Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅର୍ଥବଳରେ ଆମେ ନିର୍ବାଚନ ଲଢିପାରିବୁ ନାହିଁ : ନିରଞ୍ଜନ ପଟ୍ଟନାୟକ
ଆଜିର ଖବର

ଅର୍ଥବଳରେ ଆମେ ନିର୍ବାଚନ ଲଢିପାରିବୁ ନାହିଁ : ନିରଞ୍ଜନ ପଟ୍ଟନାୟକ

July 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାଟକୁରା ନିର୍ବାଚନକୁ ନେଇ ମୁହଁ ଖୋଲିଛନ୍ତି କଂଗ୍ରେସ ସଭାପତି ନିରଞ୍ଜନ ମହାପାତ୍ର । ପାଟକୁରାରେ ଦଳ ଅର୍ଥବଳରେ ନିର୍ବାଚନ ଲଢିପାରିବ ନାହିଁ ବୋଲି ନିରଞ୍ଜନ ମତ ଦେଇଛନ୍ତି । ଓଡିଶାରେ ବିଜେଡି ଏବଂ ବିଜେପି ଏକତ୍ର ହୋଇଥିବାରୁ ଜନସାଧାରଣଙ୍କୁ ବାସ୍ତବ ତଥ୍ୟ ପ୍ରଦାନ କରିବାକୁ ଚେଷ୍ଟା କରିବୁ ବୋଲି କହିଛନ୍ତି ନିରଞ୍ଜନ ପଟ୍ଟନାୟକ । ବାହୁଡା ପରେ ପାଟକୁରା ପ୍ରଚାର ଜୋରଦାର ହେବ । ଏଥିପାଇଁ ସମସ୍ତ ବିଧାୟକ, ସାଂସଦଙ୍କୁ ଦୁଇ ତିନି ପୂର୍ବରୁ ସେଠାରେ ଉପସ୍ଥିତ ରହିବାକୁ କୁହାଯାଇଛି ବୋଲି ନିରଞ୍ଜନ ପ୍ରକାଶ କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଆସନ୍ତା ଜୁଲାଇ ୨୦ରେ ପାଟକୁରା ନିର୍ବାଚନ ହେବାକୁ ଯାଉଛି । ଏହାପରେ ଜୁଲାଇ ୨୪ରେ ନିର୍ବାଚନର ଫଳାଫଳ ପ୍ରକାଶ ପାଇବ । ଏହି ନିର୍ବାଚନରେ ବିଜେପିରୁ ବରିଷ୍ଠ ନେତା ବିଜୟ ମହାପାତ୍ର ନିର୍ବାଚନ ଲଢୁଥିବା ବେଳେ ବିଜେଡିରୁ ପୂର୍ବତନ ବିଧାୟକଙ୍କ ପତ୍ନୀ ବେଦ ପ୍ରକାଶ ଅଗ୍ରୱାଲଙ୍କ ପତ୍ନୀ ସାବିତ୍ରୀ ଅଗ୍ରୱାଲ ମଇଦାନକୁ ଓହ୍ଲାଇଛନ୍ତି । ଏତଦ୍ ବ୍ୟତୀତ କଂଗ୍ରେସ ଜୟନ୍ତ କୁମାର ମହାନ୍ତିଙ୍କୁ ପ୍ରାର୍ଥୀ କରିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ନାଲକୋ କର୍ମଚାରୀଙ୍କ ସମ୍ପର୍କରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 24, 2026

ଆଇପିଏଲର ସବୁଠାରୁ ମହଙ୍ଗା ଦଳ ହେଲା ରାଜସ୍ଥାନ ରୟାଲ୍ସ ଦଳ: ୧୫୨୮୬ କୋଟିରେ ହେଲା ବିକ୍ରି

March 24, 2026

PSL 2026 ରୁ ବିଦେଶୀ ଖେଳାଳି ଓହରିବା ସତ୍ତ୍ୱେ BCB ନେଲା ବଡ ନିଷ୍ପତ୍ତି

March 24, 2026

ଏପ୍ରିଲ ୧ରୁ ମହଙ୍ଗା ହୋଇପାରେ ବିମାନ ଯାତ୍ରା: ଭଡ଼ା ବୃଦ୍ଧି କରିବାକୁ ଯାଉଛନ୍ତି ବିମାନ କମ୍ପାନୀ!

March 24, 2026
Latest News

ମୋଦୀ କେବଳ ଜଣେ ବ୍ୟକ୍ତି ନୁହଁନ୍ତି ବରଂ ଏକ ବିଚାରଧାରା ଓ ଅନୁଷ୍ଠାନ: କେନ୍ଦ୍ର କୃଷି ମନ୍ତ୍ରୀ ଚୌହାନ

March 24, 2026

ନାଲକୋ କର୍ମଚାରୀଙ୍କ ସମ୍ପର୍କରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 24, 2026

ମଧ୍ୟପ୍ରାଚ୍ୟ ସଙ୍କଟ ଉପରେ ସର୍ବଦଳୀୟ ବୈଠକରେ ଯୋଗଦେବେ ନାହିଁ ରାହୁଲ ଗାନ୍ଧୀ: କହିଲେ କାରଣ

March 24, 2026

ଆଇପିଏଲର ସବୁଠାରୁ ମହଙ୍ଗା ଦଳ ହେଲା ରାଜସ୍ଥାନ ରୟାଲ୍ସ ଦଳ: ୧୫୨୮୬ କୋଟିରେ ହେଲା ବିକ୍ରି

March 24, 2026

ରେଳ ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ସାଂସଦ ପ୍ରତିନିଧି ଦଳ: ଜାଣନ୍ତୁ କାରଣ

March 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.