Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଣି ପଞ୍ଚାୟତ ସଚେତନତା ରଥର ଶୁଭ ଉଦଘାଟନ
ଆଜିର ଖବର

ପାଣି ପଞ୍ଚାୟତ ସଚେତନତା ରଥର ଶୁଭ ଉଦଘାଟନ

December 23, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଜଳସମ୍ପଦ ବିଭାଗ ପକ୍ଷରୁ ପାଣି ପଞ୍ଚାୟତ ପକ୍ଷ ତା ୨୨. ୧୨. ୨୪ ରିଖ ଠାରୁ ତା ୦୫. ୦୧. ୨୫ ରିଖ ପର୍ଯ୍ୟନ୍ତ ପାଳନ ଅବସରରେ ଆଜି ଦିବା ୧୦ ଘଟିକା ସମୟରେ ପାଣି ପଞ୍ଚାୟତ ସଚେତନତା ରଥକୁ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ନୀଲୁ ମହାପାତ୍ର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଶୁଭ ଉଦଘାଟନ କରିଛନ୍ତି। ଏହି ରଥଟି ଆଜିଠାରୁ ତା ୨୯. ୧୨. ୨୪ ରିଖ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ଜିଲ୍ଲାର ସମସ୍ତ ବ୍ଲକ ମୁଖ୍ୟାଳୟ ଓ ସେଚ ଅଞ୍ଚଳରେ ଥିବା ମୁଖ୍ୟ ମାର୍ଗ ଦେଇ ପାଣି ପଞ୍ଚାୟତ ଓ ଜଳସେଚନ ସମ୍ବନ୍ଧୀୟ ବାର୍ତ୍ତା ପ୍ରଚାର କରିବ।

ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ସମାବେଶ ଜଣ୍ଟିଲୋ ଠାରେ ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ରାପଡ଼ା ଉଠା ଜଳସେଚନ ବିଭାଜନର ନିର୍ବାହୀ ଯନ୍ତ୍ରୀ ଓ ସହକାରୀ ନିର୍ବାହୀ ଯନ୍ତ୍ରୀ, ଡେରାବିଶ, ପଟ୍ଟାମୁଣ୍ଡାଇ ଓ ପାଟକୁରା ଜଳସେଚନ ଉପଖଣ୍ଡର ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରମୁଖ ସମ୍ମାନନୀୟ ଅତିଥିଭାବେ ଯୋଗ ଦେଇଥିଲେ।

ଉକ୍ତ ବୈଠକରେ ଅଗ୍ରଣୀ ଚାଷୀ,ସେଚ ଅଞ୍ଚଳର ପାଣି ପଞ୍ଚାୟତ କର୍ମକର୍ତ୍ତା ଓ ଜଳସେଚନ ବିଭାଗର କର୍ମଚାରୀ ପ୍ରମୁଖ ଯୋଗ ଦେଇଥିଲେ। ବିଭାଜନ ସ୍ତରୀୟ ପ୍ରତିଯୋଗିତାରେ କୃତିତ୍ୱ ଲାଭ କରିଥିବା ପ୍ରତିଯୋଗୀମାନଙ୍କୁ ପ୍ରମାଣପତ୍ର ସହ ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା।

ଓଡିଶା ସରକାର ଜଳସମ୍ପଦ ବିଭାଗ ପାଣି ପଞ୍ଚାୟତ ପକ୍ଷ ଶୁଭ ଉଦଘାଟନ ସଚେତନତା ରଥ
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆ କଥା, ଆଇନ ମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କଲେ ରାଜ୍ୟପାଳ କମ୍ଭମପଟି, ହେଲେ କାହିଁକି ??

July 21, 2025

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ UPI ମାଧ୍ୟମରେ ଉଠାଯାଇପାରିବ ସୁନା ଋଣ କିମ୍ବା FD ଟଙ୍କା

July 21, 2025

ପ୍ଲାଷ୍ଟିକ୍ ଆଧାର କାର୍ଡ ସପକ୍ଷରେ ନାହାନ୍ତି ଅଖିଳେଶ ଯାଦବ: ଏସପି ମୁଖ୍ୟ କଲେ ଏହି ବଡ଼ ଦାବି

July 21, 2025

ଓଡ଼ିଶାର ୬,୭୯୪ଟି ଗ୍ରାମ ପଞ୍ଚାୟତରେ ପହଞ୍ଚିବ ତିନି ମାସ ବ୍ୟାପୀ ଆର୍ଥିକ ଅନ୍ତଭୂକ୍ତିକରଣ ଅଭିଯାନ

July 21, 2025
Latest News

ନୂଆ କଥା, ଆଇନ ମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କଲେ ରାଜ୍ୟପାଳ କମ୍ଭମପଟି, ହେଲେ କାହିଁକି ??

July 21, 2025

ନିଜ ପଦରୁ ଇସ୍ତଫା ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖର, ଜାଣନ୍ତୁ କାରଣ

July 21, 2025

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ UPI ମାଧ୍ୟମରେ ଉଠାଯାଇପାରିବ ସୁନା ଋଣ କିମ୍ବା FD ଟଙ୍କା

July 21, 2025

ପ୍ଲାଷ୍ଟିକ୍ ଆଧାର କାର୍ଡ ସପକ୍ଷରେ ନାହାନ୍ତି ଅଖିଳେଶ ଯାଦବ: ଏସପି ମୁଖ୍ୟ କଲେ ଏହି ବଡ଼ ଦାବି

July 21, 2025

ଓଡ଼ିଶାର ୬,୭୯୪ଟି ଗ୍ରାମ ପଞ୍ଚାୟତରେ ପହଞ୍ଚିବ ତିନି ମାସ ବ୍ୟାପୀ ଆର୍ଥିକ ଅନ୍ତଭୂକ୍ତିକରଣ ଅଭିଯାନ

July 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.