Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଲକାନଗିରିରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ସମୀକ୍ଷା ବୈଠକ
ଆଜିର ଖବର

ମାଲକାନଗିରିରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ସମୀକ୍ଷା ବୈଠକ

December 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Pravati Parida’s sm post on next Subadra instalment
Pravati Parida’s sm post on next Subadra instalment

ଭୁବନେଶ୍ଵର: ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଦିନିକିଆ ମାଲକାନଗିରି ଜିଲ୍ଲା ଗସ୍ତରେ ଆସି ଆଜି ଜିଲ୍ଲା ପରିଷଦ ସଭାଗୃହରେ ଏକ ସମୀକ୍ଷ ବୈଠକରେ ଯୋଗ ଦେଇଛନ୍ତି। ଏଥିରେ ଜିଲ୍ଲାର ୨ ଟି ଜଳ ଭଣ୍ଡାର ଓ ୨ ଟି ଜଳ ପ୍ରପାତ ବିକାଶ ସହ ଜିଲ୍ଲାରେ ଇକୋ ରିଟ୍ରିଟ କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି।

ଏଥିସହ ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରର ନିଜସ୍ୱ ଗୃହ ନିର୍ମାଣ କରିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଯେଉଁ ହିତାଧିକାରୀଙ୍କ ସୁଭଦ୍ରା ଆବେଦନ ନାକଚ ହୋଇଛି, ସେମାନଙ୍କ ତାଲିକାକୁ ଯାଂଚ କରିବାକୁ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲାରେ ୬୦ ହଜାର ଲକ୍ଷପତି ଦିଦି ସୃଷ୍ଟି ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯିବ ବୋଲି ପ୍ରକାଶ କରିବା ସହ ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ ପାଇଁ ପର୍ଯ୍ୟଟନ ବିଭାଗର ସ୍ୱତନ୍ତ୍ର ଟିମ ମାଲକାନଗିରି ଜିଲ୍ଲା ଗସ୍ତ କରି ଜିଲ୍ଲାପାଳଙ୍କ ସହ ଡି.ପି.ଆର ପ୍ରସ୍ତୁତ କରିବେ ବୋଲି ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା ସୂଚନା ଦେଇଛନ୍ତି।

ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ, ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ, ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ବେଦବର ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ସାଧାରଣ ସୋମନାଥ ପ୍ରଧାନ, ଜିଲ୍ଲା ପାରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ନରେଶ ଚନ୍ଦ୍ର ଶବର ଓ ଏ.ଏସ.ପି ତପନ ନାରାୟଣ ରଥ ଯୋଗ ଦେଇଥିଲେ।

ପ୍ରଭାତୀ ପରିଡା ମାଲକାନଗିରି ସମୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

‘ଭାରତ ସରକାର ଦାୟୀ ନୁହନ୍ତି’: ଗ୍ୟାସ ଯୋଗାଣ ଅଭାବ ଉପରେ କଂଗ୍ରେସ ସାଂସଦଙ୍କ ବିବୃତ୍ତି

March 10, 2026

ଇଣ୍ଡିଗୋର ସିଇଓ ପିଟର ଏଲବର୍ସଙ୍କ ଇସ୍ତଫା: ଜାଣନ୍ତୁ କ’ଣ କହିଲା ଏୟାରଲାଇନ୍ସ?

March 10, 2026

ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

March 10, 2026

ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ‘ନ୍ୟାୟ ସଂହିତା ପ୍ରଦର୍ଶନୀ’ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

March 10, 2026
Latest News

‘ଭାରତ ସରକାର ଦାୟୀ ନୁହନ୍ତି’: ଗ୍ୟାସ ଯୋଗାଣ ଅଭାବ ଉପରେ କଂଗ୍ରେସ ସାଂସଦଙ୍କ ବିବୃତ୍ତି

March 10, 2026

ଇଣ୍ଡିଗୋର ସିଇଓ ପିଟର ଏଲବର୍ସଙ୍କ ଇସ୍ତଫା: ଜାଣନ୍ତୁ କ’ଣ କହିଲା ଏୟାରଲାଇନ୍ସ?

March 10, 2026

ଅପରେସନ ସାଇବର କବଚ: ୩୩୬ ଅଭିଯୁକ୍ତ ଗିରଫ

March 10, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଆତଙ୍କବାଦୀଙ୍କୁ ଗୁପ୍ତ ସୂଚନା ଯୋଗାଇବା ଅଭିଯୋଗ: ବହିଷ୍କୃତ ହେଲେ ଜମ୍ମୁ ଓ କାଶ୍ମୀର ସରକାର ତିନି କର୍ମଚାରୀ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.