Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏମିତି ବେଶ କାହିଁକି ହେଲେ ଉପମୁଖମନ୍ତ୍ରୀ ପ୍ରଭାତୀ ପରିଡା, ଜାଣନ୍ତୁ କାରଣ
ଆଜିର ଖବର

ଏମିତି ବେଶ କାହିଁକି ହେଲେ ଉପମୁଖମନ୍ତ୍ରୀ ପ୍ରଭାତୀ ପରିଡା, ଜାଣନ୍ତୁ କାରଣ

December 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏମିତି ବେଶ କାହିଁକି ହେଲେ ଉପମୁଖମନ୍ତ୍ରୀ ପ୍ରଭାତୀ ପରିଡା, ଜାଣନ୍ତୁ କାରଣ

ମାଲକାନଗିରି: ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଯେପରି ବେଶ ଧାରଣ କରିଛନ୍ତି ତାହାକୁ ନେଇ ବିଭିନ୍ନ ମହଲରେ ଚାଲିଛି ଚର୍ଚ୍ଚା। ସେ ଆଜି ବଣ୍ଡା ଆଦିବାସୀ ମହିଳାଙ୍କ ପରି ବେଶ ହୋଇ ଦେଖାଦେଇଥିଲେ। ତେବେ ଅବସର ଥିଲା ସେ ମାଲାକାନାଗିରି ଗସ୍ତ ବେଳେ ବଣ୍ଡା ମହିଳାମାନେ ସୁଭଦ୍ରା ଯୋଜନା ପାଉଛନ୍ତି କି ନାହିଁ ତାହାର ସମୀକ୍ଷା କରିଥିଲେ। ସେହି ସମୟରେ ସେ ବଣ୍ଡା ମହିଳାଙ୍କ ଅନୁରୋଧରେ ଏପରି ବେଶ ହୋଇଥିଲେ।

ଆଜି ମାଲକାନଗିରି ଜିଲ୍ଲା ର ଖଇରପୁଟ ର ମୁଦୁଲିପଡା ଠାରେ ବଣ୍ଡାଘାଟୀ ଅଞ୍ଚଳରେ ସୁଭଦ୍ରା ଯୋଜନା ର କାର୍ଯ୍ୟକାରିତା ଉପରେ ସମୀକ୍ଷା କରିଥିଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା। ଏହି ସମୀକ୍ଷା ରେ ବିଧାୟକ, ଚିତ୍ରକୋଣ୍ଡା ଏବଂ ମାଲକାନାଗିରି, ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଏବଂ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ବଣ୍ଡାଘାଟିରେ ସୁଭଦ୍ରା ଯୋଜନାର ସହାୟତା ପଂହଁଚି ପାରୁନି ବୋଲି ବାର ବାର ଅଭିଯୋଗ ଆସୁଥିଲା। ଏହି ସଂକ୍ରାନ୍ତରେ ଉପମୁଖ୍ୟମନ୍ତ୍ରୀ ନିଜେ ସମୀକ୍ଷା କରିବେ ବୋଲି କହିଥିଲେ। ଆଜି ଉପମୁଖ୍ୟମନ୍ତ୍ରୀଙ୍କ କୋରାପୁଟ-ମାଲକାନଗିରି ଗସ୍ତରେ ନିଜ କଥା ଅନୁସାରେ ନିଜେ ବଣ୍ଡାଘାଟି ଯାଇ ସୁଭଦ୍ରା ଯୋଜନାର ସମୀକ୍ଷା କରିଛନ୍ତି।

Pravati Parida ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ପ୍ରଭାତୀ ପରିଡା ସୁଭଦ୍ରା ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026
Latest News

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.