Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲ ବୈଜ୍ଞାନିକ ପ୍ରଦର୍ଶନୀ: କେନ୍ଦ୍ରାପଡ଼ାର ୪ ପ୍ରକଳ୍ପ ଜୋନସ୍ତରକୁ ମନୋନୀତ
ଆଜିର ଖବର

ବାଲ ବୈଜ୍ଞାନିକ ପ୍ରଦର୍ଶନୀ: କେନ୍ଦ୍ରାପଡ଼ାର ୪ ପ୍ରକଳ୍ପ ଜୋନସ୍ତରକୁ ମନୋନୀତ

December 23, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଜ୍ୟସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ବରଗଡ ଜିଲ୍ଲା ବରପାଲି ସରକାରୀ ବାଳକ ଉଚ୍ଚବିଦ୍ୟାଳୟରେ ତିନି ଦିନ ଧରି ଉଦ‌ଯାପିତ ହୋଇଯାଇଅଛି। ଏହି ପ୍ରଦର୍ଶନୀରେ ରେ କେନ୍ଦ୍ରାପଡ଼ାର ୭ ଟି ପ୍ରକଳ୍ପ ମଧ୍ୟରୁ ୪ ଗୋଟି ପ୍ରକଳ୍ପ ଜୋନସ୍ତରକୁ ମନୋନୀତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ତରାଣ୍ଡୋର ଏକାଦଶ ଶ୍ରେଣୀର ଛାତ୍ରୀ ସ୍ବାତୀପ୍ରଜ୍ଞା ରଥ ଖାଦ୍ୟ ସ୍ୱାସ୍ଥ୍ୟ ବିଷୟବସ୍ତୁରେ ପ୍ରଥମ ସ୍ଥାନ ଓ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ, ଗଙ୍ଗାରାମପୁର, ପଟ୍ଟାମୁଣ୍ଡାଇର ଛାତ୍ର ପ୍ରାଣତୋଷ ପ୍ରଧାନ ବିପର୍ଯୟ ପରିଚାଳନରେ ପ୍ରଥମ ସ୍ଥାନ ଅଧିକାର କରି ସମଗ୍ର ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି।

ଏହା ଛଡ଼ା ଆଉ ୨ ଜଣ କୁନି ବୈଜ୍ଞାନିକ ଇନ୍ଦୁପୁର ସରକାରୀ ଉଚ୍ଚ ବିଦ୍ୟାଳୟର ଶ୍ରେଣୀ ଛାତ୍ର ରଶ୍ମି ରଞ୍ଜନ ସାହୁ ବର୍ଜ୍ୟବସ୍ତୁ ପରିଚାଳନା ପ୍ରକଳ୍ପ ଓ ଗାନ୍ଧିଜୀ ଉଚ୍ଚ ବିଦ୍ୟାଳୟ, ଗୋଜାବନ୍ଧର ଅଷ୍ଟମ ଶ୍ରେଣୀର ଛାତ୍ର ସନ୍ତୋଷ ବାରିକ ପରିବହନ ଓ ଯୋଗାଯୋଗ ପ୍ରକଳ୍ପରେ ଭାଗ ନେଇ ଜୋନ ସ୍ତରକୁ ମନୋନୀତ ହୋଇଛନ୍ତି। ଏହି ୪ ଜଣ କୁନି ବୈଜ୍ଞାନିକ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। ଆସନ୍ତା ୭, ୮, ୯ ତାରିଖ କୋଲକତାରେ ବିଟମ ଠାରେ ଜୋନ ସ୍ତରରେ ଭାଗନେବେ।

ଏହି କୁନି ବୈଜ୍ଞାନିକମାନଙ୍କୁ ଜିଲ୍ଲାର ଟିମ ୬୦ ସେମାନଙ୍କର ମାର୍ଗଦର୍ଶକ ଓ ଜିଲ୍ଲା ବିଜ୍ଞାନ ପରିଦର୍ଶକ ନିଶିଥ କୁମାର ବାରିକ ପହଞ୍ଚି କୁନି କୁନି ବୈଜ୍ଞାନିକକୁ ଉସ୍ତାହିତ କରୁଥିଲେ। ଏହି ୪ ଜଣ କୁନି କୁନି ବୈଜ୍ଞାନିକ ଓ ଗାଇଡ ଶିକ୍ଷକଙ୍କୁ ଜିଲ୍ଲାଶିକ୍ଷାକାରୀ ପ୍ରଦୀପ କୁମାର ନାଗ ଧନ୍ୟବାଦ ଜଣାଇବା ସହ ସେମାନଙ୍କୁ ସମ୍ବଦ୍ଧିର୍ତ କରିବା ପାଇଁ ପ୍ରସ୍ତାବ ଦେଇଛନ୍ତି।

କେନ୍ଦ୍ରାପଡା ବାଲ ବୈଜ୍ଞାନିକ ପ୍ରଦର୍ଶନୀ
Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026
Latest News

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026

ଯଥାଶୀଘ୍ର ଇରାନ ଛାଡିବା ପାଇଁ ଭାରତୀୟ ନାଗରିକଙ୍କୁ ଚେତାବନୀ: ମାର୍ଗଦର୍ଶିକା ଜାରି

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.