Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ୧୭ରେ ପାଟକୁରା ଗସ୍ତ କରିବେ ନବୀନ
ଆଜିର ଖବର

ଆସନ୍ତା ୧୭ରେ ପାଟକୁରା ଗସ୍ତ କରିବେ ନବୀନ

July 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆସନ୍ତା ୨୦ ତାରିଖରେ ପାଟକୁରା ନିର୍ବାଚନ । ପାଟକୁରା ଆସନକୁ ହାସଲ କରିବାକୁ ବିଜେଡ଼ି  ଓ ବିଜେପି ପକ୍ଷରୁ ଜୋରଦାର କସରତ ଚାଲିଛି । ଆସନ୍ତ ୧୭ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଟକୁରା ଗସ୍ତ କାର୍ଯ୍ୟକ୍ରମ ରହିଥିବା ମନ୍ତ୍ରୀ ସୁଶାନ୍ତ ସିଂ ସୂଚନା ଦେଇଛନ୍ତି । ପାଟକୁରା ନିର୍ବାଚନ ମଣ୍ଡଳୀରେ ଆସନ୍ତା ୨୦ରେ ମତଦାନ ହୋଇ ୨୪ରେ ଫଳାଫଳ ଆସିବ । ତେବେ ସେଇ ଆସନ କାହା ହାତକୁ ଯିବ ସେନେଇ ବିଭିନ୍ନ ଦଳ ପକ୍ଷରୁ ନୂତନ ରଣନୀତି କରାଯାଇଛି । ଆସନ୍ତ ୧୭ତାରିଖରେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ପାଟକୁରା ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି । ନବୀନ ପଟ୍ଟନାୟକ ପାଟକୁରାରେ ରୋଡ଼ ଶୋ କରିବେ । ପାଟକୁରା ବିଧାନସଭା ନିର୍ବାଚନ ଦୁଇ ଦୁଇ ଥର  ଘୁଞ୍ଚାଯାଇଥିଲା । ବିଜେଡ଼ି ପ୍ରାର୍ଥୀ  ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ଆକସ୍ମିକ ନିଧନ ଯୋଗୁଁ ଏହି ବିଧାନସଭା ଆସନରେ ନିର୍ବାଚନ ହୋଇପାରିନଥିଲା । ପରବର୍ତ୍ତୀ ସମୟରେ ଫନି ବାତ୍ୟା ପାଇଁ ଏହି ନିର୍ବାଚନ ଘୁଞ୍ଚାଯାଇଥିଲା । ଏହି ଆସନରେ ବିଜେଡ଼ି ତରଫରୁ ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ପତ୍ନୀ ସାବିତ୍ରୀ ଅଗ୍ରଓ୍ବାଲ ପ୍ରାର୍ଥୀ ହୋଇଥିବାବେଳେ ବିଜେପି ତରଫରୁ ବିଜୟ ମହାପାତ୍ର ପ୍ରାର୍ଥୀ ହୋଇଛନ୍ତି ।

 

Share. Facebook Twitter LinkedIn Email WhatsApp Copy Link

Related Posts

ନାଲକୋ କର୍ମଚାରୀଙ୍କ ସମ୍ପର୍କରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 24, 2026

ଆଇପିଏଲର ସବୁଠାରୁ ମହଙ୍ଗା ଦଳ ହେଲା ରାଜସ୍ଥାନ ରୟାଲ୍ସ ଦଳ: ୧୫୨୮୬ କୋଟିରେ ହେଲା ବିକ୍ରି

March 24, 2026

PSL 2026 ରୁ ବିଦେଶୀ ଖେଳାଳି ଓହରିବା ସତ୍ତ୍ୱେ BCB ନେଲା ବଡ ନିଷ୍ପତ୍ତି

March 24, 2026

ଏପ୍ରିଲ ୧ରୁ ମହଙ୍ଗା ହୋଇପାରେ ବିମାନ ଯାତ୍ରା: ଭଡ଼ା ବୃଦ୍ଧି କରିବାକୁ ଯାଉଛନ୍ତି ବିମାନ କମ୍ପାନୀ!

March 24, 2026
Latest News

ମୋଦୀ କେବଳ ଜଣେ ବ୍ୟକ୍ତି ନୁହଁନ୍ତି ବରଂ ଏକ ବିଚାରଧାରା ଓ ଅନୁଷ୍ଠାନ: କେନ୍ଦ୍ର କୃଷି ମନ୍ତ୍ରୀ ଚୌହାନ

March 24, 2026

ନାଲକୋ କର୍ମଚାରୀଙ୍କ ସମ୍ପର୍କରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 24, 2026

ମଧ୍ୟପ୍ରାଚ୍ୟ ସଙ୍କଟ ଉପରେ ସର୍ବଦଳୀୟ ବୈଠକରେ ଯୋଗଦେବେ ନାହିଁ ରାହୁଲ ଗାନ୍ଧୀ: କହିଲେ କାରଣ

March 24, 2026

ଆଇପିଏଲର ସବୁଠାରୁ ମହଙ୍ଗା ଦଳ ହେଲା ରାଜସ୍ଥାନ ରୟାଲ୍ସ ଦଳ: ୧୫୨୮୬ କୋଟିରେ ହେଲା ବିକ୍ରି

March 24, 2026

ରେଳ ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ସାଂସଦ ପ୍ରତିନିଧି ଦଳ: ଜାଣନ୍ତୁ କାରଣ

March 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.