Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ୧୭ରେ ପାଟକୁରା ଗସ୍ତ କରିବେ ନବୀନ
ଆଜିର ଖବର

ଆସନ୍ତା ୧୭ରେ ପାଟକୁରା ଗସ୍ତ କରିବେ ନବୀନ

July 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆସନ୍ତା ୨୦ ତାରିଖରେ ପାଟକୁରା ନିର୍ବାଚନ । ପାଟକୁରା ଆସନକୁ ହାସଲ କରିବାକୁ ବିଜେଡ଼ି  ଓ ବିଜେପି ପକ୍ଷରୁ ଜୋରଦାର କସରତ ଚାଲିଛି । ଆସନ୍ତ ୧୭ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଟକୁରା ଗସ୍ତ କାର୍ଯ୍ୟକ୍ରମ ରହିଥିବା ମନ୍ତ୍ରୀ ସୁଶାନ୍ତ ସିଂ ସୂଚନା ଦେଇଛନ୍ତି । ପାଟକୁରା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୦ରେ ମତଦାନ ହୋଇ ୨୪ରେ ଫଳାଫଳ ଆସିବ । ତେବେ ସେଇ ଆସନ କାହା ହାତକୁ ଯିବ ସେନେଇ ବିଭିନ୍ନ ଦଳ ପକ୍ଷରୁ ନୂତନ ରଣନୀତି କରାଯାଇଛି । ଆସନ୍ତ ୧୭ତାରିଖରେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ପାଟକୁରା ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି । ନବୀନ ପଟ୍ଟନାୟକ ପାଟକୁରାରେ ରୋଡ଼ ଶୋ କରିବେ । ପାଟକୁରା ବିଧାନସଭା ନିର୍ବାଚନ ଦୁଇ ଦୁଇ ଥର  ଘୁଞ୍ଚାଯାଇଥିଲା । ବିଜେଡ଼ି ପ୍ରାର୍ଥୀ  ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ଆକସ୍ମିକ ନିଧନ ଯୋଗୁଁ ଏହି ବିଧାନସଭା ଆସନରେ ନିର୍ବାଚନ ହୋଇପାରିନଥିଲା । ପରବର୍ତ୍ତୀ ସମୟରେ ଫନି ବାତ୍ୟା ପାଇଁ ଏହି ନିର୍ବାଚନ ଘୁଞ୍ଚାଯାଇଥିଲା । ଏହି ଆସନରେ ବିଜେଡ଼ି ତରଫରୁ ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ପତ୍ନୀ ସାବିତ୍ରୀ ଅଗ୍ରଓ୍ବାଲ ପ୍ରାର୍ଥୀ ହୋଇଥିବାବେଳେ ବିଜେପି ତରଫରୁ ବିଜୟ ମହାପାତ୍ର ପ୍ରାର୍ଥୀ ହୋଇଛନ୍ତି ।

 

Share. Facebook Twitter LinkedIn Email WhatsApp Copy Link

Related Posts

ଏହି ଦୁଇ ଆଫ୍ରିକୀୟ ଦେଶ ଗସ୍ତରେ ଗଲେ ରାଷ୍ଟ୍ରପତି

November 8, 2025

ବିହାର ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ କେତେ ଆସନ ଜିତିବ ମହାଗଠବନ୍ଧନ?, ବଡ ଦାବି କଲା କଂଗ୍ରେସ

November 8, 2025

ଆଇନଗତ ସହାୟତାକୁ ସୁଦୃଢ଼ ​​କରିବା ପାଇଁ ନୂତନ ତାଲିମ ମଡ୍ୟୁଲ୍ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ

November 8, 2025

ସାଇବର ଠକେଇର ଶିକାର ହେଲେ ଟିଏମସି ସାଂସଦ: ଏସବିଆଇ ଆକାଉଣ୍ଟରୁ ୫୬ ଲକ୍ଷ ଲୁଟ

November 8, 2025
Latest News

ଏହି ଦୁଇ ଆଫ୍ରିକୀୟ ଦେଶ ଗସ୍ତରେ ଗଲେ ରାଷ୍ଟ୍ରପତି

November 8, 2025

ବିହାର ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ କେତେ ଆସନ ଜିତିବ ମହାଗଠବନ୍ଧନ?, ବଡ ଦାବି କଲା କଂଗ୍ରେସ

November 8, 2025

ଆଇନଗତ ସହାୟତାକୁ ସୁଦୃଢ଼ ​​କରିବା ପାଇଁ ନୂତନ ତାଲିମ ମଡ୍ୟୁଲ୍ ଆରମ୍ଭ କରିବେ ପ୍ରଧାନମନ୍ତ୍ରୀ ମୋଦୀ

November 8, 2025

ଲାଲକୃଷ୍ଣ ଆଡଭାନୀଙ୍କୁ ୯୮ ବର୍ଷ ପୂରଣ: ୧୯୨୭ ପରଠାରୁ ତାଙ୍କ ଯାତ୍ରା ବିଷୟରେ ଜାଣନ୍ତୁ….

November 8, 2025

ସାଇବର ଠକେଇର ଶିକାର ହେଲେ ଟିଏମସି ସାଂସଦ: ଏସବିଆଇ ଆକାଉଣ୍ଟରୁ ୫୬ ଲକ୍ଷ ଲୁଟ

November 8, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.