Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମପ୍ରକାଶ ଚୌଟାଲାଙ୍କ ପରଲୋକ
ଆଜିର ଖବର

ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମପ୍ରକାଶ ଚୌଟାଲାଙ୍କ ପରଲୋକ

December 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତୀୟ ଜାତୀୟ ଲୋକ ଦଳ ମୁଖ୍ୟ ତଥା ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମପ୍ରକାଶ ଚୌଟାଲାଙ୍କ ଆଜି ପରଲୋକ ହୋଇଯିୟାଇଛି। ସେ ତାଙ୍କ ଗୁରୁଗ୍ରାମ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ବୟସ ହୋଇଥିଲା। ଓମ ପ୍ରକାଶ ପାଞ୍ଚଥର ହରିୟାଣାର ମୁଖ୍ୟମନ୍ତ୍ରୀ ଥିଲେ।

ସେ ଡିସେମ୍ବର ୨ ତାରିଖ ୧୯୮୯ ରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ ଏବଂ ୧୭୧ ଦିନ ଏହି ପଦବୀରେ ରହିଲେ। ଏହା ପରେ, ସେ ଜୁଲାଇ ୧୨ ତାରିଖ ୧୯୯୦ ରେ ମୁଖ୍ୟମନ୍ତ୍ରୀ ହୋଇଥିଲେ ଏବଂ ପାଞ୍ଚ ଦିନ ପାଇଁ ଏହି ପଦବୀରେ ରହିଥିଲେ।

ଓମ ପ୍ରକାଶ ପୁଣି ମାର୍ଚ୍ଚ ୨୨ ତାରିଖ ୧୯୯୧ ରେ ମୁଖ୍ୟମନ୍ତ୍ରୀ ହୋଇଥିଲେ ଏବଂ ୧୫ ଦିନ ରହିଥିଲେ। ସେ ପୁଣି ୨୪ ଜୁଲାଇ ୧୯୯୯ ରେ ମୁଖ୍ୟମନ୍ତ୍ରୀର ଚେୟାରରେ ବସି ମାର୍ଚ୍ଚ ୨ ତାରିଖ ୨୦୦୦ ପର୍ଯ୍ୟନ୍ତ ରହିଥିଲେ। ଏହା ପରେ ସେ ତାଙ୍କର କାର୍ଯ୍ୟକାଳ ପାଞ୍ଚ ବର୍ଷ ପୂରଣ କଲେ।

Breaking News Haryana News
Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ଥରେ ଜେଡିୟୁକୁ ଝଟକା ଦେବେ କି ଚିରାଗ ପାସୱାନ?: ଦେଲେ ଏଭଳି ସଂକେତ!

October 8, 2025

ଆଲିଆ ଭଟ୍ଟଙ୍କୁ କାହିଁକି କ୍ଷମା ମାଗିଲେ ପ୍ରିୟଙ୍କା ଗାନ୍ଧୀ?: ଜାଣନ୍ତୁ କାରଣ

October 8, 2025

ଏବେ ମାଗଣାରେ ଦେଖନ୍ତୁ ଲାଇଭ୍ ଟିଭି ଏବଂ ସିନେମା!: ଜାଣନ୍ତୁ ପ୍ରକ୍ରିୟା

October 8, 2025

Air Force Day: ‘ଅପରେସନ ସିନ୍ଦୂର’ ର ନାୟକମାନଙ୍କୁ ସମ୍ମାନିତ କଲା ଭାରତୀୟ ବାୟୁସେନା

October 8, 2025
Latest News

ପୁଣି ଥରେ ଜେଡିୟୁକୁ ଝଟକା ଦେବେ କି ଚିରାଗ ପାସୱାନ?: ଦେଲେ ଏଭଳି ସଂକେତ!

October 8, 2025

ଆଲିଆ ଭଟ୍ଟଙ୍କୁ କାହିଁକି କ୍ଷମା ମାଗିଲେ ପ୍ରିୟଙ୍କା ଗାନ୍ଧୀ?: ଜାଣନ୍ତୁ କାରଣ

October 8, 2025

ଏବେ ମାଗଣାରେ ଦେଖନ୍ତୁ ଲାଇଭ୍ ଟିଭି ଏବଂ ସିନେମା!: ଜାଣନ୍ତୁ ପ୍ରକ୍ରିୟା

October 8, 2025

Air Force Day: ‘ଅପରେସନ ସିନ୍ଦୂର’ ର ନାୟକମାନଙ୍କୁ ସମ୍ମାନିତ କଲା ଭାରତୀୟ ବାୟୁସେନା

October 8, 2025

ଇଣ୍ଡିଆ-ଅଷ୍ଟ୍ରେଲିଆ କ୍ରିକେଟ ସିରିଜ: ଭାରତରେ କେତେବେଳେ ଆରମ୍ଭ ହେବ ମ୍ୟାଚ୍? ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ

October 8, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.