଦେଲେ ଓଡିଶା କ୍ୟାଡରର ୭ ଆଇପିଏସ ଅଫିସର

December 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.