Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସର୍ବ ଭାରତୀୟ ଆମନ୍ତ୍ରଣୀୟ ଫୁଟବଲ ପ୍ରତିଯୋଗିତା: ଭାଗ ନେଲେ ବାହାର ରାଜ୍ୟରୁ ୮ ଟି ଦଳ
ଆଜିର ଖବର

ସର୍ବ ଭାରତୀୟ ଆମନ୍ତ୍ରଣୀୟ ଫୁଟବଲ ପ୍ରତିଯୋଗିତା: ଭାଗ ନେଲେ ବାହାର ରାଜ୍ୟରୁ ୮ ଟି ଦଳ

December 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଢେଙ୍କାନାଳ ଜ଼ିଲ୍ଲା କ୍ରୀଡା ସଙ୍ଘ ପକ୍ଷରୁ ଓଡିଶା ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ଏବଂ ଜ଼ିଲ୍ଲା ପ୍ରଶାସନ ମିଳିତ ସହଯୋଗରେ ମିନି ଷ୍ଟାଡିୟମ ଠାରେ ଚଳିତ ମାସ ୧୪ ତାରିଖରେ ଷଷ୍ଠ ସର୍ବ ଭାରତୀୟ ଆମନ୍ତ୍ରଣୀୟ ଫୁଟବଲ ପ୍ରତିଯୋଗିତାର ଶୁଭ ଉଦଘାଟନ ହୋଇଥିଲା। ଏହି ପ୍ରତିଯୋଗିତାରେ ଓଡିଶାରୁ ୪ ଟି ଦଳ ଓ ବାହାର ରାଜ୍ୟରୁ ୮ଟି ଦଳ ଅଂଶ ଗ୍ରହଣ କରିଛନ୍ତି।

ଏହି ଷଷ୍ଠ ସର୍ବ ଭାରତୀୟ ଆମନ୍ତ୍ରଣୀୟ ଫୁଟବଲ ପ୍ରତିଯୋଗିତାରେ ରାଧାରମଣ କ୍ଲବ, କଟକ ଟାଇ ବ୍ରେକର ଜରିଆରେ ୪-୨ ଗୋଲରେ ସୁରଜ ଫୁଟବଲ କ୍ଲବ ଫୁଲବାଣୀକୁ ପରାସ୍ତ କରି ସେମି ଫାଇନାଲ ପ୍ରବେଶ କରିଛି।

ଓଡିଶା ସରକାର ଢେଙ୍କାନାଳ ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

LPG e-KYC ର ଆଜି ଶେଷ ଦିନ: ଶୀଘ୍ର ସମାପ୍ତ କରନ୍ତୁ ଏହି ପ୍ରକ୍ରିୟା, ନଚେତ ବଢିବ ସମସ୍ୟା

August 23, 2026

ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ର ଆତଙ୍କ!: ଏପର୍ଯ୍ୟନ୍ତ ୧୭୭୭ ମାମଲା ଚିହ୍ନଟ

August 23, 2026

ରାସନ କାର୍ଡ ଧାରକଙ୍କୁ ମିଳୁଛି ଶସ୍ତା ଚିନି: ଜାଣନ୍ତୁ କେଉଁମାନଙ୍କ ପାଇଁ ପ୍ରଯୁଜ୍ୟ?

August 23, 2026

ଅଷ୍ଟ୍ରେଲିଆର ବିଜୟ ପରେ WTC ପଏଣ୍ଟ ଟେବୁଲରେ ପରିବର୍ତ୍ତନ: ଭାରତ ପାଇଁ ଖୁସି ଖବର

August 23, 2026
Latest News

LPG e-KYC ର ଆଜି ଶେଷ ଦିନ: ଶୀଘ୍ର ସମାପ୍ତ କରନ୍ତୁ ଏହି ପ୍ରକ୍ରିୟା, ନଚେତ ବଢିବ ସମସ୍ୟା

August 23, 2026

ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ର ଆତଙ୍କ!: ଏପର୍ଯ୍ୟନ୍ତ ୧୭୭୭ ମାମଲା ଚିହ୍ନଟ

August 23, 2026

ରାସନ କାର୍ଡ ଧାରକଙ୍କୁ ମିଳୁଛି ଶସ୍ତା ଚିନି: ଜାଣନ୍ତୁ କେଉଁମାନଙ୍କ ପାଇଁ ପ୍ରଯୁଜ୍ୟ?

August 23, 2026

ଅଷ୍ଟ୍ରେଲିଆର ବିଜୟ ପରେ WTC ପଏଣ୍ଟ ଟେବୁଲରେ ପରିବର୍ତ୍ତନ: ଭାରତ ପାଇଁ ଖୁସି ଖବର

August 23, 2026

୪୮ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ମିଳିବ ‘ଜାତୀୟ ଶିକ୍ଷକ ପୁରସ୍କାର’: ସମ୍ମାନିତ କରିବେ ରାଷ୍ଟ୍ରପତି

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.