Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆମର ବିପ୍ଲବକୁ ଏକ ଫ୍ୟାଶନରେ ପରିଣତ କରିଛନ୍ତି ରାହୁଲ-ପ୍ରିୟଙ୍କା: ଆକାଶ ଆନନ୍ଦ
ଆଜିର ଖବର

ଆମର ବିପ୍ଲବକୁ ଏକ ଫ୍ୟାଶନରେ ପରିଣତ କରିଛନ୍ତି ରାହୁଲ-ପ୍ରିୟଙ୍କା: ଆକାଶ ଆନନ୍ଦ

December 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନ ଶେଷ ହୋଇଛି। କିନ୍ତୁ ଭାରତୀୟ ଜନତା ପାର୍ଟି ନେତା ତଥା ଗୃହମନ୍ତ୍ରୀ ଅମିତ ଶାହା ଅଧିବେଶନରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ଜାରି ରହିଛି। ବହୁଜନ ସମାଜ ପାର୍ଟିର ଆନ୍ଦୋଳନ ଏବଂ ପ୍ରଦର୍ଶନ ମଧ୍ୟରେ ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମାୟାବତୀଙ୍କ ପୁତୁରା ଆକାଶ ଆନନ୍ଦ ବିରୋଧୀଦଳଙ୍କୁ ଟାର୍ଗେଟ କରିଛନ୍ତି। ଆଜି ସୋସିଆଲ ମିଡିଆ ସାଇଟ୍ X ରେ ଆକାଶ ଆନନ୍ଦ କଂଗ୍ରେସ, ଆମ୍ ଆଦମୀ ପାର୍ଟି ଏବଂ ଭାରତୀୟ ଜନତା ପାର୍ଟିକୁ କଡ଼ା ଟାର୍ଗେଟ କରିଛନ୍ତି।

ଆକାଶ ସୋସିଆଲ ମିଡିଆ ସାଇଟରେ ଲେଖିଛନ୍ତି ଯେ, କୋଟି କୋଟି ଶୋଷିତ, ଅବହେଳିତ ଏବଂ ଗରିବମାନଙ୍କ ପାଇଁ ଡାଃ ବାବା ସାହେବ ଆମ୍ବେଦକର ଭଗବାନ ଅଟନ୍ତି। କିନ୍ତୁ ଭୋଟ୍ ପାଇଁ ତାଙ୍କ ନାମ ବ୍ୟବହାର କରିବା ଆଜିକାଲି ଏକ ଫ୍ୟାଶନରେ ପରିଣତ ହୋଇଛି। ପ୍ରଥମେ ଦେଶର ଗୃହମନ୍ତ୍ରୀ ଅମିତ ଶାହା ତାଙ୍କୁ ସଂସଦରେ ଅପମାନିତ କରିଥିଲେ, ତା’ପରେ ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଆମର ନୀଳ ବିପ୍ଳବକୁ ଏକ ଫ୍ୟାଶନ ସୋ କରିଥିଲେ ଏବଂ ଏହା ପରେ ଅରବିନ୍ଦ କେଜ୍ରିୱାଲ ବାବା ସାହେବଙ୍କ ଭାବମୂର୍ତ୍ତିକୁ ଅପମାନିତ କରିଛନ୍ତି । ଦେଶର ଶୋଷିତ, ବଞ୍ଚିତ ତଥା ଅବହେଳିତ ଲୋକଙ୍କୁ ଦଳିତଙ୍କ ଆତ୍ମ ସମ୍ମାନ ପାଇଁ ବିଏସପି ମିଶନ ଜାରି ରହିବ। ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଅନୁତାପ କରିବାକୁ ପଡିବ।

Akash Anand amit shah Arvind Kejriwal priyanka gandhi rahul gandhi UP news
Share. Facebook Twitter LinkedIn Email WhatsApp Copy Link

Related Posts

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026
Latest News

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026

ରୋଟାରୀ ରୟାଲ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ୨୦୨୬: ରୋଟାରୀ କ୍ଲବ୍ ଅଫ୍ କଟକ ବିଜୟୀ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.